Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭିଜିଲାନ୍ସ ଜାଲରେ ତହସିଲଦାର, ୫ ଲକ୍ଷ ଟଙ୍କା ସହ ଧରାପଡ଼ିଲେ
ଆଜିର ଖବର

ଭିଜିଲାନ୍ସ ଜାଲରେ ତହସିଲଦାର, ୫ ଲକ୍ଷ ଟଙ୍କା ସହ ଧରାପଡ଼ିଲେ

August 21, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଉରକେଲା: ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ସୁନ୍ଦରଗଡ଼ ଜିଲ୍ଲା ଲାଠିକଟା ତହସିଲଦାର-କମ୍-ସବ୍‌ରେଜିଷ୍ଟ୍ରାର ମୁରଲୀଧର ଉର୍ମଳ। ୫ ଲକ୍ଷ ଟଙ୍କା ନେଇ ଆସୁଥିବା ବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ ଧରିଥିବା ସୂଚନା ମିଳିଛି।

ସୂଚନା ଅନୁଯାୟୀ, ଲାଠିକଟା ତହସିଲ ଅଫିସ୍‌ରୁ ରାଉରକେଲା ଆସୁଥିବା ବାଟରେ ତହସିଲଦାରଙ୍କୁ ଭିଜିଲାନ୍ସ ଟିମ୍‌ ଅଟକାଇଥିଲା। ତାଙ୍କ କାର୍‌ରୁ ୫ ଲକ୍ଷ ଟଙ୍କା ଜବତ କରାଯାଇଛି। ଏହାପରେ ଭିଜିଲାନ୍ସ ଅଧିକାରୀମାନେ ଟଙ୍କାର ଉତ୍ସ ଓ ଏହା ସମ୍ପର୍କିତ ଅନ୍ୟାନ୍ୟ ତଥ୍ୟ ନେଇ ଛାନ୍‌ଭିନ୍‌ ଆରମ୍ଭ କରିଛନ୍ତି।

ଅନ୍ୟପକ୍ଷରେ, ତହସିଲଦାର ମୁରଲୀଧର ଉର୍ମଳଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗକୁ ନେଇ ଭିଜିଲାନ୍ସ ପକ୍ଷରୁ ଏକାସାଙ୍ଗରେ ୩ଟି ସ୍ଥାନରେ ଚଢ଼ାଉ କରାଯାଇଛି। ତାଙ୍କ ସହ ସମ୍ପର୍କିତ ବିଭିନ୍ନ ସ୍ଥାନରେ ଯାଞ୍ଚ ଚାଲିଥିବା ବେଳେ ସମ୍ପତ୍ତି ଓ ଆର୍ଥିକ କାରବାରର ତଥ୍ୟ ଯାଞ୍ଚ କରୁଛି ଭିଜିଲାନ୍ସ।

ଘଟଣାକୁ ନେଇ ଭିଜିଲାନ୍ସ ପକ୍ଷରୁ ଅଧିକ ତଦନ୍ତ ଜାରି ରହିଛି। ଚଢ଼ାଉ ଓ ତଦନ୍ତ ଶେଷ ହେବା ପରେ ଜବତ ଟଙ୍କା ଏବଂ ଆୟ ବହିର୍ଭୂତ ସମ୍ପତ୍ତି ସମ୍ପର୍କରେ ଅଧିକ ସୂଚନା ସାମ୍ନାକୁ ଆସିପାରେ।

ଆୟ ବହିର୍ଭୂତ ସମ୍ପତ୍ତି ଭିଜିଲାନ୍ସ ଜାଲ
Share. Facebook Twitter LinkedIn Email WhatsApp Copy Link

Related Posts

ଭୟଙ୍କର ସଡ଼କ ଦୁର୍ଘଟଣା, ମହିଳାଙ୍କ ସମେତ ୨ ଶିଶୁ ମୃତ

August 21, 2026

ବଲାଙ୍ଗୀରରେ ଲୋମଟାଙ୍ଗୁରା ହତ୍ୟାକାଣ୍ଡ

August 21, 2026

ଜୟପୁରରେ ଆଶୁତୋଷ ରାଙ୍କାଙ୍କୁ ଆକ୍ରମଣ?: CJP କର୍ମୀ ଏବଂ ଗ୍ରାମବାସୀଙ୍କ ମଧ୍ୟରେ ସଂଘର୍ଷ

August 21, 2026

ଛତିଶଗଡରେ ମଧ୍ୟ ପେପର ଲିକ୍: ରଦ୍ଦ ହେଲା ପରୀକ୍ଷା

August 21, 2026
Latest News

ଭିଜିଲାନ୍ସ ଜାଲରେ ତହସିଲଦାର, ୫ ଲକ୍ଷ ଟଙ୍କା ସହ ଧରାପଡ଼ିଲେ

August 21, 2026

ଭୟଙ୍କର ସଡ଼କ ଦୁର୍ଘଟଣା, ମହିଳାଙ୍କ ସମେତ ୨ ଶିଶୁ ମୃତ

August 21, 2026

ବଲାଙ୍ଗୀରରେ ଲୋମଟାଙ୍ଗୁରା ହତ୍ୟାକାଣ୍ଡ

August 21, 2026

ଜୟପୁରରେ ଆଶୁତୋଷ ରାଙ୍କାଙ୍କୁ ଆକ୍ରମଣ?: CJP କର୍ମୀ ଏବଂ ଗ୍ରାମବାସୀଙ୍କ ମଧ୍ୟରେ ସଂଘର୍ଷ

August 21, 2026

ଛତିଶଗଡରେ ମଧ୍ୟ ପେପର ଲିକ୍: ରଦ୍ଦ ହେଲା ପରୀକ୍ଷା

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.