Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖଣି ବିଲ୍‌କୁ ନେଇ ତେଜିଲା ରାଜନୀତି, ବିଜେପିକୁ ଅରୁଣଙ୍କ ବିତର୍କ ଆହ୍ୱାନ
ଆଜିର ଖବର

ଖଣି ବିଲ୍‌କୁ ନେଇ ତେଜିଲା ରାଜନୀତି, ବିଜେପିକୁ ଅରୁଣଙ୍କ ବିତର୍କ ଆହ୍ୱାନ

August 21, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ୨୦୨୬କୁ ନେଇ ବିଜେପି ଓ ବିଜେଡି ମଧ୍ୟରେ ବାଦବିବାଦ ତୀବ୍ର ହୋଇଛି। ନବୀନ ପଟ୍ଟନାୟକଙ୍କ ମନ୍ତବ୍ୟକୁ ଧର୍ମେନ୍ଦ୍ର ପ୍ରଧାନ ଓ ଖଣିମନ୍ତ୍ରୀ ବିଭୂତି ଭୂଷଣ ଜେନା ସମାଲୋଚନା କରିବା ପରେ ବିଜେଡି ପାଲଟା ଜବାବ ଦେଇଛି।

ଶଙ୍ଖ ଭବନରେ ସାମ୍ବାଦିକ ସମ୍ମିଳନୀ କରି ବରିଷ୍ଠ ନେତା ଅରୁଣ ସାହୁ ଧର୍ମେନ୍ଦ୍ରଙ୍କ ବୟାନକୁ ‘ପିଲାଳିଆମି ଓ ହାସ୍ୟାସ୍ପଦ’ ବୋଲି କହିଛନ୍ତି। ନବୀନ ସରକାର ସମୟରେ ଓଡ଼ିଶାର ଋଣ ଭାର ଦେଶରେ ସର୍ବନିମ୍ନ ଥିଲା ବୋଲି ସେ ଦାବି କରିଛନ୍ତି। ଏହାସହ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌କୁ ନେଇ ବିଜେପିକୁ ଖୋଲା ବିତର୍କ ପାଇଁ ଆହ୍ୱାନ ଦେଇଛନ୍ତି।

ଅରୁଣ ସାହୁ କହିଛନ୍ତି, ଖଣିରୁ ବକେୟା ରାଜସ୍ୱ ଭାବେ ଓଡ଼ିଶା ପ୍ରାୟ ଦେଢ଼ ଲକ୍ଷ କୋଟି ଟଙ୍କା ଓ ପ୍ରତିବର୍ଷ ଅତିରିକ୍ତ ୧୨ ହଜାର କୋଟି ପାଇବାର ଥିଲା। କିନ୍ତୁ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ମାଧ୍ୟମରେ ରାଜ୍ୟର ନ୍ୟାର୍ଯ୍ୟ ପ୍ରାପ୍ୟକୁ କେନ୍ଦ୍ର ହଡ଼ପ କରିନେଇଛି ବୋଲି ବିଜେଡି ଅଭିଯୋଗ କରିଛି।

ସେହିପରି ବିଜେଡି ନେତା ଭୃଗୁ ବକ୍ସିପାତ୍ର କହିଛନ୍ତି, ବିଲ୍‌ ଯୋଗୁଁ ଓଡ଼ିଶାର କ୍ଷତି ହେବ ନାହିଁ ବୋଲି ବିଜେପିର ଦାବି ବାସ୍ତବତାଠାରୁ ଦୂରରେ। ଏନେଇ ବିଜେପି ନିଜ ଆଭିମୁଖ୍ୟ ସ୍ପଷ୍ଟ କରୁ ବୋଲି ସେ ଦାବି କରିଛନ୍ତି।

Mining Royalty odisha politics
Share. Facebook Twitter LinkedIn Email WhatsApp Copy Link

Related Posts

ରାକ୍ଷୀରେ ମିଳିବ ସୁଭଦ୍ରା ଟଙ୍କା, ବକେୟା କିସ୍ତି ନେଇ ଆସିଲା ବଡ଼ ଅପଡେଟ୍‌

August 21, 2026

ଓଡ଼ିଆ ସଙ୍ଗୀତ ଆକାଶର ଅସ୍ତମିତ ସୂର୍ଯ୍ୟ: ପ୍ରଣବ ପଟ୍ଟନାୟକ

August 21, 2026

ସ୍ବର୍ଗତ କବି ରମାକାନ୍ତ ରଥଙ୍କ ପତ୍ନୀ ଶାନ୍ତିଲତା ରଥଙ୍କ ପରଲୋକ, ବିଭିନ୍ନ ମହଲରେ ଶୋକର ଛାୟା

August 21, 2026

ଜିଲ୍ଲାସ୍ତରୀୟ ସଙ୍କଟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ

August 21, 2026
Latest News

ଖଣି ବିଲ୍‌କୁ ନେଇ ତେଜିଲା ରାଜନୀତି, ବିଜେପିକୁ ଅରୁଣଙ୍କ ବିତର୍କ ଆହ୍ୱାନ

August 21, 2026

ରାକ୍ଷୀରେ ମିଳିବ ସୁଭଦ୍ରା ଟଙ୍କା, ବକେୟା କିସ୍ତି ନେଇ ଆସିଲା ବଡ଼ ଅପଡେଟ୍‌

August 21, 2026

ଓଡ଼ିଆ ସଙ୍ଗୀତ ଆକାଶର ଅସ୍ତମିତ ସୂର୍ଯ୍ୟ: ପ୍ରଣବ ପଟ୍ଟନାୟକ

August 21, 2026

ସ୍ବର୍ଗତ କବି ରମାକାନ୍ତ ରଥଙ୍କ ପତ୍ନୀ ଶାନ୍ତିଲତା ରଥଙ୍କ ପରଲୋକ, ବିଭିନ୍ନ ମହଲରେ ଶୋକର ଛାୟା

August 21, 2026

ଜିଲ୍ଲାସ୍ତରୀୟ ସଙ୍କଟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.