Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି
ଆଜିର ଖବର

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମହାନଦୀ ଜଳ ବଣ୍ଟନ ବିବାଦର ସମାଧାନ ନେଇ ବଡ଼ ପଦକ୍ଷେପ। ଓଡ଼ିଶା ଓ ଛତିଶଗଡ଼ ଦାଖଲ କରିଥିବା ତଥ୍ୟ ଯାଞ୍ଚ ଓ ବିଶ୍ଳେଷଣ ପାଇଁ କେନ୍ଦ୍ରୀୟ ଜଳ ଆୟୋଗ (CWC) ଏକ ବୈଷୟିକ କମିଟି ଗଠନ କରିଛି।

ଓଡ଼ିଶା ଆଡଭୋକେଟ୍‌ ଜେନେରାଲ୍‌ ପିତାମ୍ବର ଆଚାର୍ଯ୍ୟ ଏନେଇ ସୂଚନା ଦେଇଛନ୍ତି। ଉଭୟ ରାଜ୍ୟ ମହାନଦୀ ସମ୍ପର୍କିତ ନିଜ ନିଜ ଜଳ ଆବଶ୍ୟକତା, ଦାବି ଓ ଅନ୍ୟାନ୍ୟ ତଥ୍ୟ CWC ନିକଟରେ ଦାଖଲ କରିଛନ୍ତି। କମିଟି ଏହି ସବୁ ତଥ୍ୟର ବୈଷୟିକ ଯାଞ୍ଚ କରିବ।

ଏହି ଯାଞ୍ଚ ମହାନଦୀ ଜଳ ବିବାଦର ବିଭିନ୍ନ ପ୍ରସଙ୍ଗର ଏକ ନିରପେକ୍ଷ ଓ ବୈଷୟିକ ମୂଲ୍ୟାଙ୍କନରେ ସହାୟକ ହେବ ବୋଲି ଆଶା କରାଯାଉଛି।

ସେପଟେ ସେପ୍ଟେମ୍ବର ୧୭ରେ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲର ପରବର୍ତ୍ତୀ ଶୁଣାଣି ହେବ। ଉଭୟ ରାଜ୍ୟ ନିଜ ନିଜ ପକ୍ଷ ରଖୁଥିବା ବେଳେ ଟ୍ରିବ୍ୟୁନାଲର କାର୍ଯ୍ୟଧାରା ଉପରେ ନଜର ରହିଛି।

Mahanadi Water Dispute.
Share. Facebook Twitter LinkedIn Email WhatsApp Copy Link

Related Posts

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ! ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର

September 11, 2026

ଫୁଲ ତୋଳୁଥିବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍‌

September 11, 2026

ପୁଟିନଙ୍କୁ ହାର୍ଦ୍ଦିକ ସ୍ୱାଗତ, ମଜବୁତ ହେବ ଭାରତ-ରୁଷ ରଣନୈତିକ ସମ୍ପର୍କ

September 11, 2026

ସମିତି ସଭ୍ୟଙ୍କୁ ଗୁଳିକରି ହତ୍ୟା

September 11, 2026
Latest News

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ! ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର

September 11, 2026

ଫୁଲ ତୋଳୁଥିବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍‌

September 11, 2026

ପୁଟିନଙ୍କୁ ହାର୍ଦ୍ଦିକ ସ୍ୱାଗତ, ମଜବୁତ ହେବ ଭାରତ-ରୁଷ ରଣନୈତିକ ସମ୍ପର୍କ

September 11, 2026

ସମିତି ସଭ୍ୟଙ୍କୁ ଗୁଳିକରି ହତ୍ୟା

September 11, 2026

ଦିଲ୍ଲୀରେ ପୁଟିନ, ମୋଦୀଙ୍କ ସହ ଆଜି ମହାବୈଠକ: ପ୍ରତିରକ୍ଷାଠାରୁ ଶକ୍ତି-ବାଣିଜ୍ୟ, ରହିବ ଏହି ବଡ଼ ପ୍ରସଙ୍ଗ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.