Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାତୀୟ ଶିକ୍ଷକ ପୁରସ୍କାର-୨୦୨୬: ଓଡ଼ିଶାରୁ ପଦରାଜ ଉମାକାନ୍ତ ନାୟକ ମନୋନୀତ
ଆଜିର ଖବର

ଜାତୀୟ ଶିକ୍ଷକ ପୁରସ୍କାର-୨୦୨୬: ଓଡ଼ିଶାରୁ ପଦରାଜ ଉମାକାନ୍ତ ନାୟକ ମନୋନୀତ

August 23, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Umakanta Nayak Nominated for National Teachers’ Award
Umakanta Nayak Nominated for National Teachers’ Award

ଭୁବନେଶ୍ଵର: ଚଳିତ ବର୍ଷ ଜାତୀୟ ଶିକ୍ଷକ ପୁରସ୍କାର-୨୦୨୬ ପାଇଁ ଓଡ଼ିଶାରୁ ପଦରାଜ ଉମାକାନ୍ତ ନାୟକ ମନୋନୀତ ହୋଇଛନ୍ତି। ସେ ଜଗତସିଂହପୁର ଜିଲ୍ଲା ଆଳିପିଙ୍ଗଳସ୍ଥିତ ସରକାରୀ ହାଇସ୍କୁଲରେ ଶିକ୍ଷକ ଭାବେ କାର୍ଯ୍ୟରତ। ଶିକ୍ଷାଦାନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଓ ସମର୍ପିତ ସେବା ଲାଗି ତାଙ୍କୁ ଏହି ସମ୍ମାନ ପାଇଁ ଚୟନ କରାଯାଇଛି।

ଆସନ୍ତା ସେପ୍ଟେମ୍ବର ୫ ତାରିଖ ଗୁରୁ ଦିବସ ଅବସରରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଆୟୋଜିତ ସମାରୋହରେ ରାଷ୍ଟ୍ରପତି ଦେଶର ୪୮ ଜଣ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କରିବେ। ଓଡ଼ିଶାରୁ ଶ୍ରୀ ନାୟକଙ୍କ ମନୋନୟନ ରାଜ୍ୟର ଶିକ୍ଷା କ୍ଷେତ୍ର ପାଇଁ ଏକ ଗୌରବର ବିଷୟ।

National Teachers’ Award Umakanta Nayak ଜାତୀୟ ଶିକ୍ଷକ ପୁରସ୍କାର- ୨୦୨୫
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.