Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ନବରଙ୍ଗପୁରରେ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ
ଆଜିର ଖବର

ଆସନ୍ତାକାଲି ନବରଙ୍ଗପୁରରେ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ

August 23, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ନବରଙ୍ଗପୁର: ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ ନବରଙ୍ଗପୁର ଜିଲ୍ଲା ଅଧିକ ପ୍ରଭାବିତ ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ବଜ୍ରପାତ ଆଶଙ୍କାରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କତା ଜାରି ହୋଇଛି। ଏହାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲ୍ଲାପାଳ ଅଗଷ୍ଟ ୨୪ ତାରିଖରେ ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି, ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଶିକ୍ଷକ ଓ ଅଙ୍ଗନବାଡ଼ି କର୍ମଚାରୀମାନେ ନିଜ କର୍ମସ୍ଥଳରେ ଉପସ୍ଥିତ ରହିବେ।

ପ୍ରବଳ ବର୍ଷା ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ
Share. Facebook Twitter LinkedIn Email WhatsApp Copy Link

Related Posts

ଅନ୍ନାମାଲାଇଙ୍କ ସ୍ପଷ୍ଟୀକରଣ: ସିଜେପି ଏଜେଣ୍ଡା ଅଲଗା, କେବେ ବି ସମର୍ଥନ କରିବେ ନାହିଁ

October 23, 2026

ଘରୁ ଡାକି ନେଇ ଯୁବକକୁ ହତ୍ୟା, ବାଲୁଗାଁରୁ ଅଭିଯୁକ୍ତ ଗିରଫ

October 23, 2026

ଅରୁଣାଚଳ ସୀମାରେ ଚୀନ୍‌କୁ ଜବାବ : ଡ୍ରୋନ୍ ବଳରେ ମଜବୁତ ହେଉଛି ଆଇଟିବିପି

October 23, 2026

ଡିଜେ ଗାଡ଼ି ଓଲଟି ଜଣଙ୍କ ମୃତ୍ୟୁ, ୯ ଗୁରୁତର

October 23, 2026
Latest News

ଅନ୍ନାମାଲାଇଙ୍କ ସ୍ପଷ୍ଟୀକରଣ: ସିଜେପି ଏଜେଣ୍ଡା ଅଲଗା, କେବେ ବି ସମର୍ଥନ କରିବେ ନାହିଁ

October 23, 2026

ଘରୁ ଡାକି ନେଇ ଯୁବକକୁ ହତ୍ୟା, ବାଲୁଗାଁରୁ ଅଭିଯୁକ୍ତ ଗିରଫ

October 23, 2026

ଅରୁଣାଚଳ ସୀମାରେ ଚୀନ୍‌କୁ ଜବାବ : ଡ୍ରୋନ୍ ବଳରେ ମଜବୁତ ହେଉଛି ଆଇଟିବିପି

October 23, 2026

ଡିଜେ ଗାଡ଼ି ଓଲଟି ଜଣଙ୍କ ମୃତ୍ୟୁ, ୯ ଗୁରୁତର

October 23, 2026

ପରିବାର ଅଦାଲତଙ୍କ ରାୟକୁ ଚ୍ୟାଲେଞ୍ଜ, ହାଇକୋର୍ଟରେ ଛାଡ଼ପତ୍ର ମାମଲାର ନୂଆ ମୋଡ଼

October 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.