Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀରେ ଏନ୍‌କାଉଣ୍ଟର :  ଅପରାଧୀ ଦିବାନା ବେହେରା ଆହତ
ଆଜିର ଖବର

ପୁରୀରେ ଏନ୍‌କାଉଣ୍ଟର :  ଅପରାଧୀ ଦିବାନା ବେହେରା ଆହତ

August 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗତକାଲି ବିଳମ୍ବିତ ରାତ୍ରିରେ ପୋଲିସ୍‌-ଅପରାଧୀ ଗୁଳି ବିନିମୟ ହୋଇଛି । ନବକଳେବର ରୋଡ୍‌ ଆଶ୍ରମ ଛକରେ ଗୁଳିବିନିମୟ ହୋଇଥିବାର ସୂଚନା ରହିଛି । ଏହି ଏନ୍‌କାଉଣ୍ଟରରେ ଅପରାଧୀ ଦିବାନା ବେହେରା ଆହତ ହୋଇଛନ୍ତି । ବାସେଳି ସାହି ଥାନା ଆଇଆଇସି ମଧ୍ୟ ଏହି ଏନ୍‌କାଉଣ୍ଟରରେ ଆହତ ହୋଇଥିବାର ସୂଚନା ରହିଛି । ଅପରାଧୀ ଦିବାନାର ଡାହାଣ ଗୋଡ ଆଣ୍ଠୁ ତଳେ ଗୁଳି ବାଜିଛି । ଅପରାଧୀଠାରୁ ଗୋଟିଏ ପିସ୍ତଲ, ଅଫୁଟା ଗୁଳି ଓ ବାଇକ୍‌ ଜବତ । ଦିବାନା ବେହେରା ନାଁରେ ବିଭିନ୍ନ ଥାନାରେ ୧୫ରୁ ଉର୍ଦ୍ଧ୍ବ ମାମଲା ରହିଛି । ସୁପାରି ନେଇ ହତ୍ୟା କରିବାକୁ ପ୍ରସ୍ତୁତ ହେଉଥିବା ଖବର ପାଇ ପୋଲିସ୍‌ର ଚଢାଉ ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଏପ୍ରିଲ ୧୭ ତାରିଖ ଶୁକ୍ରବାର ଦିନ ସାତୋଟି ରାଶିର ଭାଗ୍ୟ ହେବ ଉଜ୍ଜ୍ଵଳ

April 17, 2026

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026
Latest News

ଆଜି ଏପ୍ରିଲ ୧୭ ତାରିଖ ଶୁକ୍ରବାର ଦିନ ସାତୋଟି ରାଶିର ଭାଗ୍ୟ ହେବ ଉଜ୍ଜ୍ଵଳ

April 17, 2026

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.