Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ବିଜେପି ରେ ଯୋଗଦେଲେ ଅନେକ ବିଜେଡି କର୍ମକର୍ତ୍ତା
ଆଜିର ଖବର

ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ବିଜେପି ରେ ଯୋଗଦେଲେ ଅନେକ ବିଜେଡି କର୍ମକର୍ତ୍ତା

August 24, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ବିଜେପି ରେ ଯୋଗଦେଲେ ଅନେକ ବିଜେଡି କର୍ମକର୍ତ୍ତା
ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ବିଜେପି ରେ ଯୋଗଦେଲେ ଅନେକ ବିଜେଡି କର୍ମକର୍ତ୍ତା

ଭୁବନେଶ୍ଵର: ଆଜି ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନ ଠାରେ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ‌‌ ସ୍ଥିତ ଅଠରବାଟିଆ ଗ୍ରା:ପ ଅନ୍ତର୍ଗତ ଗବପଦର ଗ୍ରାମର ୱାର୍ଡ଼ ମେମ୍ବର ଅଶ୍ବିନୀ କୁମାର ଜାଲି, ଗଣେଶ ବେହେରା, ବିଜେଡି କର୍ମକର୍ତ୍ତା ମିଟୁ ବେହେରା, ତପନ କୁମାର ଜାଲି, ରାମଚନ୍ଦ୍ର ଜାଲି, ବିଜୟ ଜାଲି, ଗତିକୃଷ୍ଣ ଜାଲି ଏବଂ ନିମିକ୍ଷେତା ଗ୍ରା:ପର ବିଜେଡି ନେତା ଗଣେଶ୍ବର ପଣ୍ଡା ପ୍ରମୁଖ ବିଜୁ ଜନତା ଦଳ ପରିତ୍ୟାଗ କରି ବିଜେପିର ନୀତି ଓ ଆଦର୍ଶ ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ବ ଓ ମୁଖ୍ୟମନ୍ତ୍ରୀ ମୋହନ ଚ଼ରଣ ମାଝୀ, ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନଙ୍କ ବିକାଶ ମୂଳକ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି।

ଦଳରେ ଯୋଗଦାନ କରିଥିବା ସମସ୍ତ କର୍ମକର୍ତ୍ତାଙ୍କୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଦଳୀୟ ଉତ୍ତରୀୟ ପିନ୍ଧାଇ ଭା.ଜ.ପା ପରିବାରକୁ ସ୍ବାଗତ କରିବା ସହ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ଆପଣମାନଙ୍କର ଏହି ଯୋଗଦାନ ଆଗାମୀ ଦିନରେ ଅଞ୍ଚଳର ବିକାଶ ଓ ଦଳୀୟ ସଂଗଠନ ଆହୁରି ସୁଦୃଢ଼, ସକ୍ରିୟ ଏବଂ ଗତିଶୀଳ କରିବ ବୋଲି ମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।

ଏହି ଅବସରରେ ନିମିକ୍ଷେତା ଗ୍ରାମ ପଞ୍ଚିୟତର ସରପଞ୍ଚ ବିଶ୍ବବିହାରୀ ଗୁରୁ, ବଡ଼କୂଳ ମଣ୍ଡଳ ଭାଜପା ସଭାପତି ପ୍ରଶାନ୍ତ ପ୍ରଧାନ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଦିଲ୍ଲୀପ କୁମାର ମହାନ୍ତି, ପୂର୍ବତନ ସମିତି ସଭ୍ୟ ଅମରେନ୍ଦ୍ର ପଣ୍ଡା,ନିମିକ୍ଷେତା ପଞ୍ଚାୟତ ଭାଜପା ସଭାପତି ଗୌତମ ଜେନା, ଅଠରବାଟିଆ ପଞ୍ଚାୟତ ଭାଜପା ସଭାପତି ଲକ୍ଷ୍ମଣ ସାହୁ, ବିଜେପି କାର୍ଯ୍ୟକର୍ତ୍ତା‌ ପବିତ୍ର ଦାସ, ଭାସ୍କର ପ୍ରହରାଜ, ଗୁରୁଦେବ ବିଶ୍ବାଳ, ଦୁର୍ଗାଚରଣ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

ଚିଲିକା ପୃଥ୍ୱୀରାଜ ହରିଚନ୍ଦନ ବିଜେଡି ବିଜେପି ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ରିଆଲିଟି ଶୋ’ରୁ ବାହାରିବା ପରେ ଅଭିନେତ୍ରୀଙ୍କୁ ରେପ୍ ଓ ହତ୍ୟା ଧମକ

October 25, 2026

ସୁନାବେଡ଼ା ବନଖଣ୍ଡରେ ୨.୬୦ କୋଟି ହଡ଼ପ: ଫେରାର ବରିଷ୍ଠ ସହାୟକ ଗିରଫ

October 25, 2026

Pahlé India Foundation Report: ସ୍ଥାୟୀ ଉତ୍ପାଦନରୁ ରାଜ୍ୟ ମଧ୍ୟରେ ଅଧିକ ମୂଲ୍ୟ ସୃଷ୍ଟି କରିପାରିବ ଓଡିଶା

October 25, 2026

ବିଜେପିକୁ ଧନ୍ୟବାଦ ଦେଲେ ରାହୁଲ ଗାନ୍ଧୀ: ଜାଣନ୍ତୁ କାହିଁକି?

October 25, 2026
Latest News

ଫାରୁକ ଅବଦୁଲ୍ଲାଙ୍କ ବୟାନରେ ବିବାଦ: ଆଜାଦଙ୍କ ଜବାବ – ‘ପାକିସ୍ତାନ ହିଁ ଶତ୍ରୁ’

October 25, 2026

ରିଆଲିଟି ଶୋ’ରୁ ବାହାରିବା ପରେ ଅଭିନେତ୍ରୀଙ୍କୁ ରେପ୍ ଓ ହତ୍ୟା ଧମକ

October 25, 2026

ସୁନାବେଡ଼ା ବନଖଣ୍ଡରେ ୨.୬୦ କୋଟି ହଡ଼ପ: ଫେରାର ବରିଷ୍ଠ ସହାୟକ ଗିରଫ

October 25, 2026

Pahlé India Foundation Report: ସ୍ଥାୟୀ ଉତ୍ପାଦନରୁ ରାଜ୍ୟ ମଧ୍ୟରେ ଅଧିକ ମୂଲ୍ୟ ସୃଷ୍ଟି କରିପାରିବ ଓଡିଶା

October 25, 2026

ବିଜେପିକୁ ଧନ୍ୟବାଦ ଦେଲେ ରାହୁଲ ଗାନ୍ଧୀ: ଜାଣନ୍ତୁ କାହିଁକି?

October 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.