Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଓ ସିନ୍ଥେଟିକ୍‌ ଟିୟୁବ ପ୍ରକଳ୍ପରେ ଅଗ୍ନିକାଣ୍ଡ
ଆଜିର ଖବର

ଜିଓ ସିନ୍ଥେଟିକ୍‌ ଟିୟୁବ ପ୍ରକଳ୍ପରେ ଅଗ୍ନିକାଣ୍ଡ

August 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କେନ୍ଦ୍ରାପଡା ଜିଲ୍ଲା ରାଜନଗର ପେଣ୍ଠରେ ଥିବା ଜିଓ ସିନ୍ଥେଟିକ୍‌ ଟିୟୁବ ପ୍ରକଳ୍ପରେ ଅଗ୍ନିକାଣ୍ଡ ଘଟିଛି ସୂଚନାନୁସାରେ, ରାଜନଗର ପେଣ୍ଠରେ ସମୁଦ୍ର କୂଳ ଲଙ୍ଘୁଥିବାରୁ ସେଠାରେ ୩୩ କୋଟି ଟଙ୍କା ବ୍ୟୟରେ ଜିଓଟିୟୁବ ପ୍ରକଳ୍ପ ନିର୍ମାଣ ହୋଇଥିଲା। ତେବେ ଏଥିରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା। ନିଆଁ ଦେଖିବା ପରେ ଗ୍ରାମବାସୀ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ପରେ ଅଗ୍ନିଶମ ବାହିନୀ ଆସି ନିଆଁକୁ ଆୟତ କରିଥିଲା। ତେବେ ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇପାରି ନାହିଁ।

Share. Facebook Twitter LinkedIn Email WhatsApp Copy Link

Related Posts

୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍: କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

March 6, 2026

ଶ୍ରଦ୍ଧାଳୁମାନଙ୍କ ପାଇଁ ଖୁସି ଖବର: ଚାରିଧାମ ଯାତ୍ରା ପାଇଁ ଆଜିଠାରୁ ଆରମ୍ଭ ହେଲା ପଞ୍ଜୀକରଣ

March 6, 2026

କ୍ରମାଗତ ଚତୁର୍ଥ ଦିନ ପାଇଁ ହ୍ରାସ ପାଇଲା ସୁନାର ମୂଲ୍ୟ: ଜାଣନ୍ତୁ ଆଜିର ଦର

March 6, 2026

ଭାରତ ପ୍ରତି ଦୟା ଦେଖାଇଲେ ଟ୍ରମ୍ପ!: ରୁଷୀୟ ତୈଳ କ୍ରୟ ସମ୍ପର୍କରେ କଲେ ଆଶ୍ଚର୍ଯ୍ୟଜନକ ଘୋଷଣା

March 6, 2026
Latest News

ବିଜେପିର ମୁଖ୍ୟମନ୍ତ୍ରୀ ଏବଂ ଜେଡିୟୁର ଉପମୁଖ୍ୟମନ୍ତ୍ରୀ!: ବିହାର ସରକାରଙ୍କ ନୂତନ ରୂପରେଖା ପ୍ରକାଶ

March 6, 2026

୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍: କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

March 6, 2026

ଅମିତ ଶାହଙ୍କୁ ବିମାନ ବନ୍ଦରରେ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 6, 2026

ଦିଲ୍ଲୀରେ ରହି ବିହାରକୁ ‘ନିୟନ୍ତ୍ରଣ’ କରିବେ କି ନୀତିଶ କୁମାର?: ବିଜେପି ସମ୍ମୁଖରେ ରଖିଲେ ଏହି ବଡ ସର୍ତ୍ତ!

March 6, 2026

ଭୁବନେଶ୍ବରରେ ପହଞ୍ଚିଲେ ଗୃହ ମନ୍ତ୍ରୀ ଅମିତ ଶାହ, ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

March 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.