Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶା ରାଜ୍ୟପାଳଙ୍କ ଏଡିସି ଭାବେ ଯୋଗ ଦେଲେ ଅନୁଗୁ ଶିବା ମାରୁତି ରେଡ୍ଡୀ
ଆଜିର ଖବର

ଓଡ଼ିଶା ରାଜ୍ୟପାଳଙ୍କ ଏଡିସି ଭାବେ ଯୋଗ ଦେଲେ ଅନୁଗୁ ଶିବା ମାରୁତି ରେଡ୍ଡୀ

August 25, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଶା ରାଜ୍ୟପାଳଙ୍କ ଏଡିସି ଭାବେ ଯୋଗ ଦେଲେ ଅନୁଗୁ ଶିବା ମାରୁତି ରେଡ୍ଡୀ
ଓଡ଼ିଶା ରାଜ୍ୟପାଳଙ୍କ ଏଡିସି ଭାବେ ଯୋଗ ଦେଲେ ଅନୁଗୁ ଶିବା ମାରୁତି ରେଡ୍ଡୀ

ଭୁବନେଶ୍ୱର: ଆଇପିଏସ ଅଧିକାରୀ ଅନୁଗୁ ଶିବା ମାରୁତି ରେଡ୍ଡୀ ଆଜି ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କ ଏଡିସି (ଏଡ୍‌-ଡି-କ୍ୟାମ୍ପ) ଭାବେ ଯୋଗ ଦେଇଛନ୍ତି।

ଲୋକ ଭବନରେ ଏକ ଔପଚାରିକ ସମାରୋହରେ ରାଜ୍ୟପାଳ ଶ୍ରୀ ରେଡ୍ଡୀଙ୍କୁ ନୂତନ ଦାୟିତ୍ୱରେ ସ୍ୱାଗତ କରିଛନ୍ତି। ଏହି ଅବସରରେ ରାଜ୍ୟପାଳଙ୍କ କମିଶନର-ତଥା- ଶାସନ ସଚିବ ଡ. ରୂପା ରୋଶନ ସାହୁଙ୍କ ସମେତ ରାଜ୍ୟପାଳଙ୍କ ସଚିବାଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଏହି ନୂତନ ପଦବୀ ଗ୍ରହଣ କରିବା ପୂର୍ବରୁ ଶ୍ରୀ ରେଡ୍ଡୀ ଜି. ଉଦୟଗିରିର ସବ୍-ଡିଭିଜନାଲ୍ ପୋଲିସ୍ ଅଫିସର୍ (ଏସଡିପିଓ) ଭାବେ କାର୍ଯ୍ୟରତ ଥିଲେ।

ପୂର୍ବରୁ ରାଜ୍ୟପାଳଙ୍କ ପୋଲିସ ଏଡିସି ଭାବେ କାର୍ଯ୍ୟରତ ଥିବା ଆଇପିଏସ୍ ଅଧିକାରୀ ଅନନ୍ୟା ଅୱସ୍ଥୀଙ୍କ ସ୍ଥାନରେ ଶ୍ରୀ ରେଡ୍ଡୀ ଯୋଗ ଦେଇଛନ୍ତି।

ଓଡ଼ିଶା ରାଜ୍ୟପାଳଙ୍କୁ ଦୁଇ ଜଣ ଏଡିସି ସହାୟତା କରିଥାନ୍ତି। ଜଣେ ଭାରତୀୟ ନୌସେନାରୁ ଓ ଅନ୍ୟ ଜଣେ ଓଡ଼ିଶା ପୋଲିସରୁ। ବର୍ତମାନ ଲେଫ୍ଟନାଣ୍ଟ ହର୍ଷିତ ଦେଓ ନୌସେନା ଏଡିସି ଭାବେ କାର୍ଯ୍ୟ କରୁଥିବା ବେଳେ ଶ୍ରୀ ରେଡ୍ଡୀ ପୋଲିସ୍ ଏଡିସି ଭାବେ ଯୋଗ ଦେଇଛନ୍ତି।

ଏଡିସି ରାଜ୍ୟପାଳଙ୍କ ଔପଚାରିକ କାର୍ଯ୍ୟକ୍ରମ, ଆନୁଷ୍ଠାନିକ ଉତ୍ସବ ଏବଂ ଅନ୍ୟାନ୍ୟ ପ୍ରୋଟୋକଲ୍ ସମ୍ପର୍କୀୟ ଦାୟିତ୍ୱରେ ସହାୟତା କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରନ୍ତି।

ଅନୁଗୁ ଶିବା ମାରୁତି ରେଡ୍ଡୀ ଡ. ହରି ବାବୁ କମ୍ଭମପାଟି ରାଜ୍ୟପାଳଙ୍କ ଏଡିସି
Share. Facebook Twitter LinkedIn Email WhatsApp Copy Link

Related Posts

ରେଷ୍ଟୁରାଣ୍ଟରେ ଅଭିନେତ୍ରୀଙ୍କୁ ଅସଦାଚରଣ, ଥାନାରେ ଏତଲା

November 22, 2026

‘ଅର୍ଦ୍ଧନାରୀଶ୍ୱର’ଙ୍କ ଫଟୋ ସେୟାର କରି ବିଜେପି-ଆରଏସଏସ ଉପରେ ଆକ୍ରମଣ କଲେ ରାହୁଲ ଗାନ୍ଧୀ

November 22, 2026

ବିଦେଶ ଗସ୍ତ ତଦନ୍ତକୁ ନେଇ ସରକାରଙ୍କୁ ଭକ୍ତ ଦାସଙ୍କ ସମାଲୋଚନା

November 22, 2026

“ଏନଡିଏ ସରକାରରେ ଚାରା ଘୋଟାଲାଠାରୁ ଆହୁରି ବଡ଼ ଲୁଟ୍”: ପ୍ରଶାନ୍ତ କିଶୋରଙ୍କ ଦାବି

November 22, 2026
Latest News

ଇଫିରେ ଓଡ଼ିଆ ଚଳଚ୍ଚିତ୍ର ‘ବାଘୁଣୀ’ର ଭବ୍ୟ ପ୍ରିମିୟର୍

November 22, 2026

ରେଷ୍ଟୁରାଣ୍ଟରେ ଅଭିନେତ୍ରୀଙ୍କୁ ଅସଦାଚରଣ, ଥାନାରେ ଏତଲା

November 22, 2026

ଭେଣ୍ଟିଲେଟରରେ ବେଙ୍ଗଲର ବିଜେପି ବିଧାୟକ: ଡାକ୍ତରୀ ରିପୋର୍ଟରେ ମିଳିଲା ବିଷ

November 22, 2026

ବାଣପୁର ଏବିଭିପି ପକ୍ଷରୁ ଗୋଦାବରୀଶ ସଂସ୍କାର କେନ୍ଦ୍ର ଆରମ୍ଭ

November 22, 2026

‘ଅର୍ଦ୍ଧନାରୀଶ୍ୱର’ଙ୍କ ଫଟୋ ସେୟାର କରି ବିଜେପି-ଆରଏସଏସ ଉପରେ ଆକ୍ରମଣ କଲେ ରାହୁଲ ଗାନ୍ଧୀ

November 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.