Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇକ୍ବେଡରରେ ବିମାନ ଦୁର୍ଘଟଣା : 4 ମୃତ
ଆଜିର ଖବର

ଇକ୍ବେଡରରେ ବିମାନ ଦୁର୍ଘଟଣା : 4 ମୃତ

August 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଇକ୍ବେଡରରେ ଏକ ବିମାନ ଦୁର୍ଘଟଣା ଘଟିଛି । ଏହି ବିମାନ ଦୁର୍ଘଟଣାରେ 4 ଜଣଙ୍କର ପ୍ରାଣହାନି ଘଟିଛି । ଇକ୍ବେଡରର ଆମାଜନ୍‌ ଅଞ୍ଚଳରେ ଏହି ବିମାନ ଦୁର୍ଘଟଣା ଘଟିଥିଲା । ସେସ୍‌ନା 182 ବିମାନଟି ଜଣେ ପାଇଲଟ୍‌ ଏବଂ ତିନି ଜଣ ଯାତ୍ରୀଙ୍କୁ ନେଇ ଉଡାଣ ଭରିଥିବା ବେଳେ ବିମାନଟି ଧ୍ବଂସ ପାଇ ସମସ୍ତ ଯାତ୍ରୀ ପ୍ରାଣ ହରାଇଥିଲେ । ଶନିବାର ଏହି ଦୁର୍ଘଟଣା ଘଟିଥିବା ବେଳେ ରବିବାର ଏହାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ବିମାନଟି ମୋରୋନା ସାଣ୍ଟିଆଗୋରୁ ଜମୋରା ଅଭିମୁଖେ ଯାତ୍ରା କରିଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ମିଳିଲାନି ରକ୍ତ, ଚାଲିଗଲା ୫ ବର୍ଷୀୟ ଶିଶୁପୁତ୍ରର ଜୀବନ : ଧର୍ମଗଡ ହସ୍ପିଟାଲରେ ଉତ୍ତେଜନା

June 20, 2026

ଜୁଲାଇ ୧ରୁ ସରକାରୀ ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଚେତାବନୀ, ସମୂହ ଇସ୍ତଫା ପାଇଁ ପ୍ରସ୍ତୁତ OMSA

June 20, 2026

ହନୁମାନ ମନ୍ଦିରରେ ବଡ଼ ଦୁର୍ଘଟଣା: ଛାତ ଭୁଷୁଡି ୭ ମୃତ, ଉଦ୍ଧାର କାର୍ଯ୍ୟ

June 20, 2026

ସୋଆ ଆଭିଏସ୍‌ଏଏଚ୍ ପକ୍ଷରୁ ଛାତ୍ରଛାତ୍ରୀଙ୍କ କର୍ମାଭିମୁଖୀ ଆଲୋଚନାଚକ୍ର ଆୟୋଜିତ

June 20, 2026
Latest News

ମିଳିଲାନି ରକ୍ତ, ଚାଲିଗଲା ୫ ବର୍ଷୀୟ ଶିଶୁପୁତ୍ରର ଜୀବନ : ଧର୍ମଗଡ ହସ୍ପିଟାଲରେ ଉତ୍ତେଜନା

June 20, 2026

ଜୁଲାଇ ୧ରୁ ସରକାରୀ ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଚେତାବନୀ, ସମୂହ ଇସ୍ତଫା ପାଇଁ ପ୍ରସ୍ତୁତ OMSA

June 20, 2026

ହନୁମାନ ମନ୍ଦିରରେ ବଡ଼ ଦୁର୍ଘଟଣା: ଛାତ ଭୁଷୁଡି ୭ ମୃତ, ଉଦ୍ଧାର କାର୍ଯ୍ୟ

June 20, 2026

ସୋଆ ଆଭିଏସ୍‌ଏଏଚ୍ ପକ୍ଷରୁ ଛାତ୍ରଛାତ୍ରୀଙ୍କ କର୍ମାଭିମୁଖୀ ଆଲୋଚନାଚକ୍ର ଆୟୋଜିତ

June 20, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସମର୍ଥନ କଲେ ଶଶି ଥରୁର: ରାହୁଲ ଗାନ୍ଧୀଙ୍କୁ ଆକ୍ରମଣ କଲା ବିଜେପି

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.