Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋଦିଙ୍କ ମନ୍‌ କି ବାତ୍ : ପ୍ଲାଷ୍ଟିକ୍‌ ମୁକ୍ତ ଭାରତ ପାଇଁ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ
ଆଜିର ଖବର

ମୋଦିଙ୍କ ମନ୍‌ କି ବାତ୍ : ପ୍ଲାଷ୍ଟିକ୍‌ ମୁକ୍ତ ଭାରତ ପାଇଁ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

August 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
‘କୋରାପୁଟ କଫି’ ଉପରେ ପ୍ରଧାନମନ୍ତ୍ରୀଙ୍କ ଚର୍ଚ୍ଚା ଓଡ଼ିଶାକୁ ନୂଆ ପରିଚୟ ଦେଇଛି: କେନ୍ଦ୍ରମନ୍ତ୍ରୀ
‘କୋରାପୁଟ କଫି’ ଉପରେ ପ୍ରଧାନମନ୍ତ୍ରୀଙ୍କ ଚର୍ଚ୍ଚା ଓଡ଼ିଶାକୁ ନୂଆ ପରିଚୟ ଦେଇଛି: କେନ୍ଦ୍ରମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମନ୍‌ କି ବାତ୍‌ ଜରିଆରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ଧାରା 370 ଉଚ୍ଛେଦ ପରେ ପ୍ରଥମ ଥର ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ମୋଦି । ଜମ୍ମୁ କାଶ୍ମୀରରୁ ଧାରା 370 ଉଚ୍ଛେଦକୁ ନେଇ ଦେଶବାସୀଙ୍କୁ କୃତଜ୍ଞତା ଜଣାଇଥିଲେ । ନିଜର ଏହି ମନ୍‌ କି ବାତ୍‌ରେ ମୋଦି ଜରୁରୀ କାଳୀନ ପରସ୍ଥିତି, ଜଳ ସମସ୍ୟା ଏବଂ ଅନ୍ତର୍ଜାତୀୟ ଯୋଗ ଦିବସ ସମ୍ପର୍କରେ ଆଲୋଚନା କରିଥିଲେ । ଦ୍ବିତୀୟ ଥର କ୍ଷମତାକୁ ପ୍ରତ୍ୟାବର୍ତ୍ତନ ପରେ ମୋଦିଙ୍କର ଏହା ତୃତୀୟ ମନ୍‌ କି ବାତ୍‌ । ଆସନ୍ତା ଅକ୍ଟୋବର 2ରେ ଦେଶ ମହାତ୍ମା ଗାନ୍ଧୀଙ୍କ 150 ତମ ଜନ୍ମ ବାର୍ଷିକୀ ପାଳନ କରିବାକୁ ଯାଉଛି । ଏହି ଅବସରରରେ ଭାରତକୁ ପ୍ଲାଷ୍ଟିକ ମୁକ୍ତ ଭାରତରେ ପରିଣତ କରିବାକୁ ଆହ୍ବାନ ଦେଇଛନ୍ତି । ମହାତ୍ମାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଦେଶବାସୀ ସେବା ମନୋଭାବ ଆପଣେଇବା ଉଚିତ୍‌ ବୋଲି ମୋଦି କହିଛନ୍ତି । ସେହିପରି ଜନ୍ମାଷ୍ଟମୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହିତ କୃଷ୍ଣ ଚକ୍ର ଏବଂ ମହାତ୍ମା ଗାନ୍ଧୀ ଚରଖା ଧରି ଲୋକଙ୍କ ସେବା କରିଥିଲେ ବୋଲି ମୋଦି କହିଥିଲେ । ସେହିପରି ବିଅର ଗ୍ରିଲ୍‌ଙ୍କ ସହିତ ଡିସ୍କଭରୀ ଚ୍ୟାନେଲ୍‌ରେ ନଜର ଆସିବା ପ୍ରସଙ୍ଗରେ ମଧ୍ୟ ମୋଦି ଆଲୋଚନା କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍: କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

March 6, 2026

ଶ୍ରଦ୍ଧାଳୁମାନଙ୍କ ପାଇଁ ଖୁସି ଖବର: ଚାରିଧାମ ଯାତ୍ରା ପାଇଁ ଆଜିଠାରୁ ଆରମ୍ଭ ହେଲା ପଞ୍ଜୀକରଣ

March 6, 2026

କ୍ରମାଗତ ଚତୁର୍ଥ ଦିନ ପାଇଁ ହ୍ରାସ ପାଇଲା ସୁନାର ମୂଲ୍ୟ: ଜାଣନ୍ତୁ ଆଜିର ଦର

March 6, 2026

ଭାରତ ପ୍ରତି ଦୟା ଦେଖାଇଲେ ଟ୍ରମ୍ପ!: ରୁଷୀୟ ତୈଳ କ୍ରୟ ସମ୍ପର୍କରେ କଲେ ଆଶ୍ଚର୍ଯ୍ୟଜନକ ଘୋଷଣା

March 6, 2026
Latest News

ବିଜେପିର ମୁଖ୍ୟମନ୍ତ୍ରୀ ଏବଂ ଜେଡିୟୁର ଉପମୁଖ୍ୟମନ୍ତ୍ରୀ!: ବିହାର ସରକାରଙ୍କ ନୂତନ ରୂପରେଖା ପ୍ରକାଶ

March 6, 2026

୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍: କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

March 6, 2026

ଅମିତ ଶାହଙ୍କୁ ବିମାନ ବନ୍ଦରରେ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 6, 2026

ଦିଲ୍ଲୀରେ ରହି ବିହାରକୁ ‘ନିୟନ୍ତ୍ରଣ’ କରିବେ କି ନୀତିଶ କୁମାର?: ବିଜେପି ସମ୍ମୁଖରେ ରଖିଲେ ଏହି ବଡ ସର୍ତ୍ତ!

March 6, 2026

ଭୁବନେଶ୍ବରରେ ପହଞ୍ଚିଲେ ଗୃହ ମନ୍ତ୍ରୀ ଅମିତ ଶାହ, ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

March 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.