Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ବିୟୋଗରେ ବାଚସ୍ପତିଙ୍କ ଗଭୀର ଶୋକବ୍ୟକ୍ତ
ଆଜିର ଖବର

ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ବିୟୋଗରେ ବାଚସ୍ପତିଙ୍କ ଗଭୀର ଶୋକବ୍ୟକ୍ତ

August 27, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Former Padampur MLA Satyabhusan Sahu Passes Away
Former Padampur MLA Satyabhusan Sahu Passes Away

ଭୁବନେଶ୍ଵର: ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ବିୟୋଗରେ ବାଚସ୍ପତି ସୁରମା ପାଢ଼ୀ ଗଭୀର ଶୋକବ୍ୟକ୍ତ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ବାଚସ୍ପତି ଜଣାଇଛନ୍ତି ଯେ, ସ୍ବର୍ଗତ ସାହୁ ତିନି ଥର ବିଧାୟକ ଭାବେ ନିର୍ବାଚିତ ହେବା ତାଙ୍କ ଲୋକପ୍ରିୟତାର ପ୍ରମାଣ ଅଟେ। ପଦ୍ମପୁର ଅଂଚଳର ସର୍ବାଙ୍ଗୀନ ଉନ୍ନତି କ୍ଷେତ୍ରରେ ତାଙ୍କ ଅବଦାନ ଅତୁଳନୀୟ। ଏଥି ସହ ବିଧାନସଭାରେ ମୁଖ୍ୟ ସଚେତକ ଭାବେ ସେ ଉଲ୍ଲେଖନୀୟ କାର୍ଯ୍ୟ କରିଯାଇଛନ୍ତି।

ଏହି ଅବସରରେ ସ୍ବର୍ଗତ ସାହୁଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି। ବିଧାନସଭା ପରିସରରେ ବାଚସ୍ପତି ସୁରମା ପାଢ଼ୀ, ପୂର୍ବତନ ବିଧାୟକ ସ୍ବର୍ଗତ ସତ୍ୟ ଭୂଷଣ ସାହୁଙ୍କୁ ଅନ୍ତିମ ଦର୍ଶନ କରୁଛନ୍ତିl

Former Padampur MLA passes away Satyabhusan Sahu ଗଭୀର ଶୋକବ୍ୟକ୍ତ ସତ୍ୟ ଭୂଷଣ ସାହୁ ସୁରମା ପାଢ଼ୀ
Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱା ଗାଡ଼ି ଧକ୍କାରେ ସାଇକେଲ ଚାଳକଙ୍କ ମୃତ୍ୟୁ

October 12, 2026

‘ବିରାଟଙ୍କୁ ଅବସର ପାଇଁ ବାଧ୍ୟ କରାଯାଇଥିଲା’: ଗୁରୁତର ଅଭିଯୋଗ ଆଣିଲେ ପୂର୍ବତନ ଖେଳାଳି

October 12, 2026

ହିଞ୍ଜିଳି ବସଷ୍ଟାଣ୍ଡରୁ ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ

October 12, 2026

ଆୟ ବହିର୍ଭୂତ ସମ୍ପତ୍ତି ଅଭିଯୋଗ: ଧର୍ମଶାଳା ଏବିଇଓଙ୍କ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

October 12, 2026
Latest News

ହାଇୱା ଗାଡ଼ି ଧକ୍କାରେ ସାଇକେଲ ଚାଳକଙ୍କ ମୃତ୍ୟୁ

October 12, 2026

ସୁନା ଖଣିରେ ଏୟାରଷ୍ଟ୍ରାଇକ: ୭୨ ଶ୍ରମିକ ନିହତ

October 12, 2026

‘ବିରାଟଙ୍କୁ ଅବସର ପାଇଁ ବାଧ୍ୟ କରାଯାଇଥିଲା’: ଗୁରୁତର ଅଭିଯୋଗ ଆଣିଲେ ପୂର୍ବତନ ଖେଳାଳି

October 12, 2026

ହିଞ୍ଜିଳି ବସଷ୍ଟାଣ୍ଡରୁ ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ

October 12, 2026

ଆୟ ବହିର୍ଭୂତ ସମ୍ପତ୍ତି ଅଭିଯୋଗ: ଧର୍ମଶାଳା ଏବିଇଓଙ୍କ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.