Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜମ୍ମୁକାଶ୍ମୀରର ପରିସ୍ଥିତି ଉପରେ ଅସନ୍ତାେଷ ପ୍ରକାଶ କରି ଇସ୍ତଫା ଦେଲେ ଆଇଏଏସ୍‌ ଅଫିସର କନ୍ନନ ଗୋପୀନାଥ
ଆଜିର ଖବର

ଜମ୍ମୁକାଶ୍ମୀରର ପରିସ୍ଥିତି ଉପରେ ଅସନ୍ତାେଷ ପ୍ରକାଶ କରି ଇସ୍ତଫା ଦେଲେ ଆଇଏଏସ୍‌ ଅଫିସର କନ୍ନନ ଗୋପୀନାଥ

August 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଧାରା ୩୭୦ ଉଚ୍ଛେଦ ପରେ ଜମ୍ମୁ କଶ୍ମୀରରେ ଦେଖାଦେଇଥିବା ପରିସ୍ଥିତି ଉପରେ ଅସନ୍ତୋଷ ପ୍ରକାଶ କରି ୩୩ ବର୍ଷୀୟ ଆଇଏଏସ୍ ଅଫିସର କନ୍ନନ ଗୋପୀନାଥ ଇସ୍ତଫା ଦେଇଛନ୍ତି। ଅଗଷ୍ଟ ୨୧ ତାରିଖ ଦିନ ଦାଦରା ନଗର ହାବେଲିର ଏହି ଯୁବ ଆଇଏଏସ ଅଫିସର ତାଙ୍କ ଇସ୍ତଫା ପତ୍ର କେନ୍ଦ୍ର ନିକଟକୁ ପଠାଇ ଦେଇଛନ୍ତି। ଧାରା ୩୭୦ ଉଚ୍ଛେଦ ହେବା ପରେ ଜମ୍ମୁ କଶ୍ମୀରବାସୀ ମୌଳିକ ଅଧିକାରରୁ ବଞ୍ଚିତ ବୋଲି ସେ ତାଙ୍କ ଇସ୍ତଫା ପତ୍ରରେ ଲେଖିଛନ୍ତି। ଯାହା ଉପରେ ଅସନ୍ତୋଷ ପ୍ରକାଶ କରି ସେ ଇସ୍ତଫା ଦେଇଛନ୍ତି।  ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଗୋପୀନାଥ କହିଛନ୍ତି ‘ଜମ୍ମୁ କଶ୍ମୀରରେ ୨୦ ଦିନ ହେଲା ଧାରା ୩୭୦ ଉଚ୍ଛେଦ ହୋଇଛି। ଏଯାଏ କିନ୍ତୁ ଲକ୍ଷ ଲକ୍ଷ ଜମ୍ମୁ କଶ୍ମୀରବାସୀ ତାଙ୍କ ମୌଳିକ ଅଧିକାରରୁ ବଞ୍ଚିତ । ଏହା ତାଙ୍କୁ ବିଶେଷ ଆଘାତ ଦେଇଛି । ଏଥିସହ ଜମ୍ମୁ କଶ୍ମୀରର ଜଣେ ଆଇଏଏସରୁ ରାଜନେତା ପାଲଟିଥିବା ଶାହ ଫେଜାଲଙ୍କୁ ଦିଲ୍ଲୀ ବିମାନ ବନ୍ଦରରୁ ଶ୍ରୀନଗର ଫେରାଇ ଦେବା ନିଷ୍ପତ୍ତିକୁ ମଧ୍ୟ ସେ ବିରୋଧ କରିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ବଲାଙ୍ଗିରରେ ୧୮ରୁ ୨୧ ଯାଏଁ ସ୍କୁଲ, କଲେଜ ଛୁଟି

April 18, 2026

ଟଙ୍କାର ହିସାବ ଦେଇନପାରିବାରୁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 17, 2026

ଗୁଳିମାଡ଼ରେ ଯୁବକ ମୃତ

April 17, 2026

ହର୍ମୁଜ୍ ଖୋଲିଲା ଇରାନ: ଧନ୍ୟବାଦ ଜଣାଇଲେ ଡୋନାଲ୍ଡ ଟ୍ରମ୍ପ

April 17, 2026
Latest News

ବଲାଙ୍ଗିରରେ ୧୮ରୁ ୨୧ ଯାଏଁ ସ୍କୁଲ, କଲେଜ ଛୁଟି

April 18, 2026

ଟଙ୍କାର ହିସାବ ଦେଇନପାରିବାରୁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 17, 2026

ଗୁଳିମାଡ଼ରେ ଯୁବକ ମୃତ

April 17, 2026

ଅନୁଗୋଳ ମହୋତ୍ସବ-୨୦୨୬: ୫୫୯ କୋଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

April 17, 2026

ଜୟଦେବ ଭବନରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳିତ

April 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.