Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟା ପରେ ସ୍ୱାମୀଙ୍କ ଆତ୍ମହତ୍ୟା
ଆଜିର ଖବର

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟା ପରେ ସ୍ୱାମୀଙ୍କ ଆତ୍ମହତ୍ୟା

August 27, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭଦ୍ରକ: ପାରିବାରିକ କଳହରୁ ଭଦ୍ରକ ପୁରୁଣାବଜାର ଥାନା ଅନ୍ତର୍ଗତ ନଙ୍ଗାମହଲା ଗାଁରେ ଘଟିଛି ଦୁଃଖଦ ଘଟଣା। ସ୍ତ୍ରୀଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା କରିବା ପରେ ସ୍ୱାମୀ ବେକରେ ରଶି ଦେଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତକ ଦମ୍ପତି ହେଲେ ନଙ୍ଗାମହଲା ଗାଁର ମୁସ୍ତାଫା ରାଜା ଓ ତାଙ୍କ ସ୍ତ୍ରୀ ସୋନୁ ବିବି।

ସୂଚନା ଅନୁଯାୟୀ, ମୁସ୍ତାଫା ଓ ସୋନୁ ପ୍ରେମ ବିବାହ କରିଥିଲେ। ସେମାନଙ୍କର ଏକ ବର୍ଷ ଓ ୬ ବର୍ଷ ବୟସର ଦୁଇଜଣ କନ୍ୟା ସନ୍ତାନ ଅଛନ୍ତି। ଗୁରୁବାର କୌଣସି କାରଣକୁ ନେଇ ଉଭୟଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା।

ଏହି ସମୟରେ ମୁସ୍ତାଫା ଉତ୍‌କ୍ଷିପ୍ତ ହୋଇ ସୋନୁଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ସୋନୁଙ୍କ ମୃତ୍ୟୁ ଘଟିଥିଲା। ଏହାପରେ ମୁସ୍ତାଫା ମଧ୍ୟ ସେହି ସ୍ଥାନରେ ବେକରେ ରଶି ଦେଇ ଆତ୍ମହତ୍ୟା କରିଥିଲେ।

ଘଟଣା ସମ୍ପର୍କରେ ଖବର ପାଇ ପୁରୁଣାବଜାର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚିଛି। ଦୁଇ ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ପୁଲିସ। ପାରିବାରିକ କଳହର ପ୍ରକୃତ କାରଣ କ’ଣ ଥିଲା, ସେନେଇ ତଦନ୍ତ ଜାରି ରହିଛି।

ପାରିବାରିକ କଳହ ସ୍ତ୍ରୀଙ୍କୁ ହତ୍ୟା ସ୍ୱାମୀଙ୍କ ଆତ୍ମହତ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ

October 11, 2026

ପେନସନଭୋଗୀଙ୍କ ପାଇଁ ବଡ଼ ଖବର, ୫୦୦ ଟଙ୍କା ବଢ଼ିପାରେ ମାସିକ ପେନସନ

October 11, 2026

୧୫ ଅକ୍ଟୋବର ଶେଷ ତାରିଖ: PF ଜମାରେ ବିଳମ୍ବ କଲେ କମ୍ପାନୀ ଉପରେ ଲାଗିବ ସୁଧ ଓ ଜରିମାନା, ଜାଣନ୍ତୁ ECR ନିୟମ

October 11, 2026

ସିଏସ୍‌ଆର୍ ଓ ପାରିପାର୍ଶ୍ୱିକ ବିକାଶ କାର୍ଯ୍ୟର ସମୀକ୍ଷା କଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ

October 11, 2026
Latest News

Jio AI Glasses: ଏହି ଚଷମା ରେ କରିହେବ ୟୁପିଆଇ ପେମେଣ୍ଟ, ମିଳିବ ଲାଇଭ କ୍ରିକେଟ କମେଣ୍ଟ୍ରି

October 11, 2026

ପ୍ରେସକ୍ରିପସନ୍ ଔଷଧ ବିଜ୍ଞାପନ ଉପରେ କେନ୍ଦ୍ରର କଟକଣା! ଅନୁମତି ବିନା ପ୍ରଚାର କଲେ ଅଡୁଆରେ ପଡ଼ିପାରନ୍ତି ଔଷଧ ବ୍ୟବସାୟୀ

October 11, 2026

ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ

October 11, 2026

ପେନସନଭୋଗୀଙ୍କ ପାଇଁ ବଡ଼ ଖବର, ୫୦୦ ଟଙ୍କା ବଢ଼ିପାରେ ମାସିକ ପେନସନ

October 11, 2026

୧୫ ଅକ୍ଟୋବର ଶେଷ ତାରିଖ: PF ଜମାରେ ବିଳମ୍ବ କଲେ କମ୍ପାନୀ ଉପରେ ଲାଗିବ ସୁଧ ଓ ଜରିମାନା, ଜାଣନ୍ତୁ ECR ନିୟମ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.