Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଡମ୍ବରୁ ମାଝୀଙ୍କର ୮୬ ବର୍ଷ ବୟସରେ ପରଲୋକ
ଆଜିର ଖବର

ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଡମ୍ବରୁ ମାଝୀଙ୍କର ୮୬ ବର୍ଷ ବୟସରେ ପରଲୋକ

August 30, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
CM and Dy CM condoles the demise of Dambaru Majhi
CM and Dy CM condoles the demise of Dambaru Majhi

ଭୁବନେଶ୍ଵର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଡମ୍ବରୁ ମାଝୀଙ୍କର ୮୬ ବର୍ଷ ବୟସରେ ପରଲୋକ ଘଟିଛି। ୬୦ ଦଶକରୁ ସେ ୫ ରୁ ଅଧିକ ଥର ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହେବା ସହିତ ବହୁବାର ମନ୍ତ୍ରୀ ପଦ ଅଳଙ୍କୃତ କରିଥିଲେ। ନବରଙ୍ଗପୁର ଅଞ୍ଚଳରୁ ରାଜନୀତି ଆରମ୍ଭ କରି ସେ ସେହି ସମୟର ସର୍ବ କନିଷ୍ଠ ମନ୍ତ୍ରୀ ରୂପେ ଦାୟିତ୍ୱ ତୁଲାଇଥିଲେ।

ତାଙ୍କର ପରଲୋକ ଖବର ଶୁଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଜନସେବା କ୍ଷେତ୍ରରେ ତାଙ୍କର ଦୀର୍ଘଦିନର ଅବଦାନକୁ ସ୍ମରଣ କରିଛନ୍ତି। ସ୍ୱର୍ଗତ ଡମ୍ୱରୁ ମାଝୀଙ୍କ ପୈତୃକ ଗ୍ରାମ ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ୍ ଚିତ୍ରକୋଟ ଠାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯାଇଛି।

Dambaru Majhi
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Latest News

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.