Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହଂକଂ ସରକାରଙ୍କ ବିରୋଧରେ ପ୍ରତିବାଦ : 29 ଜଣ ଗିରଫ
ଆଜିର ଖବର

ହଂକଂ ସରକାରଙ୍କ ବିରୋଧରେ ପ୍ରତିବାଦ : 29 ଜଣ ଗିରଫ

August 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ହଂକଂରେ ଚାଲିଥିବା ସରକାର ବିରୋଧୀ ଆନ୍ଦୋଳନରେ ରବିବାର ପୋଲିସ୍‌ 29 ଜଣଙ୍କୁ ଗିରଫ କରିଛି । ଶନିବାର ବିଳମ୍ବିତ ରାତିରୁ ପୁନର୍ବାର ହିଂସାକାଣ୍ଡ ବଢିବା ପରେ ସରକାରଙ୍କ ତରଫରୁ ଆନ୍ଦୋଳନ ପ୍ରଶମିତ କରିବା ପାଇଁ ପ୍ରଥମେ ଲୁହ ବୁହା ଗ୍ୟାସ୍‌ ପ୍ରୟୋଗ କରାଯାଇଥିଲା । ଏସିଆନ୍‌ ଫାଇନାନ୍ସିଆଲ୍‌ ହବ୍‌ ଏବଂ ଏମ୍‌ଟିଆର କର୍ପ ସମ୍ମୁଖରେ ଏହି ଆନ୍ଦୋଳନ ହୋଇଥିବା ବେଳେ ସହରର ମେଟ୍ରୋ ଚାଳନା ଦୀର୍ଘ ସମୟ ପାଇଁ ବନ୍ଦ ରହିଥିଲା । ଆନ୍ଦୋଳନକାରୀ ମାନେ ପେଟ୍ରୋଲ ବୋମାର ବ୍ୟବହାର କରିଥିବାରୁ ପୋଲିସ୍‌ ପକ୍ଷରୁ ଟିଅର୍‌ ଗ୍ୟାସ୍‌ ପ୍ରୟୋଗ କରାଯିବା ସହିତ 29 ଜଣଙ୍କୁ ଗିରଫ କରାଯାଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପି ସାଂସଦ ସତୀଶ ଗୌତମଙ୍କ ନାମରେ ନକଲି ଆଇଡି: ମହିଳାଙ୍କୁ କରାଯାଉଛି ଟାର୍ଗେଟ

September 11, 2026

ବିନେଶ ଫୋଗାଟଙ୍କୁ ବଡ଼ ଝଟକା: ବିଶ୍ୱ ଚାମ୍ପିଅନସିପ୍ ଟ୍ରାଏଲ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ମନା

September 11, 2026

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026
Latest News

ବିଜେପି ସାଂସଦ ସତୀଶ ଗୌତମଙ୍କ ନାମରେ ନକଲି ଆଇଡି: ମହିଳାଙ୍କୁ କରାଯାଉଛି ଟାର୍ଗେଟ

September 11, 2026

ବିନେଶ ଫୋଗାଟଙ୍କୁ ବଡ଼ ଝଟକା: ବିଶ୍ୱ ଚାମ୍ପିଅନସିପ୍ ଟ୍ରାଏଲ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ମନା

September 11, 2026

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.