Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧାରା 370 ଉଚ୍ଛେଦ ସବୁଠାରୁ ବୃହତ ଦେଶ ବିରୋଧୀ ପଦକ୍ଷେପ : ପ୍ରିୟଙ୍କା ଗାନ୍ଧୀ
ଆଜିର ଖବର

ଧାରା 370 ଉଚ୍ଛେଦ ସବୁଠାରୁ ବୃହତ ଦେଶ ବିରୋଧୀ ପଦକ୍ଷେପ : ପ୍ରିୟଙ୍କା ଗାନ୍ଧୀ

August 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଧାରା 370 ଉଚ୍ଛେଦ ନିଷ୍ପତ୍ତିକୁ ପୁନର୍ବାର ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ । ଦେଶର ଇତିହାସରେ ଏହା ସର୍ବବୃହତ ରାଜନୈତିକ ଏବଂ ଦେଶ ବିରୋଧୀ ପଦକ୍ଷେପ ବୋଲି କହିଛନ୍ତି ପ୍ରିୟଙ୍କା ଗାନ୍ଧୀ । ଏହି ପଦକ୍ଷେପରେ କାଶ୍ମୀରି ବାସୀଙ୍କ ମୌଳିକ ଅଧିକାର କ୍ଷୁର୍ଣ୍ଣ କରାଯାଇଛି ବୋଲି ପ୍ରିୟଙ୍କା କହିଛନ୍ତି । ଗତକାଲି ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ ଅନ୍ୟାନ୍ୟ ବିରୋଧୀ ଦଳ ନେତାଙ୍କ ସହିତ ଜମ୍ମୁ କାଶ୍ମୀର ଗସ୍ତ କରିଥିବା ବେଳେ ସେମାନଙ୍କୁ ଶ୍ରୀନଗର ବିମାନ ବନ୍ଦରରୁ ଫେରାଇ ଦିଆଯାଇଥିଲା । ଯଦି କାଶ୍ମୀରରେ ସାଧାରଣ ଜନତାଙ୍କୁ କୌଣସି ଅସୁବିଧା ହେଉନାହିଁ ତେବେ କାହିଁକି ବିରୋଧୀ ଦଳ ନେତାଙ୍କୁ ସାଧାରଣ ଜନତାଙ୍କୁ ଭେଟିବାର ସୁଯୋଗ ଦିଆଯାଉନାହିଁ ବୋଲି ପ୍ରିୟଙ୍କା ପ୍ରଶ୍ନ କରିଛନ୍ତି । ଏହା ସହିତ ଧାରା 370 ଉଚ୍ଛେଦ ସମ୍ପୂର୍ଣ୍ଣ ରାଜନୈତିକ ଏବଂ ଦେଶବିରୋଧୀ ବୋଲି ଟ୍ବିଟ୍‌ କରିଥିଲେ ପ୍ରିୟଙ୍କା । ଏହି ଧାରାର ଉଚ୍ଛେଦ ସହିତ କାଶ୍ମୀର ବାସୀଙ୍କ ସ୍ବର ଦବାଇବା ପାଇଁ ଉଦ୍ଦିଷ୍ଟ ବୋଲି ପ୍ରିୟଙ୍କା ଟ୍ବିଟ୍‌ କରିଥିଲେ । ଏହି ଟ୍ବିଟ୍‌ ସହିତ ଜଣେ ମହିଳା ବିମାନରେ ରାହୁଲଙ୍କୁ ଜଣେ ମହିଳା ନିଜର ଅସୁବିଧା କହୁଥିବାର ଭିଡିଓ ମଧ୍ୟ ସେୟାର କରିଥିଲେ ପ୍ରିୟଙ୍କା ।

Share. Facebook Twitter LinkedIn Email WhatsApp Copy Link

Related Posts

ଅମିତ ଶାହଙ୍କ ଦ୍ୱାରା ଓମ୍ଫେଡର ୩୦ ହଜାର ଲିଟର ବିଶିଷ୍ଟ ଦୁଗ୍ଧ କାରଖାନା ଉଦଘାଟିତ

March 6, 2026

ଇଗ୍ନୋ ଆଞ୍ଚଳିକ କେନ୍ଦ୍ରରେ ସି୨ସି ଏବଂ ଆଇ୨ଓ ୨.୦ କାର୍ଯ୍ୟକ୍ରମର ଉଦ୍ଘାଟନ 

March 6, 2026

ପୂର୍ବତଟ ରେଳପଥ ଓ ଇକୋର ମହିଳା କଲ୍ୟାଣ ସଂଗଠନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ

March 6, 2026

୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍: କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

March 6, 2026
Latest News

ଅମିତ ଶାହଙ୍କ ଦ୍ୱାରା ଓମ୍ଫେଡର ୩୦ ହଜାର ଲିଟର ବିଶିଷ୍ଟ ଦୁଗ୍ଧ କାରଖାନା ଉଦଘାଟିତ

March 6, 2026

ଇଗ୍ନୋ ଆଞ୍ଚଳିକ କେନ୍ଦ୍ରରେ ସି୨ସି ଏବଂ ଆଇ୨ଓ ୨.୦ କାର୍ଯ୍ୟକ୍ରମର ଉଦ୍ଘାଟନ 

March 6, 2026

ପୂର୍ବତଟ ରେଳପଥ ଓ ଇକୋର ମହିଳା କଲ୍ୟାଣ ସଂଗଠନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ

March 6, 2026

୩୨୭୫ କୋଟିରୁ ଅଧିକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଅମିତ ଶାହ

March 6, 2026

ମୁଣ୍ଡଳିଠାରେ ସିଆଇଏସଏଫର ପ୍ରତିଷ୍ଠା ଦିବସ ସମାରୋହକୁ ସମ୍ବୋଧିତ କଲେ ଗୃହ ମନ୍ତ୍ରୀ ଅମିତ ଶାହ

March 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.