Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧାରା 370 ଉଚ୍ଛେଦ ସବୁଠାରୁ ବୃହତ ଦେଶ ବିରୋଧୀ ପଦକ୍ଷେପ : ପ୍ରିୟଙ୍କା ଗାନ୍ଧୀ
ଆଜିର ଖବର

ଧାରା 370 ଉଚ୍ଛେଦ ସବୁଠାରୁ ବୃହତ ଦେଶ ବିରୋଧୀ ପଦକ୍ଷେପ : ପ୍ରିୟଙ୍କା ଗାନ୍ଧୀ

August 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଧାରା 370 ଉଚ୍ଛେଦ ନିଷ୍ପତ୍ତିକୁ ପୁନର୍ବାର ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ । ଦେଶର ଇତିହାସରେ ଏହା ସର୍ବବୃହତ ରାଜନୈତିକ ଏବଂ ଦେଶ ବିରୋଧୀ ପଦକ୍ଷେପ ବୋଲି କହିଛନ୍ତି ପ୍ରିୟଙ୍କା ଗାନ୍ଧୀ । ଏହି ପଦକ୍ଷେପରେ କାଶ୍ମୀରି ବାସୀଙ୍କ ମୌଳିକ ଅଧିକାର କ୍ଷୁର୍ଣ୍ଣ କରାଯାଇଛି ବୋଲି ପ୍ରିୟଙ୍କା କହିଛନ୍ତି । ଗତକାଲି ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ ଅନ୍ୟାନ୍ୟ ବିରୋଧୀ ଦଳ ନେତାଙ୍କ ସହିତ ଜମ୍ମୁ କାଶ୍ମୀର ଗସ୍ତ କରିଥିବା ବେଳେ ସେମାନଙ୍କୁ ଶ୍ରୀନଗର ବିମାନ ବନ୍ଦରରୁ ଫେରାଇ ଦିଆଯାଇଥିଲା । ଯଦି କାଶ୍ମୀରରେ ସାଧାରଣ ଜନତାଙ୍କୁ କୌଣସି ଅସୁବିଧା ହେଉନାହିଁ ତେବେ କାହିଁକି ବିରୋଧୀ ଦଳ ନେତାଙ୍କୁ ସାଧାରଣ ଜନତାଙ୍କୁ ଭେଟିବାର ସୁଯୋଗ ଦିଆଯାଉନାହିଁ ବୋଲି ପ୍ରିୟଙ୍କା ପ୍ରଶ୍ନ କରିଛନ୍ତି । ଏହା ସହିତ ଧାରା 370 ଉଚ୍ଛେଦ ସମ୍ପୂର୍ଣ୍ଣ ରାଜନୈତିକ ଏବଂ ଦେଶବିରୋଧୀ ବୋଲି ଟ୍ବିଟ୍‌ କରିଥିଲେ ପ୍ରିୟଙ୍କା । ଏହି ଧାରାର ଉଚ୍ଛେଦ ସହିତ କାଶ୍ମୀର ବାସୀଙ୍କ ସ୍ବର ଦବାଇବା ପାଇଁ ଉଦ୍ଦିଷ୍ଟ ବୋଲି ପ୍ରିୟଙ୍କା ଟ୍ବିଟ୍‌ କରିଥିଲେ । ଏହି ଟ୍ବିଟ୍‌ ସହିତ ଜଣେ ମହିଳା ବିମାନରେ ରାହୁଲଙ୍କୁ ଜଣେ ମହିଳା ନିଜର ଅସୁବିଧା କହୁଥିବାର ଭିଡିଓ ମଧ୍ୟ ସେୟାର କରିଥିଲେ ପ୍ରିୟଙ୍କା ।

Share. Facebook Twitter LinkedIn Email WhatsApp Copy Link

Related Posts

ଜାନୁଆରୀ ୨୬ ପୂର୍ବରୁ ବଡ଼ ଆତଙ୍କବାଦୀ ଯୋଜନାର ପର୍ଦ୍ଦାଫାଶ, ୨.୫ କିଲୋଗ୍ରାମ RDX ସହିତ ୪ ଗିରଫ

January 24, 2026

‘ସୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ପୁରସ୍କାର-୨୦୨୬’ ପାଇଁ ଦୁଇଟି ପୁରସ୍କାର ଘୋଷଣା

January 24, 2026

ନେଦରଲ୍ୟାଣ୍ଡସ୍‌ରେ ଏଏସ୍‍ଏମ୍‍ଏଲ୍‍ ମୁଖ୍ୟାଳୟ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

January 24, 2026

ଥିରୁଅନନ୍ତପୁରମଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

January 24, 2026
Latest News

ICC ODI ରାଙ୍କିଂ: ବିରାଟ କୋହଲିଙ୍କୁ ଝଟକା ଦେଇ ଶୀର୍ଷ ଆସନ ଅକ୍ତିଆର କଲେ ଡାରିଲ ମିଚେଲ

January 24, 2026

ଜାନୁଆରୀ ୨୬ ପୂର୍ବରୁ ବଡ଼ ଆତଙ୍କବାଦୀ ଯୋଜନାର ପର୍ଦ୍ଦାଫାଶ, ୨.୫ କିଲୋଗ୍ରାମ RDX ସହିତ ୪ ଗିରଫ

January 24, 2026

ମତ୍ସ୍ୟ-ପ୍ରାଣୀ ସମାବେଶର ଶେଷ ଦିନ: ଜନ ସମୁଦ୍ର ପାଲଟିଲା ଜନତା ମଇଦାନ

January 24, 2026

ରୋଜଗାର ମେଳା: ଆଜି ୬୧ ହଜାରରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

January 24, 2026

‘ସୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ପୁରସ୍କାର-୨୦୨୬’ ପାଇଁ ଦୁଇଟି ପୁରସ୍କାର ଘୋଷଣା

January 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.