Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁଇ ଦିନିଆ ଜମ୍ମୁ କାଶ୍ମୀର ଗସ୍ତ କରିବେ ସଂଖ୍ୟାଲଘୁ ମନ୍ତ୍ରାଳୟ : ନକ୍‌ଭୀ
ଆଜିର ଖବର

ଦୁଇ ଦିନିଆ ଜମ୍ମୁ କାଶ୍ମୀର ଗସ୍ତ କରିବେ ସଂଖ୍ୟାଲଘୁ ମନ୍ତ୍ରାଳୟ : ନକ୍‌ଭୀ

August 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଇ ଦିନିଆ ଜମ୍ମୁ କାଶ୍ମୀର ଗସ୍ତ କରିବେ ସଂଖ୍ୟାଲଘୁ ମନ୍ତ୍ରାଳୟ । ଆସନ୍ତା ଅଗଷ୍ଟ 27 ଏବଂ 28 ତାରିଖରେ ମନ୍ତ୍ରାଳୟର ଏକ ଦଳ ଜମ୍ମୁ କାଶ୍ମୀର ଭ୍ରମଣ କରିବ ଏବଂ ସେଠାକାର ସ୍ଥିତି ସମୀକ୍ଷା କରିବ ବୋଲି ସଂଖ୍ୟାଲଘୁ ମନ୍ତ୍ରୀ ମୁଖ୍‌ତାର ଆବ୍ବାସ ନକ୍‌ଭୀ ସୂଚନା ଦେଇଛନ୍ତି । ଧାରା 370 ଉଚ୍ଛେଦ ପରେ ବିଭିନ୍ନ ଜନ ହିତକର ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଏହି କମିଟି ଅନୁଧ୍ୟାନ କରିବ ବୋଲି ଜଣାପଡିଛି । ଏହା ସହିତ ଅଳ୍ପ କିଛି ବିରୋଧୀ ସର୍ବସାଧାରଣ ସ୍ବରକୁ ଦବାଇବାର ଯେଉଁ ପ୍ରୟାସ କରୁଛନ୍ତି ତାହା ସମ୍ଭବ ହେବ ନାହିଁ ବୋଲି ନକ୍‌ଭୀ କହିଥିଲେ । ଏହି କମିଟି ଲେହ, ଲଦାଖ, କାର୍ଗିଲ୍‌, ଜମ୍ମୁ ଏବଂ କାଶ୍ମୀରରେ କମିଟି ତଦନ୍ତ କରିବ ବୋଲି ସଂଖ୍ୟାଲଘୁ ବିକାଶ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ରେଳ ଯାତ୍ରୀଙ୍କ ପାଇଁ ସହଜ ହେବ ଯାତ୍ରା: ଗୋଟିଏ ଆପ୍ ରେ ପାଇବେ ସବୁ ପ୍ରକାର ସୁବିଧା

July 31, 2026

CJP ପ୍ରତିବାଦ ସମୟରେ ହିଂସା ମାମଲା: ଦୁଃଖ ବଖାଣିଲେ ଆହତ ପୋଲିସ ଅଧିକାରୀଙ୍କ ପରିବାର

July 31, 2026

CWG 2026: ଆଜି ସେମିଫାଇନାଲରେ ଖେଳିବେ ୧୦ ଭାରତୀୟ ବକ୍ସର, ଜାଣନ୍ତୁ କାର୍ଯ୍ୟସୂଚୀ

July 31, 2026

ବିଜେପିରୁ ଇସ୍ତଫା ଦେଲେ ଶହଜାଦ ପୁନାୱାଲା?: ପରିବର୍ତ୍ତନ କଲେ ‘X’ ଆକାଉଣ୍ଟ

July 31, 2026
Latest News

ରେଳ ଯାତ୍ରୀଙ୍କ ପାଇଁ ସହଜ ହେବ ଯାତ୍ରା: ଗୋଟିଏ ଆପ୍ ରେ ପାଇବେ ସବୁ ପ୍ରକାର ସୁବିଧା

July 31, 2026

SCO ଶିଖର ସମ୍ମିଳନୀ ପାଇଁ ପାକିସ୍ତାନ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ମୋଦି?: ଇସଲାମାବାଦ କରୁଛି ପ୍ରସ୍ତୁତି!

July 31, 2026

CJP ପ୍ରତିବାଦ ସମୟରେ ହିଂସା ମାମଲା: ଦୁଃଖ ବଖାଣିଲେ ଆହତ ପୋଲିସ ଅଧିକାରୀଙ୍କ ପରିବାର

July 31, 2026

CWG 2026: ଆଜି ସେମିଫାଇନାଲରେ ଖେଳିବେ ୧୦ ଭାରତୀୟ ବକ୍ସର, ଜାଣନ୍ତୁ କାର୍ଯ୍ୟସୂଚୀ

July 31, 2026

ବିଜେପିରୁ ଇସ୍ତଫା ଦେଲେ ଶହଜାଦ ପୁନାୱାଲା?: ପରିବର୍ତ୍ତନ କଲେ ‘X’ ଆକାଉଣ୍ଟ

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.