Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚମ୍ପତ ରାୟଙ୍କ ପାଇଁ ସମସ୍ତ ଦ୍ୱାର ବନ୍ଦ!: ଗୋବିନ୍ଦ ଦେବ ଗିରି ହେଲେ ଟ୍ରଷ୍ଟର ସାଧାରଣ ସମ୍ପାଦକ
ଆଜିର ଖବର

ଚମ୍ପତ ରାୟଙ୍କ ପାଇଁ ସମସ୍ତ ଦ୍ୱାର ବନ୍ଦ!: ଗୋବିନ୍ଦ ଦେବ ଗିରି ହେଲେ ଟ୍ରଷ୍ଟର ସାଧାରଣ ସମ୍ପାଦକ

September 2, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୋବିନ୍ଦ ଦେବ ଗିରି
ଗୋବିନ୍ଦ ଦେବ ଗିରି ହେଲେ ଟ୍ରଷ୍ଟର ସାଧାରଣ ସମ୍ପାଦକ

ନୂଆଦିଲ୍ଲୀ: ଗୋବିନ୍ଦ ଦେବ ଗିରିଙ୍କୁ ଶ୍ରୀ ରାମ ମନ୍ଦିର ତୀର୍ଥ କ୍ଷେତ୍ର ଟ୍ରଷ୍ଟ ସାଧାରଣ ସମ୍ପାଦକ ଭାବରେ ନିଯୁକ୍ତ କରିଛି। କୃଷ୍ଣ ମୋହନଙ୍କ ପଦବୀରୁ ଇସ୍ତଫା ଦେବା ପରେ ଗୋବିନ୍ଦ ଦେବ ଗିରିଙ୍କର ନିଯୁକ୍ତି ହୋଇଛି। ମୋହନ କହିଛନ୍ତି ଯେ, ସେ ଜୁଲାଇ ୬ ତାରିଖରୁ ଅନ୍ତରୀଣ ସାଧାରଣ ସମ୍ପାଦକ ଭାବରେ କାର୍ଯ୍ୟ କରୁଥିଲେ। ଏହି ଦାୟିତ୍ୱ ଏବେ ଗୋବିନ୍ଦ ଦେବ ଗିରି ଗ୍ରହଣ କରିବେ। ଏପର୍ଯ୍ୟନ୍ତ ଗୋବିନ୍ଦ ଦେବ ଗିରି ଟ୍ରଷ୍ଟର କୋଷାଧ୍ୟକ୍ଷ ଥିଲେ।

Ayodhya News Govinda dev giri ram mandir UP news
Share. Facebook Twitter LinkedIn Email WhatsApp Copy Link

Related Posts

ରାମ ମନ୍ଦିରକୁ ମିଳିଲା ପ୍ରଥମ ସିଇଓ: ଦାୟିତ୍ୱ ନେବେ ଏୟାର ମାର୍ଶାଲ ଜିତେନ୍ଦ୍ର ମିଶ୍ର

September 2, 2026

​ଜମ୍ମୁ-କଶ୍ମୀରରେ ଗଞ୍ଜାମ ପର୍ଯ୍ୟଟକଙ୍କ ମୃତ୍ୟୁ: ମୃତଦେହ ଫେରାଇ ଆଣିବା ପାଇଁ ବ୍ରହ୍ମପୁର ସାଂସଦଙ୍କ ପ୍ରୟାସ

September 2, 2026

“ଧନ୍ୟବାଦ, ଭାରତ”: ବନ୍ୟା ସହାୟତା ପାଇଁ ସଂସଦରେ କହିଲେ ନେପାଳ ପ୍ରଧାନମନ୍ତ୍ରୀ

September 2, 2026

ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୭କୁ ଘୁଞ୍ଚିଲା ଶୁଣାଣି

September 2, 2026
Latest News

ଚମ୍ପତ ରାୟଙ୍କ ପାଇଁ ସମସ୍ତ ଦ୍ୱାର ବନ୍ଦ!: ଗୋବିନ୍ଦ ଦେବ ଗିରି ହେଲେ ଟ୍ରଷ୍ଟର ସାଧାରଣ ସମ୍ପାଦକ

September 2, 2026

ରାମ ମନ୍ଦିରକୁ ମିଳିଲା ପ୍ରଥମ ସିଇଓ: ଦାୟିତ୍ୱ ନେବେ ଏୟାର ମାର୍ଶାଲ ଜିତେନ୍ଦ୍ର ମିଶ୍ର

September 2, 2026

​ଜମ୍ମୁ-କଶ୍ମୀରରେ ଗଞ୍ଜାମ ପର୍ଯ୍ୟଟକଙ୍କ ମୃତ୍ୟୁ: ମୃତଦେହ ଫେରାଇ ଆଣିବା ପାଇଁ ବ୍ରହ୍ମପୁର ସାଂସଦଙ୍କ ପ୍ରୟାସ

September 2, 2026

“ଧନ୍ୟବାଦ, ଭାରତ”: ବନ୍ୟା ସହାୟତା ପାଇଁ ସଂସଦରେ କହିଲେ ନେପାଳ ପ୍ରଧାନମନ୍ତ୍ରୀ

September 2, 2026

ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୭କୁ ଘୁଞ୍ଚିଲା ଶୁଣାଣି

September 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.