Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିସିଟିଭିକୁ ଛତା ଆଢୁଆଳ କରି ମନ୍ଦିରରୁ ମୂର୍ତ୍ତି ଚୋରି: ଗାଁରେ ଉତ୍ତେଜନା, ପୁଲିସ ମୁତୟନ
ଆଜିର ଖବର

ସିସିଟିଭିକୁ ଛତା ଆଢୁଆଳ କରି ମନ୍ଦିରରୁ ମୂର୍ତ୍ତି ଚୋରି: ଗାଁରେ ଉତ୍ତେଜନା, ପୁଲିସ ମୁତୟନ

September 5, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅନ୍ତର୍ଗତ ବୁଢ଼ାଲୋ ଗ୍ରାମସ୍ଥିତ ମା’ ବୁଢ଼ୀ ନାହାକାଣୀ ମନ୍ଦିରରୁ ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ମୂର୍ତ୍ତି ସହ ଅଳଙ୍କାର ଓ ପୂଜା ସାମଗ୍ରୀ ଲୁଟ୍ କରିନେଇଛନ୍ତି। ଚୋରି ସମୟରେ ଚାଲାକ ଦୁର୍ବୃତ୍ତମାନେ ସିସିଟିଭି କ୍ୟାମେରା ସମ୍ମୁଖରେ ଛତା ଦେଖାଇ ଏହି ଘଟଣା ଘଟାଇଥିବା ଦେଖିବାକୁ ମିଳିଛି। ଏହି ଘଟଣାକୁ ନେଇ ବୁଢ଼ାଲୋ ଗ୍ରାମରେ ଅସନ୍ତୋଷ ବୃଦ୍ଧି ପାଇବା ସହ ଉତ୍ତେଜନା ପ୍ରକାଶ ପାଇଛି।

ସୂଚନାଯୋଗ୍ୟ ଯେ, ୪ ବର୍ଷ ତଳେ ଏହି ଠାକୁରାଣୀ ପୀଠର ମାଲିକାନାକୁ ନେଇ ବୁଢ଼ାଲୋ ଏବଂ ସୁବାଲୋ ଗ୍ରାମବାସୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ସେହି ବିବାଦକୁ କେନ୍ଦ୍ର କରି ମୂର୍ତ୍ତି ଚୋରି କରାଯାଇ ସୁବାଲୋ ଗାଁରେ ରଖାଯାଇଥିବା ନେଇ ବୁଢ଼ାଲୋ ଗ୍ରାମବାସୀ ସିଧାସଳଖ ଅଭିଯୋଗ ଆଣିଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା ହଜିଯାଇଥିବା ମୂର୍ତ୍ତି ଉଦ୍ଧାର ହୋଇପାରିନାହିଁ। ଘଟଣାସ୍ଥଳରେ କମିଶନରେଟ୍ ପୁଲିସ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଥିବା ବେଳେ ଗଣ୍ଡଗୋଳ ଆଶଙ୍କାରେ ବାଲିଅନ୍ତା ଥାନା ପୁଲିସ ଗ୍ରାମରେ ମୁତୟନ ରହିଛି।

Idol stolen from temple while shielding CCTV with an umbrella: Tension in the village police deployed.
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ଆକ୍ରମଣ

September 5, 2026

ପାଠ୍ୟପୁସ୍ତକ ସୀମାରୁ ବାହାରି ପିଲାଙ୍କ ଜୀବନ ସହ ଯୋଡ଼ି ହୁଅନ୍ତୁ ଶିକ୍ଷକ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 5, 2026

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ ବିସିସିଆଇ କେବେ ନିଷ୍ପତ୍ତି ନେବ?: ଏହି ଦିନ ହେବ ସ୍ପଷ୍ଟ

September 5, 2026

ଲାଗୁ ହେବ ନାହିଁ କି ୧୦୦ ପ୍ରତିଶତ ଶୁଳ୍କ?: ତେଲ କ୍ରୟ ଉପରେ ଭାରତକୁ ମିଳିପାରେ ରିହାତି

September 5, 2026
Latest News

ସିସିଟିଭିକୁ ଛତା ଆଢୁଆଳ କରି ମନ୍ଦିରରୁ ମୂର୍ତ୍ତି ଚୋରି: ଗାଁରେ ଉତ୍ତେଜନା, ପୁଲିସ ମୁତୟନ

September 5, 2026

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ଆକ୍ରମଣ

September 5, 2026

ପାଠ୍ୟପୁସ୍ତକ ସୀମାରୁ ବାହାରି ପିଲାଙ୍କ ଜୀବନ ସହ ଯୋଡ଼ି ହୁଅନ୍ତୁ ଶିକ୍ଷକ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 5, 2026

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ ବିସିସିଆଇ କେବେ ନିଷ୍ପତ୍ତି ନେବ?: ଏହି ଦିନ ହେବ ସ୍ପଷ୍ଟ

September 5, 2026

ଲାଗୁ ହେବ ନାହିଁ କି ୧୦୦ ପ୍ରତିଶତ ଶୁଳ୍କ?: ତେଲ କ୍ରୟ ଉପରେ ଭାରତକୁ ମିଳିପାରେ ରିହାତି

September 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.