Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦବିଲା ପଳାଶୁଣୀ ଓଭରବ୍ରିଜ୍ : ଯାନବାହନ ଚଳାଚଳ ବ୍ୟାହତ
ଆଜିର ଖବର

ଦବିଲା ପଳାଶୁଣୀ ଓଭରବ୍ରିଜ୍ : ଯାନବାହନ ଚଳାଚଳ ବ୍ୟାହତ

August 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନିକଟରେ ନିର୍ମାଣ ହୋଇଥିବା ପଳାଶୁଣୀ ଓଇଭରବ୍ରିଜ୍‌ ହାଇଟେକ୍‌ ନିକଟରେ ଦବିଯାଇଛି । ନିମ୍ନମାନର କାମ କାରଣରୁ 10 ବର୍ଷ ପୂରଣ ହୋଇନଥିଲେ ମଧ୍ୟ ବ୍ରିଜ୍‌ଟିର ଅବସ୍ଥା ଶୋଚନୀୟ ହୋଇଛି । ହାଇଟେକ୍ ଛକ ନିକଟରେ ଦବିଛି ଏହି ଓଭରବ୍ରିଜ୍। ଖବର ପ୍ରସାର ପରେ ଘଟଣାସ୍ଥଳରେ ଟ୍ରାଫିକ୍ ପୁଲିସ ଓ ଏନଏଚ୍ଏଆଇ ଅଧିକାରୀ ପହଞ୍ଚିଛନ୍ତି। ବ୍ରିଜ୍‌ ଦବିଥିବା ସ୍ଥାନକୁ କର୍ଡନ କରାଯାଇଛି। ଓଭରବ୍ରିଜ୍ ଉପରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ବାଲିଅନ୍ତା ଅଞ୍ଚଳରେ ଯୁବକଙ୍କୁ ହତ୍ୟା ଘଟଣା: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

May 7, 2026

ବ୍ରଜପାତରେ ଚାଲିଗଲା ଶାଶୁ- ବୋହୁଙ୍କ ଜୀବନ

May 7, 2026

ପୋଖରୀରେ ବୁଡି ୨ ଛାତ୍ର ମୃତ

May 7, 2026

ବାଲିଅନ୍ତା ହତ୍ୟା : ୪ ଅଟକ

May 7, 2026
Latest News

ବାଲିଅନ୍ତା ଅଞ୍ଚଳରେ ଯୁବକଙ୍କୁ ହତ୍ୟା ଘଟଣା: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

May 7, 2026

ବ୍ରଜପାତରେ ଚାଲିଗଲା ଶାଶୁ- ବୋହୁଙ୍କ ଜୀବନ

May 7, 2026

ପୋଖରୀରେ ବୁଡି ୨ ଛାତ୍ର ମୃତ

May 7, 2026

ବାଲିଅନ୍ତା ହତ୍ୟା : ୪ ଅଟକ

May 7, 2026

ଦେଶବ୍ୟାପୀ ମାଗଣା ବାର୍ଷିକ ସ୍ବାସ୍ଥ୍ୟ ପରୀକ୍ଷା କାର୍ଯ୍ୟକ୍ରମର ଉଦ୍‌ଘାଟନ କଲେ କେନ୍ଦ୍ରମନ୍ତ୍ରୀ

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.