Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକରେ ବିଜେପିର ୨ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ
ଆଜିର ଖବର

କଟକରେ ବିଜେପିର ୨ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ

September 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
BJP State executive meeting in Kataka
BJP State executive meeting in Kataka

କଟକ: କଟକ ସ୍ଥିତ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମ ଠାରେ ବିଜେପିର ୨ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା, ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ, ସାଂସଦ ଓ ବିଧାୟକ, ପଦାଧିକାରୀ, କାର୍ଯ୍ୟକାରିଣୀ ସଦସ୍ୟ, ରାଜ୍ୟ ପ୍ରଭାରୀ ପ୍ରମୁଖ ଏଥିରେ ଯୋଗ ଦେଇଛନ୍ତି। ରାଜ୍ୟର ସାଂପ୍ରତିକ ରାଜନୈତିକ ପରିସ୍ଥିତି, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇ ଆଗାମୀ ୩ ମାସ ପାଇଁ ଦଳର ନୂଆ ରଣନୀତି ପ୍ରସ୍ତୁତ କରାଯିବ ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ।

ଆସନ୍ତା ବିଧାନସଭା ମୌସୁମୀ ଅଧିବେଶନ ପୂର୍ବରୁ ସରକାରୀ ସଫଳତା ଓ ଜନପ୍ରତିନିଧିଙ୍କ ଆଶା-ଆକାଂକ୍ଷା ବାବଦରେ ଫିଡ୍ବ୍ୟାକ୍ ନିଆଯିବ ବୋଲି ସେ କହିଛନ୍ତି। ଆସନ୍ତାକାଲି ସକାଳ ୮ଟାରେ ଜିଲ୍ଲା ସଭାପତି ଓ ପ୍ରଭାରୀମାନଙ୍କ ସହ ସ୍ୱତନ୍ତ୍ର ବୈଠକ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

BJP Kataka State executive meeting କଟକ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମ ମୋହନ ଚରଣ ମାଝୀ ରାଜ୍ୟ କାର୍ଯ୍ୟକାରିଣୀ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ: ସାଂଗଠନିକ ମନ୍ତ୍ର ଦେଲେ ସୁନୀଲ ବଂଶଲ

September 6, 2026

ଭୁବନେଶ୍ୱରରେ ଜାତୀୟ ଚଳଚ୍ଚିତ୍ର ମହୋତ୍ସବ: ପୁରସ୍କୃତ ହେଲେ ଶ୍ରେଷ୍ଠ ସିନେମା ଓ କଳାକାର

September 6, 2026

ବିଭିନ୍ନ ରାସ୍ତା ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

September 6, 2026

ରାଶିଫଳ: ସେପ୍ଟେମ୍ବର ୬ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହେବେ ଆଶ୍ଚର୍ଯ୍ୟ

September 6, 2026
Latest News

କଟକରେ ବିଜେପିର ୨ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ

September 6, 2026

ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ: ସାଂଗଠନିକ ମନ୍ତ୍ର ଦେଲେ ସୁନୀଲ ବଂଶଲ

September 6, 2026

ରୁଷ-ୟୁକ୍ରେନ ଯୁଦ୍ଧ: ପୁତିନଙ୍କ ୭୨ ଘଣ୍ଟିଆ ଅସ୍ତ୍ରବିରତି ଘୋଷଣା

September 6, 2026

ମହିଳା ଏସିଆ କପ୍: ପାକିସ୍ତାନୀ ଅଧିନାୟିକାଙ୍କ ସହ ହାତ ମିଶାଇଲେ ନାହିଁ ହରମନପ୍ରୀତ

September 6, 2026

ଜୁନିୟର ପୁରୁଷ ଏସିଆ କପ୍ ହକି: ଭାରତର ବିଜୟ ଅଭିଯାନ ଆରମ୍ଭ

September 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.