Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରକୀୟା ପ୍ରୀତି ସନ୍ଦେହରେ ସ୍ତ୍ରୀକୁ ହତ୍ୟା : କଟାମୁଣ୍ଡ ସହ ଥାନାରେ ଆତ୍ମସମର୍ପଣ
ଆଜିର ଖବର

ପରକୀୟା ପ୍ରୀତି ସନ୍ଦେହରେ ସ୍ତ୍ରୀକୁ ହତ୍ୟା : କଟାମୁଣ୍ଡ ସହ ଥାନାରେ ଆତ୍ମସମର୍ପଣ

August 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସ୍ତ୍ରୀର ପରକିୟା ପ୍ରୀତି ସନ୍ଦେହରେ ସ୍ୱାମୀ ଉଠାଇଛି ଚରମ ପଦକ୍ଷେପ । ଉତ୍ତ୍ୟକ୍ତ ସ୍ୱାମୀ ଏକ ଶାବଳରେ ପିଟି ପିଟି ସ୍ତ୍ରୀକୁ ହତ୍ୟା କରିବା ସହିତ ମୁଣ୍ଡକାଟି ଦେଇଛି । ଅସ୍ତରଙ୍ଗ ଥାନା ଅନ୍ତର୍ଗତ ରାଇବେରୁଆଁ ଗାଁରେ ଏଡି ଘଟଣା ଘଟିଥିବା ବେଳେ ଅଭିଯୁକ୍ତ ସ୍ବାମୀ କଟାମୁଣ୍ଡ ସହିତ ଅସ୍ତରଙ୍ଗ ଥାନାରେ ଆତ୍ମସମର୍ପଣ କରିଛି । ମୃତ ମହିଳାଙ୍କ ନାଁ ଅନ୍ନପୂର୍ଣ୍ଣା ବେହେରା ଏବଂ ଅଭିଯୁକ୍ତ ସ୍ୱାମୀର ନାଁ ଗଣେଶ ବେହେରା ବୋଲି ପୋଲିସ୍‌ ସୂତ୍ରରୁ ଜଣାପଡିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ହିଣ୍ଡାଲ୍‌କୋର ମୀନାକ୍ଷୀ କୋଇଲା ଖଣି ପାଇଁ ଜନଶୁଣାଣିରେ ମିଳିଲା ପ୍ରବଳ ଜନ ସମର୍ଥନ

September 11, 2026

ଡିଜିଟାଲ୍ ଯୁଗରେ ନୂଆ ରୂପରେ ରାଜସ୍ୱ ପର୍ଷଦ, ୱେବସାଇଟ୍ ଓ ତ୍ରୈମାସିକ ଜର୍ଣ୍ଣାଲର ଶୁଭାରମ୍ଭ

September 11, 2026
Latest News

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026

ହିଣ୍ଡାଲ୍‌କୋର ମୀନାକ୍ଷୀ କୋଇଲା ଖଣି ପାଇଁ ଜନଶୁଣାଣିରେ ମିଳିଲା ପ୍ରବଳ ଜନ ସମର୍ଥନ

September 11, 2026

ଡିଜିଟାଲ୍ ଯୁଗରେ ନୂଆ ରୂପରେ ରାଜସ୍ୱ ପର୍ଷଦ, ୱେବସାଇଟ୍ ଓ ତ୍ରୈମାସିକ ଜର୍ଣ୍ଣାଲର ଶୁଭାରମ୍ଭ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.