Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»IAS ଅଦଳବଦଳ: ସୁରେଶ ବଶିଷ୍ଠଙ୍କୁ ନୂଆ ଦାୟିତ୍ୱ, OMC ଅଧ୍ୟକ୍ଷ ହେଲେ ସୁଧାଂଶୁ ସାମଲ
ଆଜିର ଖବର

IAS ଅଦଳବଦଳ: ସୁରେଶ ବଶିଷ୍ଠଙ୍କୁ ନୂଆ ଦାୟିତ୍ୱ, OMC ଅଧ୍ୟକ୍ଷ ହେଲେ ସୁଧାଂଶୁ ସାମଲ

September 7, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ IAS ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀଙ୍କୁ ବିଭିନ୍ନ ବିଭାଗର ନୂଆ ଦାୟିତ୍ୱ ଦିଆଯାଇଥିବା ବେଳେ କେତେକ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱ ମଧ୍ୟ ପ୍ରଦାନ କରାଯାଇଛି।

ଅଦଳବଦଳ ଅନୁଯାୟୀ, ସୁରେଶ ବଶିଷ୍ଠଙ୍କୁ ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ନୂଆ ଦାୟିତ୍ୱ ମିଳିଛି। ଏଥିସହ ସେ ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ।

ସେହିପରି ସୁଧାଂଶୁ ମୋହନ ସାମଲଙ୍କୁ ଓଡ଼ିଶା ମାଇନିଂ କର୍ପୋରେସନ୍‌ (OMC)ର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ରାଜ୍ୟର ଖଣିଜ କ୍ଷେତ୍ରରେ OMCର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବାରୁ ଏହି ନିଯୁକ୍ତିକୁ ବେଶ୍‌ ଗୁରୁତ୍ୱ ଦିଆଯାଉଛି।

ଅନ୍ୟପକ୍ଷରେ,ଡା. ବୃନ୍ଦା ଡି.ଙ୍କୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ (SSEPD)ର କମିଶନର ତଥା ଶାସନ ସଚିବ ଦାୟିତ୍ୱ ମିଳିଛି।

ବରିଷ୍ଠ ପ୍ରଶାସନିକ ସ୍ତରରେ ଏହି ଅଦଳବଦଳକୁ ରାଜ୍ୟ ସରକାରଙ୍କ ପ୍ରଶାସନିକ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଭାବେ ଦେଖାଯାଉଛି।

ias
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ୧୮ ପ୍ରସ୍ତାବକୁ ମଞ୍ଜୁରୀ

September 7, 2026

ପୁରୀରେ ସ୍ୱାଧ୍ୱୀ ଋତୁମ୍ଭରାଙ୍କ ଭାଗବତ କଥା ସମାପନ: ଆଶୀର୍ବଚନ ନେଲେ ମୁଖ୍ୟମନ୍ତ୍ରୀ

September 7, 2026

ସିପିଗ୍ରାମ୍ସ ପୋର୍ଟାଲ ଯୋଗୁଁ ସମସ୍ୟାର ସମାଧାନ: ଯାଜପୁରରେ ହେଲା ରାସ୍ତା ମରାମତି

September 7, 2026

ସୋଆ ଆଇଡିଆଥନ୍ ୨୦୨୬: ବିକଶିତ ଭାରତ ୨୦୪୭ ନିମନ୍ତେ ନବସୃଜନକୁ ପ୍ରୋତ୍ସାହନ

September 7, 2026
Latest News

IAS ଅଦଳବଦଳ: ସୁରେଶ ବଶିଷ୍ଠଙ୍କୁ ନୂଆ ଦାୟିତ୍ୱ, OMC ଅଧ୍ୟକ୍ଷ ହେଲେ ସୁଧାଂଶୁ ସାମଲ

September 7, 2026

ଓଡ଼ିଶା କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ୧୮ ପ୍ରସ୍ତାବକୁ ମଞ୍ଜୁରୀ

September 7, 2026

ପୁରୀରେ ସ୍ୱାଧ୍ୱୀ ଋତୁମ୍ଭରାଙ୍କ ଭାଗବତ କଥା ସମାପନ: ଆଶୀର୍ବଚନ ନେଲେ ମୁଖ୍ୟମନ୍ତ୍ରୀ

September 7, 2026

ସିପିଗ୍ରାମ୍ସ ପୋର୍ଟାଲ ଯୋଗୁଁ ସମସ୍ୟାର ସମାଧାନ: ଯାଜପୁରରେ ହେଲା ରାସ୍ତା ମରାମତି

September 7, 2026

ୟୁପି ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ଝଟକା: କଂଗ୍ରେସରେ ଯୋଗଦେଲେ ହୀରା ଠାକୁର

September 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.