Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୟପୁରରୁ କଲରାପତରିଆ ବାଘଛାଲ ଜବତ: ଡିଆରଆଇ ଚଢ଼ାଉରେ କାର୍‌ ସହ ଅଭିଯୁକ୍ତ ଗିରଫ
ଆଜିର ଖବର

ଜୟପୁରରୁ କଲରାପତରିଆ ବାଘଛାଲ ଜବତ: ଡିଆରଆଇ ଚଢ଼ାଉରେ କାର୍‌ ସହ ଅଭିଯୁକ୍ତ ଗିରଫ

September 8, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜୟପୁର: ଜୟପୁରରେ ବନ୍ୟଜନ୍ତୁ ଚୋରାଚାଲାଣର ଏକ ବଡ଼ ମାମଲା ସାମ୍ନାକୁ ଆସିଛି। କଲରାପତରିଆ ବାଘଛାଲ ଡିଲ୍‌ ଚାଲିଥିବା ନେଇ ଗୁପ୍ତ ସୂଚନା ପାଇ ଗୁଜରାଟ ଡିଆରଆଇର ସ୍ୱତନ୍ତ୍ର ଗୋଇନ୍ଦା ଟିମ୍‌ ଜୟପୁର ଇରିଗେଶନ କଲୋନୀ ଅଞ୍ଚଳରେ ଚଢ଼ାଉ କରିଛି।

ଏହି ଚଢ଼ାଉ ବେଳେ ଘଟଣାସ୍ଥଳରୁ ବାଘଛାଲ ସହ ଏକ କାର୍‌ ଜବତ କରାଯାଇଛି। ବାଘଛାଲ କାରବାରରେ ସମ୍ପୃକ୍ତ ଥିବା ଅଭିଯୋଗରେ ବିଭୂତି ଭୂଷଣ ପାତ୍ର ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ପ୍ରାୟ ଛଅ ମାସ ପୂର୍ବରୁ ଏହି ବାଘଟିକୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଡିଆରଆଇ ଟିମ୍‌ ଅଭିଯୁକ୍ତ, ଜବତ ବାଘଛାଲ ଓ କାର୍‌କୁ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ପାଇଁ ଜୟପୁର ବନାଞ୍ଚଳ କାର୍ଯ୍ୟାଳୟକୁ ହସ୍ତାନ୍ତର କରିଛି।

ଜୟପୁର ଡିଆରଆଇ ଚଢ଼ାଉ ବାଘଛାଲ ଜବତ
Share. Facebook Twitter LinkedIn Email WhatsApp Copy Link

Related Posts

ୟୁପିଏସସିର ଶତବାର୍ଷିକୀ ସମାରୋହରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

October 2, 2026

ରାଶିଫଳ: ଆଜି ଏହି ପାଞ୍ଚୋଟି ରାଶିର ଖୋଲିଲା ଭାଗ୍ୟ, ମିଳିବ ଅମାପ ଧନସଂପତ୍ତି

October 2, 2026

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ୨୦୨୩-୨୪ ବ୍ୟାଚ୍‌ ଶିକ୍ଷକ ହେବେ ନିୟମିତ

October 2, 2026

ପାର୍ବଣ ପୂର୍ବରୁ ଡାଲି ଦର ଉପରେ ଲାଗିବ ଲଗାମ! ଶୁଳ୍କ ହ୍ରାସ କରିପାରନ୍ତି ସରକାର

October 2, 2026
Latest News

ୟୁପିଏସସିର ଶତବାର୍ଷିକୀ ସମାରୋହରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

October 2, 2026

ରାଶିଫଳ: ଆଜି ଏହି ପାଞ୍ଚୋଟି ରାଶିର ଖୋଲିଲା ଭାଗ୍ୟ, ମିଳିବ ଅମାପ ଧନସଂପତ୍ତି

October 2, 2026

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ୨୦୨୩-୨୪ ବ୍ୟାଚ୍‌ ଶିକ୍ଷକ ହେବେ ନିୟମିତ

October 2, 2026

ପାର୍ବଣ ପୂର୍ବରୁ ଡାଲି ଦର ଉପରେ ଲାଗିବ ଲଗାମ! ଶୁଳ୍କ ହ୍ରାସ କରିପାରନ୍ତି ସରକାର

October 2, 2026

TMCରେ ସଙ୍କଟ ମଧ୍ୟରେ ଅଧୀରଙ୍କ ବଡ଼ ବୟାନ, ମମତାଙ୍କୁ କଂଗ୍ରେସକୁ ଫେରିବାକୁ ଆହ୍ୱାନ

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.