Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆବୁଧାବିରେ ନିବେଶକ ସମ୍ମିଳନୀର ପ୍ରସ୍ତୁତି ସମୀକ୍ଷା କଲେ ହେମନ୍ତ ଶର୍ମା
ଆଜିର ଖବର

ଆବୁଧାବିରେ ନିବେଶକ ସମ୍ମିଳନୀର ପ୍ରସ୍ତୁତି ସମୀକ୍ଷା କଲେ ହେମନ୍ତ ଶର୍ମା

September 9, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Hemant Sharma reviews preparations in Abu Dhabi
Hemant Sharma reviews preparations in Abu Dhabi

ଭୁବନେଶ୍ଵର: ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ଆବୁଧାବିରେ ହେବାକୁ ଥିବା ନିବେଶକ ସମ୍ମିଳନୀର ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ସେ ଭାରତୀୟ ଦୂତାବାସର ଅଧିକାରୀ ଏବଂ ରାଜ୍ୟ ସରକାରଙ୍କ ପ୍ରତିନିଧି ଦଳ ସହ ଆଲୋଚନା କରି କାର୍ଯ୍ୟକ୍ରମର ପ୍ରସ୍ତୁତି ଓ ସମନ୍ୱୟ ସମ୍ପର୍କରେ ସମୀକ୍ଷା କରିଛନ୍ତି। ଆୟୋଜନ ପାଇଁ ଟିମ୍ ସହ ଆଲୋଚନା କରି ଶ୍ରୀ ଶର୍ମା ସମସ୍ତ ପ୍ରସ୍ତୁତି ଯାଞ୍ଚ କରିଛନ୍ତି।

Abu Dhabi Hemant Sharma ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶିଳ୍ପ ବିଭାଗ ହେମନ୍ତ ଶର୍ମା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଦିଲ୍ଲୀରେ ମହାନଦୀ ଜଳ ବିବାଦ ସମାଧାନ ବୈଠକ

October 1, 2026

ବିମାନକୁ ବଡ଼ ଦୁର୍ଘଟଣାରୁ ରକ୍ଷା କରିଥିବା ଭାରତୀୟ ପାଇଲଟ୍‌ଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା

October 1, 2026

ବନ୍ୟା ପ୍ରଭାବିତଙ୍କ ପାଇଁ ଦଶହରା ପୂର୍ବରୁ ସରିବ କ୍ଷତିପୂରଣ ବଣ୍ଟନ : ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

October 1, 2026

ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ

October 1, 2026
Latest News

ବାସି ରୁଟି ଫୋପାଡ଼ୁଛନ୍ତି କି? ଜାଣନ୍ତୁ ଏହାର ଆଶ୍ଚର୍ଯ୍ୟଜନକ ସ୍ୱାସ୍ଥ୍ୟ ଉପକାରିତା

October 1, 2026

‘ନୂଆ ଭୋଟରମାନଙ୍କୁ ପିତାମାତାଙ୍କ ବିବରଣୀ ଦେବାକୁ ପଡ଼ିବ ନାହିଁ’: ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି

October 1, 2026

ଆଜି ଦିଲ୍ଲୀରେ ମହାନଦୀ ଜଳ ବିବାଦ ସମାଧାନ ବୈଠକ

October 1, 2026

ବିମାନକୁ ବଡ଼ ଦୁର୍ଘଟଣାରୁ ରକ୍ଷା କରିଥିବା ଭାରତୀୟ ପାଇଲଟ୍‌ଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା

October 1, 2026

ବନ୍ୟା ପ୍ରଭାବିତଙ୍କ ପାଇଁ ଦଶହରା ପୂର୍ବରୁ ସରିବ କ୍ଷତିପୂରଣ ବଣ୍ଟନ : ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.