Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଆଜିର ଖବର

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

September 9, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ: କଟକ ସିଡିଏ ଅଞ୍ଚଳରେ ଥିବା ଏକ ଘରୋଇ କଲେଜରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାରକୁ ନେଇ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ମଙ୍ଗଳବାର ବିଳମ୍ବିତ ରାତିରେ କଲେଜ ପରିସରରୁ ଛାତ୍ରଙ୍କ ମୃତଦେହ ମିଳିଥିବା ଜଣାପଡ଼ିଛି।

ମୃତ ଛାତ୍ର ହେଉଛନ୍ତି ଢେଙ୍କାନାଳ ଜିଲ୍ଲା ଶଙ୍କରପୁର ଅଞ୍ଚଳର ୧୭ ବର୍ଷୀୟ ଚିନ୍ମୟ କୁମାର ସାହୁ। ସେ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର ବିଜ୍ଞାନ ଛାତ୍ର ଥିଲେ।

ଘଟଣା ପରେ ଚିନ୍ମୟଙ୍କ ପରିବାର ପକ୍ଷରୁ କଟକ ଫେଜ୍‌-୨ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ତେବେ ଏହାକୁ କେବଳ ଆତ୍ମହତ୍ୟା ଘଟଣା ବୋଲି ଗ୍ରହଣ ନକରି ଚିନ୍ମୟଙ୍କୁ ହତ୍ୟା କରାଯାଇଥିବା ପରିବାର ଅଭିଯୋଗ କରିଛି।

ଛାତ୍ରଙ୍କ ମୃତ୍ୟୁ ପଛରେ ପ୍ରକୃତ କାରଣ କ’ଣ, ଏହା ଆତ୍ମହତ୍ୟା ନା ଅନ୍ୟ କିଛି ଘଟଣା ଏବଂ ପରିବାର ଆଣିଥିବା ହତ୍ୟା ଅଭିଯୋଗରେ କେତେ ସତ୍ୟତା ରହିଛି – ତାହା ତଦନ୍ତ ପରେ ସ୍ପଷ୍ଟ ହେବ।

ଖବର ପାଇ ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଘଟଣାସ୍ଥଳରୁ ବିଭିନ୍ନ ତଥ୍ୟ ଓ ପ୍ରମାଣ ସଂଗ୍ରହ କରାଯାଉଥିବା ବେଳେ ପୋଲିସର ତଦନ୍ତ ଓ ପରବର୍ତ୍ତୀ ରିପୋର୍ଟ ପରେ ହିଁ ଛାତ୍ରଙ୍କ ମୃତ୍ୟୁର ପ୍ରକୃତ କାରଣ ସାମ୍ନାକୁ ଆସିବ।

କଟକ ସିଡିଏ ଛାତ୍ରଙ୍କ ଝୁଲନ୍ତା ମୃତଦେହ
Share. Facebook Twitter LinkedIn Email WhatsApp Copy Link

Related Posts

ଯୋଗ୍ୟତା ନଥିଲେ ଶିକ୍ଷକ ଚାକିରି ନାହିଁ! ସୁପ୍ରିମ୍‌କୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ନିଯୁକ୍ତି ପ୍ରକ୍ରିୟାରେ ଲାଗିଲା ଅଙ୍କୁଶ

September 9, 2026

ତାମିଲନାଡୁରେ ଆରମ୍ଭ ନୂଆ ମେଣ୍ଟ ଖେଳ! ଟିଭିକେକୁ ରୋକିବାକୁ କିଏ କାହା ସହ?

September 9, 2026

ଆଖୁ ଉତ୍ପାଦନରେ ଓଡ଼ିଶାକୁ ଅଗ୍ରଣୀ ରାଜ୍ୟ କରିବାକୁ ହେବ: ଉପମୁଖ୍ୟମନ୍ତ୍ରୀ

September 9, 2026

ମଧ୍ୟପ୍ରାଚ୍ୟରେ ମୁହାଁମୁହିଁ: ଆମେରିକା ଆକ୍ରମଣରେ ୫ ଇରାନୀ ତୈଳ ଟ୍ୟାଙ୍କର୍ ନଷ୍ଟ

September 9, 2026
Latest News

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

September 9, 2026

ଯୋଗ୍ୟତା ନଥିଲେ ଶିକ୍ଷକ ଚାକିରି ନାହିଁ! ସୁପ୍ରିମ୍‌କୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ନିଯୁକ୍ତି ପ୍ରକ୍ରିୟାରେ ଲାଗିଲା ଅଙ୍କୁଶ

September 9, 2026

ତାମିଲନାଡୁରେ ଆରମ୍ଭ ନୂଆ ମେଣ୍ଟ ଖେଳ! ଟିଭିକେକୁ ରୋକିବାକୁ କିଏ କାହା ସହ?

September 9, 2026

ଆଖୁ ଉତ୍ପାଦନରେ ଓଡ଼ିଶାକୁ ଅଗ୍ରଣୀ ରାଜ୍ୟ କରିବାକୁ ହେବ: ଉପମୁଖ୍ୟମନ୍ତ୍ରୀ

September 9, 2026

ମଧ୍ୟପ୍ରାଚ୍ୟରେ ମୁହାଁମୁହିଁ: ଆମେରିକା ଆକ୍ରମଣରେ ୫ ଇରାନୀ ତୈଳ ଟ୍ୟାଙ୍କର୍ ନଷ୍ଟ

September 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.