Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁନା ବଜାରରେ ସୁନାମୀ : ୪୦ ହଜାର ଟପିଲା ସୁନାଦର
ଆଜିର ଖବର

ସୁନା ବଜାରରେ ସୁନାମୀ : ୪୦ ହଜାର ଟପିଲା ସୁନାଦର

August 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ବଢିଲା ସୁନା ଏବଂ ରୂପା ମୂଲ୍ୟ
ସୁନା ମୂଲ୍ୟରେ ବିରାମ: ଜାଣନ୍ତୁ ଆଜିର ଦର

ପ୍ରଥମ ଥର ପାଇଁ ସୁନା ଦର ରେକର୍ଡ ସ୍ତରରେ ପହଞ୍ଚିଛି । ଦିଲ୍ଲୀ ସରଫା ବଜାରରେ ସୁନାର ମୂଲ୍ୟ ବୃଦ୍ଧି ପାଇଛି । ପ୍ରଥମ ଥର ପାଇଁ ୪୦ହଜାର ପାର ହୋଇ ଏକ ନୂଆ ରେକର୍ଡ଼ କରିଛି । ସେହିପରି ରୂପା ଦର ମଧ୍ୟ ବୃଦ୍ଧି ପାଇଛି । କ୍ରମାଗତ ଭାବେ ସପ୍ତମ ଦିନ ପାଇଁ ବୃଦ୍ଧି ପାଇଛି ସୁନାଦର। ସୋମବାର ଏହାର ଦର ପ୍ରାୟ ୨୫ ପ୍ରତିଶତ ବୃଦ୍ଧି ପାଇ ୧୦ ଗ୍ରାମ ପ୍ରତି ୩୯,୧୯୬ ଟଙ୍କାରେ ପହଞ୍ଚିଛି। ସେହିପରି ରୁପା ଦର ମଧ୍ୟ ବୃଦ୍ଧି ପାଇଛି। ଆଜି ପ୍ରଥମ କେଇ ଘଣ୍ଟା ମଧ୍ୟରେ ରୁପା ଦର କିଲୋଗ୍ରାମ ପ୍ରତି ୪୫,୧୪୮ ଟଙ୍କା ଛୁଇଁଥିଲା। ତେବେ କିଛି ସମୟ ମଧ୍ୟରେ ଏହା ୪୫,୦୫୮ ଟଙ୍କାକୁ ଖସି ଆସିଛି। ୨୦୧୬ ମସିହା ପରେ ଆଜି ରୁପା ଦର ସର୍ବୋଚ୍ଚ ସ୍ତରରେ ପହଞ୍ଚିଥିଲା। ଆମେରିକା ଓ ଚୀନ ମଧ୍ୟରେ ଲାଗି ରହିଥିବା ବାଣିଜ୍ୟ ଯୁଦ୍ଧର ପ୍ରଭାବ ଯୋଗୁଁ ସୁନା ଓ ରୁପାର ଦର ବୃଦ୍ଧି ପାଉଥିବା ବଜାର ବିଶେଷଜ୍ଞମାନେ ଅନୁଶୀଳନ କରୁଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026

ସୁନା ଓ ରୂପା ହେଲା ମହଙ୍ଗା: ଜାଣନ୍ତୁ ଆଜିର ମୂଲ୍ୟ

September 11, 2026

ଓରାଙ୍ଗଉଟାନ୍ ଉଦ୍ଧାରସ୍ଥଳକୁ ନିଷିଦ୍ଧାଞ୍ଚଳ ଘୋଷଣା କଲା ବନବିଭାଗ

September 11, 2026

ବିଦ୍ୟୁତ୍ ଆଘାତରେ ଚାଲିଗଲା ନାବାଳକର ଜୀବନ

September 11, 2026
Latest News

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026

ବ୍ରିକ୍ସ ପାଇଁ ଉଡାଣ ଭରିବା ପରେ ଟ୍ରମ୍ପଙ୍କୁ ତାଚ୍ଛଲ୍ୟ କଲେ ଇରାନ ରାଷ୍ଟ୍ରପତି: ଭାରତକୁ ପ୍ରଶଂସା

September 11, 2026

ସୁନା ଓ ରୂପା ହେଲା ମହଙ୍ଗା: ଜାଣନ୍ତୁ ଆଜିର ମୂଲ୍ୟ

September 11, 2026

ଓରାଙ୍ଗଉଟାନ୍ ଉଦ୍ଧାରସ୍ଥଳକୁ ନିଷିଦ୍ଧାଞ୍ଚଳ ଘୋଷଣା କଲା ବନବିଭାଗ

September 11, 2026

ବିଦ୍ୟୁତ୍ ଆଘାତରେ ଚାଲିଗଲା ନାବାଳକର ଜୀବନ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.