Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋଦି- ଟ୍ରମ୍ପ୍‌ ଭେଟ  : କାଶ୍ମୀର ପ୍ରସଙ୍ଗ ଦ୍ବିପାକ୍ଷିକ ବୋଲି କହିଲେ ମୋଦି
ଆଜିର ଖବର

ମୋଦି- ଟ୍ରମ୍ପ୍‌ ଭେଟ  : କାଶ୍ମୀର ପ୍ରସଙ୍ଗ ଦ୍ବିପାକ୍ଷିକ ବୋଲି କହିଲେ ମୋଦି

August 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଫ୍ରାନ୍ସ ଜି – ୭ ସମ୍ମିଳନୀରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ  ସାକ୍ଷାତ ହୋଇଛି । ଏହି ସାକ୍ଷାତକାର ଅବସରରେ ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କାଶ୍ମୀର ପ୍ରସଙ୍ଗ ଉଠାଇଥିବାବେଳେ ଏହାର ଉତ୍ତରରେ ପ୍ରଧାନମନ୍ତ୍ରୀ କାଶ୍ମୀର ପ୍ରସଙ୍ଗ ସମ୍ପୂର୍ଣ୍ଣ ରୂପେ ଦ୍ବିପାକ୍ଷିକ । ଏହି ପ୍ରସଙ୍ଗରେ ତୃତୀୟ ପକ୍ଷଙ୍କ ଆବଶ୍ୟକତା ନାହିଁ । ତେଣୁ ଏହି ପ୍ରସଙ୍ଗରେ କାହାକୁ କଷ୍ଟ ଦେବାକୁ ଚାହାଁନ୍ତିନି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଉଭୟ ଦେଶ ମିଶି ଦାରିଦ୍ର୍ୟ ଓ ଅଶିକ୍ଷା ବିରୋଧରେ ଲଢିବା ଉଚିତ୍‌ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ଦାରିଦ୍ର୍ୟ ଦୂର କରିବା ଓ ଶିକ୍ଷା ନେଇ ଭାରତ ପାକିସ୍ତାନ ସହ କଥା ହୋଇଛି ବୋଲି କହିଛନ୍ତି ମୋଦି। ୧୯୪୭ ପୂର୍ବରୁ ଭାରତ – ପାକିସ୍ତାନ ଏକାଠି ଥିଲେ ଏବଂ ଏହି ସମସ୍ତ ସମାଧାନକୁ ଦୁଇ ଦେଶ ମିଶି କରି ସମାଧାନ କରାଯାଇ ପାରିବ ବୋଲି ମୋଦି କହିଛନ୍ତି ।  ସେହିପରି ଟ୍ରମ୍ପ୍‌ କାଶ୍ମୀର ପ୍ରସଙ୍ଗକୁ ଦ୍ବିପାକ୍ଷିକ ବିଷୟ କହିବା ସହିତ ମୋଦିଙ୍କ କଥାରେ ସମ୍ମତି ଜଣାଇଛନ୍ତି ଟ୍ରମ୍ପ୍‌ ।

Share. Facebook Twitter LinkedIn Email WhatsApp Copy Link

Related Posts

୭୩୨ କୋଟି ଟଙ୍କାରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ

June 20, 2026

ମିଳିଲାନି ରକ୍ତ, ଚାଲିଗଲା ୫ ବର୍ଷୀୟ ଶିଶୁପୁତ୍ରର ଜୀବନ : ଧର୍ମଗଡ ହସ୍ପିଟାଲରେ ଉତ୍ତେଜନା

June 20, 2026

ଜୁଲାଇ ୧ରୁ ସରକାରୀ ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଚେତାବନୀ, ସମୂହ ଇସ୍ତଫା ପାଇଁ ପ୍ରସ୍ତୁତ OMSA

June 20, 2026

ହନୁମାନ ମନ୍ଦିରରେ ବଡ଼ ଦୁର୍ଘଟଣା: ଛାତ ଭୁଷୁଡି ୭ ମୃତ, ଉଦ୍ଧାର କାର୍ଯ୍ୟ

June 20, 2026
Latest News

୭୩୨ କୋଟି ଟଙ୍କାରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ

June 20, 2026

PM Modi Speech in Odia: ମୟୁରଭଂଜରେ ପ୍ରଧାନମନ୍ତ୍ରୀ ମୋଦି କଣ କହିଲେ, ପଢନ୍ତୁ ପୁରା ଭାଷଣ

June 20, 2026

ମିଳିଲାନି ରକ୍ତ, ଚାଲିଗଲା ୫ ବର୍ଷୀୟ ଶିଶୁପୁତ୍ରର ଜୀବନ : ଧର୍ମଗଡ ହସ୍ପିଟାଲରେ ଉତ୍ତେଜନା

June 20, 2026

ଜୁଲାଇ ୧ରୁ ସରକାରୀ ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଚେତାବନୀ, ସମୂହ ଇସ୍ତଫା ପାଇଁ ପ୍ରସ୍ତୁତ OMSA

June 20, 2026

ହନୁମାନ ମନ୍ଦିରରେ ବଡ଼ ଦୁର୍ଘଟଣା: ଛାତ ଭୁଷୁଡି ୭ ମୃତ, ଉଦ୍ଧାର କାର୍ଯ୍ୟ

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.