Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘରେ ପଶି ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ମୁଣ୍ଡରେ ଗଭୀର ଆଘାତ
ଆଜିର ଖବର

ଘରେ ପଶି ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ମୁଣ୍ଡରେ ଗଭୀର ଆଘାତ

September 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଉରକେଲା: ଘରେ ପଶି ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ। ରାଉରକେଲା ସେକ୍ଟର-୬ ଜାମଟୋଲି ବସ୍ତିରେ ଘଟିଛି ଏହି ଘଟଣା। ଆକ୍ରମଣରେ ଯୁବକଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବାବେଳେ ତାଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, କିଛି ଯୁବକ ଘରେ ପଶି ସଂଘବଦ୍ଧ ଭାବେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏହା ସହିତ ଏକ କାର୍‌ରେ ମଧ୍ୟ ଭଙ୍ଗାରୁଜା କରାଯାଇଥିବା ଜଣାପଡ଼ିଛି। ଆକ୍ରମଣ ପରେ ଗୁରୁତର ଆହତ ଯୁବକଙ୍କୁ ତୁରନ୍ତ ମେଡିକାଲ ନିଆଯାଇଥିଲା।

ତେବେ ଆକ୍ରମଣ ପଛର ପ୍ରକୃତ କାରଣ ଏଯାଏଁ ସ୍ପଷ୍ଟ ହୋଇନାହିଁ। ଘଟଣାକୁ ନେଇ ସେକ୍ଟର-୭ ଥାନା ପୁଲିସ ତଦନ୍ତ ଆରମ୍ଭ କରିଛି। ଆକ୍ରମଣରେ ସମ୍ପୃକ୍ତ ବ୍ୟକ୍ତିଙ୍କ ସମ୍ପର୍କରେ ପୁଲିସ ତଥ୍ୟ ସଂଗ୍ରହ କରୁଛି।

#ମରଣାନ୍ତକଆକ୍ରମଣ #ଯୁବକଙ୍କୁଆକ୍ରମଣ #ସଂଘବଦ୍ଧଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ଉଭୟ ଇନିଂସରେ ଗୋଟିଏ ବି ରନ ନାହିଁ: ୧୩୧ ବର୍ଷ ପରେ ଇତିହାସ ରଚିଲେ ମାନବ ସୂତାର

September 12, 2026

ପ୍ରଧାନମନ୍ତ୍ରୀ ମାନଧନ ଯୋଜନା ପାଇଁ କିପରି ଆବେଦନ କରିବେ?: ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

September 12, 2026

ସୁନା ଓ ରୂପା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

September 12, 2026

ନନ୍ଦନକାନନକୁ ଗୁଜରାଟ ବନ୍ତାରାରୁ ଆସିଲେ ୭ ପ୍ରଜାତିର ନୂଆ ଅତିଥି

September 12, 2026
Latest News

ଘରେ ପଶି ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ମୁଣ୍ଡରେ ଗଭୀର ଆଘାତ

September 12, 2026

ଉଭୟ ଇନିଂସରେ ଗୋଟିଏ ବି ରନ ନାହିଁ: ୧୩୧ ବର୍ଷ ପରେ ଇତିହାସ ରଚିଲେ ମାନବ ସୂତାର

September 12, 2026

ପ୍ରଧାନମନ୍ତ୍ରୀ ମାନଧନ ଯୋଜନା ପାଇଁ କିପରି ଆବେଦନ କରିବେ?: ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

September 12, 2026

ସୁନା ଓ ରୂପା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

September 12, 2026

ନନ୍ଦନକାନନକୁ ଗୁଜରାଟ ବନ୍ତାରାରୁ ଆସିଲେ ୭ ପ୍ରଜାତିର ନୂଆ ଅତିଥି

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.