Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧାରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ
ଆଜିର ଖବର

ଖୋର୍ଦ୍ଧାରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Lok Adalat Held At Khordha
Lok Adalat Held At Khordha

ଭୁବନେଶ୍ୱର: ଖୋରଧା ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ପକ୍ଷରୁ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଲୋକ ଅଦାଲତରେ ସମୁଦାୟ ୮୩ ହଜାର ୬୧ଟି ମାମଲା ଆଗତ କରାଯାଇ ଅନୁ୍ୟନ ୬୨ ହଜାର ୪୮୭ଟି ମାମଲାର ଫଇସଲା ହୋଇ ସର୍ବମୋଟ ୨୮ କୋଟି ୮୫ ଲକ୍ଷ ୧୦ ହଜାର ୯୭୮ ଟଙ୍କା ରାଜସ୍ୱ/ଫୌଜଦାରୀ/ବ୍ୟାଙ୍କ ଋଣ ଅନାଦେୟ ରାଶି ଇତ୍ୟାଦି ରାଜିନାମା ସ୍ଥିରୀକୃତ ହୋଇଥିଲା। ଉକ୍ତ ଲୋକ ଅଦାଲତରେ ଜିଲ୍ଲା ଓ ଦୌରାଜଜ-ତଥା-ଅଧ୍ୟକ୍ଷ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଶ୍ରୀ ବିରଞ୍ଚି ନାରାୟଣ ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରାଷ୍ଟ୍ରୀୟ ଲୋକ ଅଦାଲତ ଆୟୋଜନ ହୋଇ ରେକର୍ଡ ସଂଖ୍ୟକ ମାମଲାର ଫଇସଲା ହୋଇଥିଲା।

ଏହାର ସାମଗ୍ରିକ ସଫଳତା ପାଇଁ ପ୍ରାଧିକରଣଙ୍କ ସଚିବ ସଲୋମି ସାହୁ ସମସ୍ତ ବିଚାର ବିଭାଗୀୟ ଅଧିକାରୀ, ଆଇନଜୀବୀ, ବ୍ୟାଙ୍କ, ବୀମା, ଟେଲିଫୋନ୍, ରାଜସ୍ୱ ପଦାଧିକାରୀମାନଙ୍କୁ ଧନ୍ୟବାଦ ଦେବା ସହ ପରବର୍ତ୍ତୀ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ୧୨.୧୨.୨୦୨୬ରିଖ ପାଇଁ ଆଗୁଆ ପ୍ରସ୍ତୁତ ହେବାକୁ ଅନୁରୋଧ କରିଥିଲେ। ଜନସାଧାରଣ ଏହାର ସୁଯୋଗ ନେବାକୁ ସେ ପରାମର୍ଶ ଦେଇଛନ୍ତି।

khordha Lok Adalat ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ ବିଚାର ବିଭାଗୀୟ ଅଦାଲତ ରାଷ୍ଟ୍ରୀୟ ଲୋକ ଅଦାଲତ
Share. Facebook Twitter LinkedIn Email WhatsApp Copy Link

Related Posts

ରେଳପଥ ବଢ଼ିଲେ ବଦଳିବ ଅର୍ଥନୀତି! ମୟୂରଭଞ୍ଜରେ ନୂଆ ସଂଯୋଗକୁ ନେଇ ଆଶା

September 13, 2026

ପଥୁରିଆରେ ଦୁଇ ବାଇକ ମୁହାଁମୁହିଁ ଧକ୍କା: ୧ ମୃତ, ୧ ଗୁରୁତର

September 13, 2026

ରାଶିଫଳ: ସେପ୍ଟେମ୍ବର ୧୩ ତାରିଖରେ ପାଞ୍ଚୋଟି ରାଶିକୁ ମିଳିବ ଶକ୍ତିଶାଳୀ ସହଯୋଗ

September 13, 2026

BRICS ଘୋଷଣାନାମାକୁ ଖୁର୍ସିଦଙ୍କ ସବୁଜ ସଙ୍କେତ, ମୋଦୀ-ଜିନପିଙ୍ଗ ବୈଠକକୁ ନେଇ ବଡ଼ ଆଶା

September 12, 2026
Latest News

ଖୋର୍ଦ୍ଧାରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 13, 2026

ବିଶ୍ୱ ବାଣିଜ୍ୟ ସଂଗଠନ (WTO) ମୁଖ୍ୟଙ୍କୁ ଭେଟିଲେ ପୀୟୁଷ ଗୋୟଲ 

September 13, 2026

ରେଳପଥ ବଢ଼ିଲେ ବଦଳିବ ଅର୍ଥନୀତି! ମୟୂରଭଞ୍ଜରେ ନୂଆ ସଂଯୋଗକୁ ନେଇ ଆଶା

September 13, 2026

ପଶ୍ଚିମବଙ୍ଗରେ ସ୍ଥାପନ ହେବ ଡିଆରଡିଓର ନୂଆ କ୍ଷେପଣାସ୍ତ୍ର ପରୀକ୍ଷଣ କେନ୍ଦ୍ର

September 13, 2026

ଚୀନ୍‌ର ଦ୍ୱିତୀୟ ସର୍ବାଧିକ ଶକ୍ତିଶାଳୀ ନେତା କାଇ କି’

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.