Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିମାପଡାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପ ମୁଖ୍ୟମନ୍ତ୍ରୀ
ଆଜିର ଖବର

ନିମାପଡାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପ ମୁଖ୍ୟମନ୍ତ୍ରୀ

September 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Pravati Parida inaugurates various project in Nimapada
Pravati Parida inaugurates various project in Nimapada

ଭୁବନେଶ୍ଵର: ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଆଜି ନିମାପଡାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଜୟଶ୍ରୀ ଛକଠାରେ ସୌରଚାଳିତ ଟ୍ରାଫିକ୍ ପୋଷ୍ଟ, ବିଦ୍ୟୁତଚାଳିତ ଯାନ ପାଇଁ ଚାର୍ଜିଂ ଷ୍ଟେସନ୍, ୧୦୦ କ୍ଷମତା ବିଶିଷ୍ଟ ଗୋଶାଳା, ଯୋଗ ଓ ଧ୍ୟାନକେନ୍ଦ୍ର ନିର୍ମାଣ ପାଇଁ ସେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହା ସହ ତିନୋଟି ‘ପାନୀୟ ଜଳ କିଓସ୍କ’ ନିର୍ମାଣ ପାଇଁ ମଧ୍ୟ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ନିମାପଡ଼ାର ଭିତ୍ତିଭୂମି ବିକାଶ ସହ ଜନସାଧାରଣଙ୍କୁ ଅଧିକ ସୁବିଧା ଓ ଉନ୍ନତ ସେବା ପ୍ରଦାନରେ ସହାୟକ ହେବ ବୋଲି ଶ୍ରୀମତୀ ପରିଡା କହିଛନ୍ତି।

Nimapada Pravati Parida
Share. Facebook Twitter LinkedIn Email WhatsApp Copy Link

Related Posts

ଭାପୁର ଓ ଖଣ୍ଡପଡ଼ାରେ ୭ଟି ରାସ୍ତା ଓ ସେତୁ ନିର୍ମାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପୂର୍ତ୍ତ ମନ୍ତ୍ରୀ

September 13, 2026

ଖୋର୍ଦ୍ଧାରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 13, 2026

ରେଳପଥ ବଢ଼ିଲେ ବଦଳିବ ଅର୍ଥନୀତି! ମୟୂରଭଞ୍ଜରେ ନୂଆ ସଂଯୋଗକୁ ନେଇ ଆଶା

September 13, 2026

ପଥୁରିଆରେ ଦୁଇ ବାଇକ ମୁହାଁମୁହିଁ ଧକ୍କା: ୧ ମୃତ, ୧ ଗୁରୁତର

September 13, 2026
Latest News

ନିମାପଡାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପ ମୁଖ୍ୟମନ୍ତ୍ରୀ

September 13, 2026

ଚାଷୀଙ୍କ ପାଇଁ କ୍ରଣ୍ଟାକ୍ଟ ଫାର୍ମିଂ କେତେ ଲାଭଦାୟକ?: ଦାମଠାରୁ ଚୁକ୍ତିର ସର୍ତ୍ତ ଯାଏଁ ଜାଣନ୍ତୁ ସବୁକିଛି

September 13, 2026

ଭାପୁର ଓ ଖଣ୍ଡପଡ଼ାରେ ୭ଟି ରାସ୍ତା ଓ ସେତୁ ନିର୍ମାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପୂର୍ତ୍ତ ମନ୍ତ୍ରୀ

September 13, 2026

ଖୋର୍ଦ୍ଧାରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 13, 2026

ବିଶ୍ୱ ବାଣିଜ୍ୟ ସଂଗଠନ (WTO) ମୁଖ୍ୟଙ୍କୁ ଭେଟିଲେ ପୀୟୁଷ ଗୋୟଲ 

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.