Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଭୃ ଶ୍ରୀଗଣେଶଙ୍କ ପ୍ରିୟ ଖାଦ୍ୟ କଣ, ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଆଜିର ଖବର

ପ୍ରଭୃ ଶ୍ରୀଗଣେଶଙ୍କ ପ୍ରିୟ ଖାଦ୍ୟ କଣ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

September 13, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆଜିର ପଞ୍ଚାଙ୍ଗ
ପ୍ରଭୃ ଶ୍ରୀଗଣେଶଙ୍କ ପ୍ରିୟ ଖାଦ୍ୟ କଣ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୁବନେଶ୍ବର:  ଭଗବାନ ଗଣେଷ ବଡ ଖାଦ୍ୟ ପ୍ରିୟ। ତାଙ୍କର ଭୋଗ ମଧ୍ୟରେ ରହିଛି ସ୍ବତନ୍ତ୍ରତା। ବିଶେଷ ଭାବେ ସେ ମିଠା ଜାତୀୟ ଭୋଗକୁ ବେଶ ପସନ୍ଦ କରିଥାନ୍ତି। ସେଥିପାଇଁ ସେ ସବୁବେଳେ ହାତରେ ଏକ ଲଡୁ ଧରିଥାନ୍ତି। ଏଥିସହିତ ଗଣେଷଙ୍କ ଆଉ କିଛି ପ୍ରିୟ ଭୋଗ ରହିଛି। ଆସନ୍ତୁ ସେ ସଂପର୍କରେ କିଛି ଜାଣିବା।

୧- ମୋଦକ ଲଡୁ: ମୋଦକ ଲଡୁ ଗଣେଶଙ୍କ ପାଇଁ ଅତ୍ୟନ୍ତ ପ୍ରିୟ। ମୋଦକ ମଧ୍ୟ ଅନେକ ଭିନ୍ନ ଉପାୟରେ ତିଆରି ହୋଇଥାଏ। ମହାରାଷ୍ଟ୍ରରେ, ବିଶେଷକରି ଗଣେଶ ପୂଜା ଅବସରରେ, ଘରେ ବିଭିନ୍ନ ପ୍ରକାରର ମୋଦକ ତିଆରି କରାଯାଏ।

୨- ବୁନ୍ଦି ଲଡୁ: ମୋଦକ ପରେ ଗଣେଶ ମଧ୍ୟ ନୈବ୍ୟଦ ଆକାରରେ ବୁନ୍ଦି ଲଡୁ ପ୍ରଦାନ କରାଯାଇଥାଏ। ଏହା ମଧ୍ୟ ଗଣେଷଙ୍କ ବେଶ୍ ପ୍ରିୟ। ସେ ଶୁଦ୍ଧ ଘିଅରୁ ପ୍ରସ୍ତୁତ ଏହି ମଇଦା ଲଡୁକୁ ପସନ୍ଦ କରନ୍ତି।

୩- ନଡ଼ିଆ ଚାଉଳ: ଏହା ଦକ୍ଷିଣ ଭାରତରେ ତିଆରି ହୁଏ। ଚାଉଳକୁ ନଡ଼ିଆ କ୍ଷୀର କିମ୍ବା ପାଣିରେ ଭିଜାଇ କିମ୍ବା ଚାଉଳ ସହିତ ମିଶାଇ ରନ୍ଧାଯାଇଥାଏ। ଏହା କେବଳ ଗଣେଷ ପୂଜା ଦିନ ପ୍ରସ୍ତୁତ କରାଯାଇଥାଏ।

୪- ଖୁଆ ପେଡା: ଏହା କ୍ଷୀରରେ ତିଆରି ଏକ ମହାରାଷ୍ଟ୍ରୀୟ ଖାଦ୍ୟ। ଏହାର ଆକାର ଗୋଲାକାର।

୫- ପଞ୍ଚାମୃତ: ପଞ୍ଚାମୃତ ମଧ୍ୟ ଗଣେଷଙ୍କର ପ୍ରିୟ ଅଟେ। ସାଧାରଣତଃ ବିଭିନ୍ନ ପୂଜାରେ ଖିର, ଦହି, ଘିଏ ମହୁ ଏବଂ ଗୁଡ ରେ ପ୍ରସ୍ତୁ ଏହା ଏକ ଭିନ୍ନ ଭୋଗ।

୬- ରସାବଳି: ରସାବଳି ମଧ୍ୟ ଶ୍ରୀଗଣେଷଙ୍କ ଅତି ପ୍ରିୟ ଭୋଗ। ଏହା ମଧ୍ୟ ସମସ୍ତେ ଘରେଘରେ ପ୍ରସ୍ତୁତ କରିଥାନ୍ତି। କଦଳୀ ଖିର ଏବଂ ମିଠା ମିଶାଇ ତାହାକୁ ଚକଡି ଏହାକୁ ପ୍ରସ୍ତୁତ କରାଯାଇଥାଏ।

୭- ପାଏସ ବା ଖିରୀ: ଏହି ଭୋଗ ମଧ୍ୟ ଗଣେଷଙ୍କର ପ୍ରିୟ। ଏହାକୁ ମଧ୍ୟ ସମସ୍ତେ ଘରେ ପ୍ରସ୍ତୁତ କରିଥାନ୍ତି। ହେଲେ ଏହା ଭୋଜି ଖିରୀ ପରି କରାଯିବ ନାହିଁ। ଏହାକୁ ମୁଗ ଖିରୀ ବୋଲି କୁହାଯାଏ। ଅର୍ଥାତ ଏହାକୁ ମୁଗ, ଖିରୀ ଚାଉଳ, ଖିର ଏବଂ ମିଠା ଦ୍ବାରା ପ୍ରସ୍ତୁତ ହୋଇଥାଏ।

୮- ନଡିଆ: ଭଗବାନ ଗଣେଷଙ୍କ ପ୍ରିୟ ହେଉଛି ନଡିଆ। ସେଥିପାଇଁ ସ୍କୁଲରେ ଗଣେଷ ପୂଜା ବେଳେ ନଡିଆ ବାଡାଇବା ପରଂପରା ରହିଛି। ସେଥିପାଇଁ ଗଣେଷ ପୂଜାରେ ନଡିଆ ଭୋଗ ନିଶ୍ଚିତ କରାଯାଇଥାଏ।

Ganesh Puja Ganesh Puja 2026 ଗଣେଶ ପୂଜା ପ୍ରଭୃ ଶ୍ରୀଗଣେଶ
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରିକ୍ସ ଶିଖର ସମ୍ମିଳନୀର ଦ୍ୱିତୀୟ ଦିନ: ଗୁରୁତ୍ୱପୂର୍ଣ୍ଣ ଖଣିଜ ସମ୍ପଦ ଓ ପ୍ରଯୁକ୍ତିର ଅସ୍ତ୍ରୀକରଣ ବିଶ୍ୱ ପ୍ରଗତିରେ ଆଣିବ ବାଧା

September 13, 2026

ରେଳବାଇର ପୋଲିସ ଦ୍ବାରା ଟ୍ରେନ ଲୁଟେରା ଗିରଫ

September 13, 2026

ମାନସିକ ଭାରସାମ୍ୟ ହରାଇ ଯୁବକଙ୍କ ଆତ୍ମହତ୍ୟା

September 13, 2026

Zomatoରୁ ଅର୍ଡର କରିବା ପୂର୍ବରୁ ସାବଧାନ! CoD ବାଛିଲେ ଦେବାକୁ ପଡ଼ିପାରେ ଅଧିକ ଟଙ୍କା

September 13, 2026
Latest News

ପ୍ରଭୃ ଶ୍ରୀଗଣେଶଙ୍କ ପ୍ରିୟ ଖାଦ୍ୟ କଣ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

September 13, 2026

ବ୍ରିକ୍ସ ଶିଖର ସମ୍ମିଳନୀର ଦ୍ୱିତୀୟ ଦିନ: ଗୁରୁତ୍ୱପୂର୍ଣ୍ଣ ଖଣିଜ ସମ୍ପଦ ଓ ପ୍ରଯୁକ୍ତିର ଅସ୍ତ୍ରୀକରଣ ବିଶ୍ୱ ପ୍ରଗତିରେ ଆଣିବ ବାଧା

September 13, 2026

ରାଉରକେଲା ସର୍କିଟ୍ ହାଉସରେ ‘ଆଡଲ୍ଟ ଷ୍ଟାର୍‌’, ପୁଲିସର ତନାଘନା ଜାରି

September 13, 2026

ରେଳବାଇର ପୋଲିସ ଦ୍ବାରା ଟ୍ରେନ ଲୁଟେରା ଗିରଫ

September 13, 2026

ଜୟଦେବ ବିହାରରେ ଲେଡିଜ୍ ହଷ୍ଟେଲ ମାଲିକାଣୀଙ୍କ ଗୁଣ୍ଡାଗର୍ଦ୍ଦି

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.