Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଗଣେଶ ପୂଜାରେ ଜପ କରନ୍ତୁ ଏହି ୧୪ଟି ନାମ: ମିଳିବ ସଫଳତା
ଆଜିର ଖବର

ଆଜି ଗଣେଶ ପୂଜାରେ ଜପ କରନ୍ତୁ ଏହି ୧୪ଟି ନାମ: ମିଳିବ ସଫଳତା

September 14, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗଣେଷ ପୂଜା
ଆଜି ଗଣେଶ ପୂଜାରେ ଜପ କରନ୍ତୁ ଏହି ୧୪ଟି ନାମ: ମିଳିବ ସଫଳତା

ନୂଆଦିଲ୍ଲୀ: ଯେ କୈଣସି ବ୍ୟକ୍ତି ଯିଏ କି କୈଣସି ବିଶେଷ ଉତ୍ସବରେ କିମ୍ବା ବୁଧବାର କିମ୍ବା ଚତୁର୍ଥୀ ତିଥିରେ ଭଗବାନ ଶ୍ରୀ ଗଣେଶଙ୍କ ଚଉଦ ନାମ ଜପ କରନ୍ତି, ନିଶ୍ଚିତ ଭାବରେ ଆଶାତିତ ଫଳାଫଳ ପାଆନ୍ତି । ଯେଉଁମାନେ ଧନ ଚାହୁଁଛନ୍ତି ସେମାନେ ଧନ, ସୁଖ ଏବଂ ସମୃଦ୍ଧତା ପାଆନ୍ତି। ଆସନ୍ତୁ ଭଗବାନ ଗଣେଶଙ୍କ ଏହି ୧୪ ନାମ ମଧ୍ୟ ଜପ କରିବା-

ଭଗବାନ ଗଣେଶଙ୍କର ୧୪ ନାମ:–

୧- ବିନୟକ, ୨- ଗଜାନନ, ୩- ଗଣେଶ, ୪- ଲମ୍ବୋଦର, ୫- ଏକଦନ୍ତ, ୬- ବକ୍ରତୁଣ୍ଡ, ୭- ବିଘ୍ନରାଜ,  ୮- ବିଶ୍ବରାଜ, ୯- ବୁଦ୍ଧିନାଥ, ୧୦- ବିକଟ, ୧୧- ହେରମ୍ବ, ୧୨- କୃଷ୍ଣପିଙ୍ଗାକ୍ଷ, ୧୩- ଅଖୁରଥ, ୧୪- ଭୂପତି।

Ganesh Puja ଗଣେଶ ପୂଜା
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଏକ ଶୁଭ ଖବର: ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ

October 7, 2026

ବଚସାରୁ ରକ୍ତପାତ, ଗୁଳିମାଡ଼ରେ ଯୁବକ ମୃତ; ବନ୍ଧୁକ ଛାଡ଼ି ଫେରାର ଅଭିଯୁକ୍ତ

October 6, 2026

ମୟୂରଭଞ୍ଜରେ ସିରିଜ୍ ବାଇକ୍ ଦୁର୍ଘଟଣା: ବୃଦ୍ଧାଙ୍କ ମୃତ୍ୟୁ, ୬ ଜଣ ଗୁରୁତର

October 6, 2026

ଲୋକଙ୍କ ପାଖରେ ପହଂଚିବା ପାଇଁ ଦାୟିତ୍ୱବାନ ଏବଂ ତଥ୍ୟଭିତ୍ତିକ ସଞ୍ଚାର ଗୁରୁତ୍ୱପୂର୍ଣ୍ଣ: ଅଖିଳ କୁମାର ମିଶ୍ର

October 6, 2026
Latest News

ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଏକ ଶୁଭ ଖବର: ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ

October 7, 2026

ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ୯୯ କୋଟି ଟଙ୍କା ସୁଧ ପ୍ରଦାନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

October 6, 2026

ବଚସାରୁ ରକ୍ତପାତ, ଗୁଳିମାଡ଼ରେ ଯୁବକ ମୃତ; ବନ୍ଧୁକ ଛାଡ଼ି ଫେରାର ଅଭିଯୁକ୍ତ

October 6, 2026

ମୟୂରଭଞ୍ଜରେ ସିରିଜ୍ ବାଇକ୍ ଦୁର୍ଘଟଣା: ବୃଦ୍ଧାଙ୍କ ମୃତ୍ୟୁ, ୬ ଜଣ ଗୁରୁତର

October 6, 2026

ଲୋକଙ୍କ ପାଖରେ ପହଂଚିବା ପାଇଁ ଦାୟିତ୍ୱବାନ ଏବଂ ତଥ୍ୟଭିତ୍ତିକ ସଞ୍ଚାର ଗୁରୁତ୍ୱପୂର୍ଣ୍ଣ: ଅଖିଳ କୁମାର ମିଶ୍ର

October 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.