Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରମାଣୁ ଆକ୍ରମଣ ସମସ୍ୟା ସୃଷ୍ଟି କରିପାରେ କାଶ୍ମୀର : ଶେଖ୍‌ ରଶିଦ୍‌ ଅହମ୍ମଦ୍‌
ଆଜିର ଖବର

ପରମାଣୁ ଆକ୍ରମଣ ସମସ୍ୟା ସୃଷ୍ଟି କରିପାରେ କାଶ୍ମୀର : ଶେଖ୍‌ ରଶିଦ୍‌ ଅହମ୍ମଦ୍‌

August 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗତକାଲି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ପରମାଣୁ ଆକ୍ରମଣର ଧମକ ଦେଇଥିବା ବେଳେ ଆଜି ପାକିସ୍ତାନ ରେଳବାଇ ମନ୍ତ୍ରୀ ପୁନର୍ବାର ସମାନ ମତ ଦେଇଛନ୍ତି । ପାକିସ୍ତାନ ରେଳବାଇ ମନ୍ତ୍ରୀ ଶେଖ୍‌ ରଶିଦ୍‌ ଅହମ୍ମଦ୍‌ ମଙ୍ଗଳବାର ଦିନ କାଶ୍ମୀର ସମସ୍ୟା ଉଭୟ ରାଷ୍ଟ୍ର ମଧ୍ୟର ପରମାଣୁ ଆକ୍ରମଣର କାରଣ ବନିପାରେ ବୋଲି ମତ ଦେଇଛନ୍ତି । କାଶ୍ମୀର ଉଭୟ ଦକ୍ଷିଣ ଏସୀୟ ରାଷ୍ଟ୍ର ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିବାରେ ପ୍ରମୁଖ କାରଣ ତେଣୁ ଏହି ସମସ୍ୟାର ସମାଧାନ ହେବା ଉଚିତ୍‌ ବୋଲି ରଶିଦ୍‌ ସୂଚନା ଦେଇଛନ୍ତି । ପରମାଣୁ ଆକ୍ରମଣ କଦାଚିତ୍‌ କାଶ୍ମୀର ସମସ୍ୟାର ସମାଧାନ ନୁହେଁ ବୋଲି ମଧ୍ୟ କହିଛନ୍ତି ଶେଖ୍‌ ରଶିଦ୍‌ ।

Share. Facebook Twitter LinkedIn Email WhatsApp Copy Link

Related Posts

ଲୋଇସିଂହାଠାରେ ନମୋ ଯୁବ ଗଣଦୌଡ଼ର ଶୁଭାରମ୍ଭ କଲେ ସ୍ବାସ୍ଥ୍ୟମନ୍ତ୍ରୀ

September 22, 2025

କାର୍ତ୍ତିକ ମାସ ପୂର୍ବରୁ ଛତିଶା ନିଯୋଗ ଓ ନୀତି ସବ୍ କମିଟିର ବୈଠକ

September 22, 2025

ଭୁବନେଶ୍ୱରଠାରେ ଭିଜନ ଓଡିଶା ହେଲଥ୍ କନକ୍ଲେଭ-2025 ଅନୁଷ୍ଠିତ

September 22, 2025

ଦୃଷ୍ଟିହୀନଙ୍କ ପାଇଁ କଲେଜ ଓ ଛାତ୍ରାବାସର ଭିତ୍ତିପ୍ରସ୍ତର କଲେ କେନ୍ଦ୍ର ଗୃହମନ୍ତ୍ରୀ

September 22, 2025
Latest News

ଲୋଇସିଂହାଠାରେ ନମୋ ଯୁବ ଗଣଦୌଡ଼ର ଶୁଭାରମ୍ଭ କଲେ ସ୍ବାସ୍ଥ୍ୟମନ୍ତ୍ରୀ

September 22, 2025

କାର୍ତ୍ତିକ ମାସ ପୂର୍ବରୁ ଛତିଶା ନିଯୋଗ ଓ ନୀତି ସବ୍ କମିଟିର ବୈଠକ

September 22, 2025

ଭୁବନେଶ୍ୱରଠାରେ ଭିଜନ ଓଡିଶା ହେଲଥ୍ କନକ୍ଲେଭ-2025 ଅନୁଷ୍ଠିତ

September 22, 2025

ଦୃଷ୍ଟିହୀନଙ୍କ ପାଇଁ କଲେଜ ଓ ଛାତ୍ରାବାସର ଭିତ୍ତିପ୍ରସ୍ତର କଲେ କେନ୍ଦ୍ର ଗୃହମନ୍ତ୍ରୀ

September 22, 2025

ଆଜି ସେପ୍ଟେମ୍ବର ୨୨ ତାରିଖ ସୋମବାରରେ ନଅଟି ରାଶି ପ୍ରତି ସୂର୍ଯ୍ୟ ଦେବଙ୍କର ରହିଛି ଆଶୀର୍ବାଦ

September 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.