Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂଜା ପାଇଁ ଫୁଲ ତୋଳିବା ହେଲା କାଳ, ଛାତରୁ ପଡ଼ି ୧୪ ବର୍ଷୀୟ ନାବାଳକ ମୃତ
ଆଜିର ଖବର

ପୂଜା ପାଇଁ ଫୁଲ ତୋଳିବା ହେଲା କାଳ, ଛାତରୁ ପଡ଼ି ୧୪ ବର୍ଷୀୟ ନାବାଳକ ମୃତ

September 17, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୀଳଗିରି: ବିଶ୍ୱକର୍ମା ପୂଜା ପୂର୍ବରୁ ଅଘଟଣ। ଫୁଲ ତୋଳିବା ବେଳେ ଛାତରୁ ଖସିପଡ଼ି ୧୪ ବର୍ଷୀୟ ନାବାଳକ ଆଦିତ୍ୟ ଜେନାଙ୍କ ମୃତ୍ୟୁ ଘଟିଛି। ନୀଳଗିରି ଏନ୍‌ଏସି ୨ ନମ୍ବର ୱାର୍ଡ ଘାଟଘରସାହିରେ ଏହି ଦୁଃଖଦ ଘଟଣା ଘଟିଛି।

ସୂଚନା ଅନୁସାରେ, ଆଜି ଭୋରୁ ଆଦିତ୍ୟ ଛାତରେ ଫୁଲ ତୋଳୁଥିବା ବେଳେ ଗୋଡ଼ ଖସି ତଳକୁ ପଡ଼ିଥିଲେ। ଏହି ସମୟରେ ସିମେଣ୍ଟ ବାଡ଼ର ଲୁହା ରଡ୍‌ ତାଙ୍କ ପେଟରେ ପଶିଯାଇଥିଲା। ସେ ରଡ୍‌ରୁ ନିଜକୁ ମୁକ୍ତ କରି କିଛି ବାଟ ଚାଲିବା ପରେ ଅଚେତ ହୋଇପଡ଼ିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ନୀଳଗିରି ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଆଦିତ୍ୟଙ୍କୁ ମୃତ ଘୋଷଣା କରିଥିଲେ। ଘଟଣା ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।

ନାବାଳକ ମୃତ ଫୁଲ ତୋଳିବା ହେଲା କାଳ
Share. Facebook Twitter LinkedIn Email WhatsApp Copy Link

Related Posts

ଦେବଗଡ଼ରେ ଚାଞ୍ଚଲ୍ୟ: ପ୍ରେମିକା ଘର ନିକଟରୁ ପ୍ରେମିକଙ୍କ ମୃତଦେହ ଉଦ୍ଧାର

September 17, 2026

ନବବିବାହିତ ଯୁବକଙ୍କ ଆତ୍ମହତ୍ୟା

September 17, 2026

୧୮ ରୁ କଟକରେ ଆନ୍ତର୍ଜାତିକ ବାଣିଜ୍ୟମେଳା: ୧୦ ଦେଶ ଓ ୨୨ ରାଜ୍ୟର ବ୍ୟବସାୟୀ ହେବେ ସାମିଲ

September 17, 2026

ଗଣେଶଙ୍କ ମୂର୍ତ୍ତି ଭସାଣି ବେଳେ ପୋଲିସଙ୍କୁ ଆକ୍ରମଣ, ୬ ଗିରଫ

September 17, 2026
Latest News

ପୂଜା ପାଇଁ ଫୁଲ ତୋଳିବା ହେଲା କାଳ, ଛାତରୁ ପଡ଼ି ୧୪ ବର୍ଷୀୟ ନାବାଳକ ମୃତ

September 17, 2026

ଦେବଗଡ଼ରେ ଚାଞ୍ଚଲ୍ୟ: ପ୍ରେମିକା ଘର ନିକଟରୁ ପ୍ରେମିକଙ୍କ ମୃତଦେହ ଉଦ୍ଧାର

September 17, 2026

୧୦୦% ଶୁଳ୍କ ବିଲ୍ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ: ଟ୍ରମ୍ପଙ୍କୁ ଦେଲା କଡ଼ା ବାର୍ତ୍ତା

September 17, 2026

ନବବିବାହିତ ଯୁବକଙ୍କ ଆତ୍ମହତ୍ୟା

September 17, 2026

୨୦୧୩ ଝିରମ୍ ଘାଟି ମାଓ ଆକ୍ରମଣ: ୧୦ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଲେ ସ୍ୱତନ୍ତ୍ର NIA କୋର୍ଟ

September 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.