Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆନ୍ତଃରାଜ୍ୟ ବାଇକ ଚୋର ଗିରଫ, ବାଇକ୍‌ ଓ ମୋବାଇଲ ଜବତ
ଆଜିର ଖବର

ଆନ୍ତଃରାଜ୍ୟ ବାଇକ ଚୋର ଗିରଫ, ବାଇକ୍‌ ଓ ମୋବାଇଲ ଜବତ

September 17, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ମାଲକାନଗିରି: ଆନ୍ତଃରାଜ୍ୟ ବାଇକ ଚୋରି ମାମଲାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି କାଲିମେଳା ପୁଲିସ। ଗିରଫ ଅଭିଯୁକ୍ତ ହେଲେ ମାଲକାନଗିରି ଥାନା ଅନ୍ତର୍ଗତ ଏମଭି-୦୮ ଗ୍ରାମର ନୀଳକଣ୍ଠ ମଣ୍ଡଳ।

ସୂଚନା ଅନୁସାରେ, ଗତ ୯ ତାରିଖରେ କାଲିମେଳା ଥାନା ଅନ୍ତର୍ଗତ ବୁଦୁଗୁଡ଼ା ଗ୍ରାମର ସୋମନାଥ କବାସୀ ଘର ଅଗଣାରେ ଶୋଇଥିବା ବେଳେ ତାଙ୍କର ବାଇକ୍‌ ଓ ମୋବାଇଲ ଚୋରି ହୋଇଥିଲା। ଏନେଇ ସେ ଥାନାରେ ଅଭିଯୋଗ କରିଥିଲେ।

ଅଭିଯୋଗ ଆଧାରରେ ତଦନ୍ତ କରି ପୁଲିସ ଚୋରି ବାଇକ୍‌ ଓ ମୋବାଇଲ ଜବତ କରିବା ସହ ମାଲିକଙ୍କୁ ହସ୍ତାନ୍ତର କରିଛି। ଏହି ଘଟଣାରେ ଆନ୍ତଃରାଜ୍ୟ ବାଇକ୍‌ ଚୋର ଗ୍ୟାଙ୍ଗର ସମ୍ପୃକ୍ତି ଥିବା ସନ୍ଦେହ କରି ପୁଲିସ ତଦନ୍ତ ଜାରି ରଖିଛି।

ଆନ୍ତଃରାଜ୍ୟ ବାଇକ ଚୋରି ମାମଲା ବାଇକ୍‌ ଓ ମୋବାଇଲ ଜବତ
Share. Facebook Twitter LinkedIn Email WhatsApp Copy Link

Related Posts

ପୂଜା ପାଇଁ ଫୁଲ ତୋଳିବା ହେଲା କାଳ, ଛାତରୁ ପଡ଼ି ୧୪ ବର୍ଷୀୟ ନାବାଳକ ମୃତ

September 17, 2026

ଦେବଗଡ଼ରେ ଚାଞ୍ଚଲ୍ୟ: ପ୍ରେମିକା ଘର ନିକଟରୁ ପ୍ରେମିକଙ୍କ ମୃତଦେହ ଉଦ୍ଧାର

September 17, 2026

ନବବିବାହିତ ଯୁବକଙ୍କ ଆତ୍ମହତ୍ୟା

September 17, 2026

୧୮ ରୁ କଟକରେ ଆନ୍ତର୍ଜାତିକ ବାଣିଜ୍ୟମେଳା: ୧୦ ଦେଶ ଓ ୨୨ ରାଜ୍ୟର ବ୍ୟବସାୟୀ ହେବେ ସାମିଲ

September 17, 2026
Latest News

ଆନ୍ତଃରାଜ୍ୟ ବାଇକ ଚୋର ଗିରଫ, ବାଇକ୍‌ ଓ ମୋବାଇଲ ଜବତ

September 17, 2026

ପୂଜା ପାଇଁ ଫୁଲ ତୋଳିବା ହେଲା କାଳ, ଛାତରୁ ପଡ଼ି ୧୪ ବର୍ଷୀୟ ନାବାଳକ ମୃତ

September 17, 2026

ଦେବଗଡ଼ରେ ଚାଞ୍ଚଲ୍ୟ: ପ୍ରେମିକା ଘର ନିକଟରୁ ପ୍ରେମିକଙ୍କ ମୃତଦେହ ଉଦ୍ଧାର

September 17, 2026

୧୦୦% ଶୁଳ୍କ ବିଲ୍ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ: ଟ୍ରମ୍ପଙ୍କୁ ଦେଲା କଡ଼ା ବାର୍ତ୍ତା

September 17, 2026

ନବବିବାହିତ ଯୁବକଙ୍କ ଆତ୍ମହତ୍ୟା

September 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.