Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୪ ବରିଷ୍ଠ ଓଏଏସ୍ ସ୍ୱତନ୍ତ୍ର ଶାସନ ସଚିବ ପାହ୍ୟାକୁ ପଦୋନ୍ନତି
ଆଜିର ଖବର

୧୪ ବରିଷ୍ଠ ଓଏଏସ୍ ସ୍ୱତନ୍ତ୍ର ଶାସନ ସଚିବ ପାହ୍ୟାକୁ ପଦୋନ୍ନତି

September 18, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
14 senior OAS officers promoted to the rank of Special Secretary.
14 senior OAS officers promoted to the rank of Special Secretary.

ଭୁବନେଶ୍ୱର: ଓଡ଼ିଶା ଲୋକସେବା ଆୟୋଗଙ୍କ ପରାମର୍ଶକ୍ରମେ ରାଜ୍ୟ ସରକାର ବିଭିନ୍ନ ବିଭାଗରେ କାର୍ଯ୍ୟରତ ୧୪ ଜଣ ଅତିରିକ୍ତ ଶାସନ ସଚିବ ଥିବା ବରିଷ୍ଠ ଓଏଏସ୍‌ଙ୍କୁ ସ୍ୱତନ୍ତ୍ର ଶାସନ ସଚିବ ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି। ଶୁକ୍ରବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ପଦୋନ୍ନତି ପାଇଥିବା ଅଧିକାରୀମାନେ ହେଉଛନ୍ତି ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ଶାସନ ସଚିବ ତଥା ବେସାମରିକ ବିମାନ ଚଳାଚଳର ଅତିରିକ୍ତ ନିର୍ଦ୍ଦେଶକ ଦାୟିତ୍ୱ ତୁଲାଉଥିବା ରଶ୍ମି ରଞ୍ଜନ ନାୟକ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ ସୁମିତା ଦାସ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ଶାସନ ସଚିବ ଗୌରହରି ବେହେରା, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗର ଅତିରିକ୍ତ ଶାସନ ସଚିବ ବିକ୍ରମାଦିତ୍ୟ ବାରିକ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ଶାସନ ସଚିବ ଦୁର୍ଗା ପ୍ରସାଦ ମହାପାତ୍ର, ମହିଳା ଓ ଶିଶୁ ବିକାଶ ବିଭାଗର ଅତିରିକ୍ତ ଶାସନ ସଚିବ ଇତିଶ୍ରୀ ଦାସ ଓ କୃତିବାସ ରାଉତ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସୁରଞ୍ଜନ ପ୍ରଧାନ, ଉଚ୍ଚଶିକ୍ଷା ବିଭାଗର ଡଃ. ଧରଣୀଧର ନନ୍ଦ, ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ଶାସନ ସଚିବ ବିଧାନ ଚନ୍ଦ୍ର ରାୟ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ଶାସନ ସଚିବ ମନସ୍ୱିନୀ ସାହୁ ଏବଂ କମ୍ପଟ୍ରୋଲର, ଗଭର୍ଣ୍ଣର୍ସ ହାଉସହୋଲ୍ଡ, ଭୁବନେଶ୍ୱର କମ୍ପଟ୍ରୋଲର, ଗଭର୍ଣ୍ଣର୍ସ ହାଉସହୋଲ୍ଡ, ଭୁବନେଶ୍ୱର ଭାବେ ନିତ୍ୟାନନ୍ଦ ବାରିକ ପଦୋନ୍ନତି ପାଇଛନ୍ତି।

ଓଏଏସ୍‌ ସଚିବ
Share. Facebook Twitter LinkedIn Email WhatsApp Copy Link

Related Posts

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଇକକୁ ଧକ୍କା ଦେଇ ନାଳକୁ ଖସିଲା ବୋଲେରୋ, ବାପ-ପୁଅ ଓ ନାତିଙ୍କ ମୃତ୍ୟୁ

September 18, 2026

ବିଜେପି ସରକାର ଆସିବା ପରେ ରାଜ୍ୟକୁ ଛୁଟୁଛି ନିବେଶର ସୁଅ

September 18, 2026

ପୂର୍ବତଟ ରେଳପଥର ସ୍ୱଚ୍ଛତା ହିଁ ସେବା- ୨୦୨୬ ଅଭିଯାନ ଆରମ୍ଭ

September 18, 2026

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

September 18, 2026
Latest News

୧୪ ବରିଷ୍ଠ ଓଏଏସ୍ ସ୍ୱତନ୍ତ୍ର ଶାସନ ସଚିବ ପାହ୍ୟାକୁ ପଦୋନ୍ନତି

September 18, 2026

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଇକକୁ ଧକ୍କା ଦେଇ ନାଳକୁ ଖସିଲା ବୋଲେରୋ, ବାପ-ପୁଅ ଓ ନାତିଙ୍କ ମୃତ୍ୟୁ

September 18, 2026

ବିଜେପି ସରକାର ଆସିବା ପରେ ରାଜ୍ୟକୁ ଛୁଟୁଛି ନିବେଶର ସୁଅ

September 18, 2026

ପୂର୍ବତଟ ରେଳପଥର ସ୍ୱଚ୍ଛତା ହିଁ ସେବା- ୨୦୨୬ ଅଭିଯାନ ଆରମ୍ଭ

September 18, 2026

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

September 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.