Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଥା କଟାକଟିରୁ ରଣକ୍ଷେତ୍ର, ବରଗଡ଼ରେ ଦୁଇ ଗୋଷ୍ଠୀ ମଧ୍ୟରେ ହିଂସା
ଆଜିର ଖବର

କଥା କଟାକଟିରୁ ରଣକ୍ଷେତ୍ର, ବରଗଡ଼ରେ ଦୁଇ ଗୋଷ୍ଠୀ ମଧ୍ୟରେ ହିଂସା

September 19, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ବରଗଡ଼: ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଭୟଙ୍କର ଗୋଷ୍ଠୀ ସଂଘର୍ଷ ଘଟିଛି। ସାମାନ୍ୟ କଥା କଟାକଟିରୁ ଆରମ୍ଭ ହୋଇଥିବା ଗଣ୍ଡଗୋଳ ପରେ ହିଂସାତ୍ମକ ରୂପ ନେଇଥିଲା। ଏହି ଘଟଣାରେ ଭୁଜାଲି ଓ ଛୁରୀ ମାଡ଼ରେ ଅତି କମ୍‌ରେ ୮ ଜଣ ଆହତ ହୋଇଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ପାତିକାରପଲ୍ଲୀ ଅଞ୍ଚଳରେ କୌଣସି କଥାକୁ କେନ୍ଦ୍ର କରି ଦୁଇ ପକ୍ଷ ମଧ୍ୟରେ ବାକ୍‌ବିତଣ୍ଡା ଆରମ୍ଭ ହୋଇଥିଲା। ପରେ ଏହା ଉଗ୍ର ରୂପ ନେବା ସହ ଉଭୟ ପକ୍ଷର ଲୋକେ ପରସ୍ପରକୁ ଆକ୍ରମଣ କରିଥିଲେ। ଏହି ସମୟରେ ଭୁଜାଲି ଓ ଛୁରୀ ଭଳି ଧାରୁଆ ଅସ୍ତ୍ର ବ୍ୟବହାର ହୋଇଥିବା ଅଭିଯୋଗ ରହିଛି।

ଅସ୍ତ୍ର ମାଡ଼ରେ ଅତି କମ୍‌ରେ ୮ ଜଣ ଆହତ ହୋଇଛନ୍ତି। ଘଟଣା ପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତମାନଙ୍କୁ ଉଦ୍ଧାର କରାଯାଇ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା।

ଆହତମାନଙ୍କ ମଧ୍ୟରୁ ୨ ଜଣଙ୍କ ସ୍ୱାସ୍ଥ୍ୟାବସ୍ଥା ଅତ୍ୟନ୍ତ ଗୁରୁତର ଥିବାରୁ ଅଧିକ ଚିକିତ୍ସା ପାଇଁ ସେମାନଙ୍କୁ ବୁର୍ଲା ଭୀମସାର (VIMSAR) ସ୍ଥାନାନ୍ତର କରାଯାଇଛି। ଅନ୍ୟ ଆହତମାନେ ବରଗଡ଼ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି।

ଖବର ପାଇ ବରଗଡ଼ ଟାଉନ୍ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିଥିଲା। ଗୋଷ୍ଠୀ ସଂଘର୍ଷର ପ୍ରକୃତ କାରଣ କ’ଣ ଏବଂ ଘଟଣାରେ କେଉଁମାନେ ସମ୍ପୃକ୍ତ, ସେନେଇ ପୁଲିସ ତଦନ୍ତ ଓ ପଚରାଉଚୁରା ଜାରି ରଖିଛି।

#KnifeAttack violence
Share. Facebook Twitter LinkedIn Email WhatsApp Copy Link

Related Posts

ଭିଜିଲାନ୍ସ ସଚେତନତା ଜନଜାଗରଣ ନିମନ୍ତେ ଏମ୍ସ ଭୁବନେଶ୍ବର ପକ୍ଷରୁ ୱାକାଥନ୍ ଆୟୋଜିତ

October 31, 2026

ଦୀପାବଳିରେ ବାଣ ଫୁଟାଇବା ନେଇ ଗାଇଡ୍‌ଲାଇନ୍ ଜାରି: ରାତି ୯ଟା ପରେ ବାଣଫୁଟା ବନ୍ଦ

October 31, 2026

ବିଜେପି ର ମିଶ୍ରଣ ପର୍ବ: ଚିଲିକାରେ ପଦ୍ମ ଧରିଲେ ବିଜେଡ଼ି ନେତା

October 31, 2026

‘ରାଷ୍ଟ୍ରୀୟ ଏକତା ଦିବସ’ ଅବସରରେ ‘ଏକତା ଦୌଡ଼’ ର ଶୁଭାରମ୍ଭ କଲେ ଗୃହମନ୍ତ୍ରୀ

October 31, 2026
Latest News

ଭିଜିଲାନ୍ସ ସଚେତନତା ଜନଜାଗରଣ ନିମନ୍ତେ ଏମ୍ସ ଭୁବନେଶ୍ବର ପକ୍ଷରୁ ୱାକାଥନ୍ ଆୟୋଜିତ

October 31, 2026

ଦୀପାବଳିରେ ବାଣ ଫୁଟାଇବା ନେଇ ଗାଇଡ୍‌ଲାଇନ୍ ଜାରି: ରାତି ୯ଟା ପରେ ବାଣଫୁଟା ବନ୍ଦ

October 31, 2026

ବିଜେପି ର ମିଶ୍ରଣ ପର୍ବ: ଚିଲିକାରେ ପଦ୍ମ ଧରିଲେ ବିଜେଡ଼ି ନେତା

October 31, 2026

‘ରାଷ୍ଟ୍ରୀୟ ଏକତା ଦିବସ’ ଅବସରରେ ‘ଏକତା ଦୌଡ଼’ ର ଶୁଭାରମ୍ଭ କଲେ ଗୃହମନ୍ତ୍ରୀ

October 31, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

October 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.