Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜେସିବି ଧକ୍କାରେ ମୋଟରସାଇକେଲ ଆରୋହୀ ମୃତ
ଆଜିର ଖବର

ଜେସିବି ଧକ୍କାରେ ମୋଟରସାଇକେଲ ଆରୋହୀ ମୃତ

September 19, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଡ଼କ ଦୁର୍ଘଟଣା
ଜେସିବି ଧକ୍କାରେ ମୋଟରସାଇକେଲ ଆରୋହୀ ମୃତ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ଚମାଖଣ୍ଡି ଥାନା ଅନ୍ତର୍ଗତ ନରେନ୍ଦ୍ର ପୁର ଉପକଣ୍ଠ ଟାଟା କଲୋନୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ମିଲନ୍ ପ୍ରଧାନ ନାମକ ଜଣେ ଯୁବକ ର ମୃତ୍ୟୁ ଘଟିଛି। ମୃତ ଯୁବକଙ୍କ ଘର ନିକଟସ୍ଥ ଶୀତଳାପଲୀ ଗ୍ରାମରେ ଓ ସେ ନିଜ ମୋଟରସାଇକେଲ ଯୋଗେ ନରେନ୍ଦ୍ରପୁର ଯାଉଥିବା ବେଳେ ଗୋଟିଏ ଜେସିବି ଗାଡ଼ି ଆସି ଧକ୍କା ଦେଇଥିଲା। ଯାହା ଫଳରେ ସେ ଗୁରୁତର ଆହତ ହୋଇ ରାସ୍ତାରେ ପଡ଼ିଥିଲେ।

ଉପସ୍ଥିତ ଲୋକ ତାଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଦୁର୍ଘଟଣା ପରେ ମୃତ ମିଲନ୍ ର ଭାଇ ପୃଥିବୀ ପ୍ରଧାନ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡି ଜବତ କରିବା ସହ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

ଗଞ୍ଜାମ ଜିଲ୍ଲା ଚମାଖଣ୍ଡି ଥାନା ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

“ବଡ଼ ଠକ…”: ମକ୍କା ଚୁକ୍ତି ଉପରେ ପାକିସ୍ତାନକୁ ସମାଲୋଚନା କଲେ ପୂର୍ବତନ ଆମେରିକାର NSA

September 19, 2026

ଗଣେଶ ଭସାଣି ବେଳେ ଜେନେରେଟରରୁ ନିଆଁ ଲାଗି ୫ ଶିଶୁ ଗୁରୁତର

September 19, 2026

ଋଷ-ଇରାନ ପ୍ରତିବନ୍ଧକ ବିଲ୍‌ରେ ସ୍ୱାକ୍ଷର କଲେ ଟ୍ରମ୍ପ, ଲାଗିପାରେ ୧୦୦% ଯାଏଁ ଶୁଳ୍କ

September 19, 2026

କୁନୋରେ ଭାରତ-ଜନ୍ମିତ ‘KGP12’ ଦେଲା ୪ ଶାବକ, ମୋଟ ସଂଖ୍ୟା ୫୬କୁ ବୃଦ୍ଧି

September 19, 2026
Latest News

ଜେସିବି ଧକ୍କାରେ ମୋଟରସାଇକେଲ ଆରୋହୀ ମୃତ

September 19, 2026

“ବଡ଼ ଠକ…”: ମକ୍କା ଚୁକ୍ତି ଉପରେ ପାକିସ୍ତାନକୁ ସମାଲୋଚନା କଲେ ପୂର୍ବତନ ଆମେରିକାର NSA

September 19, 2026

ଗଣେଶ ଭସାଣି ବେଳେ ଜେନେରେଟରରୁ ନିଆଁ ଲାଗି ୫ ଶିଶୁ ଗୁରୁତର

September 19, 2026

ଋଷ-ଇରାନ ପ୍ରତିବନ୍ଧକ ବିଲ୍‌ରେ ସ୍ୱାକ୍ଷର କଲେ ଟ୍ରମ୍ପ, ଲାଗିପାରେ ୧୦୦% ଯାଏଁ ଶୁଳ୍କ

September 19, 2026

କୁନୋରେ ଭାରତ-ଜନ୍ମିତ ‘KGP12’ ଦେଲା ୪ ଶାବକ, ମୋଟ ସଂଖ୍ୟା ୫୬କୁ ବୃଦ୍ଧି

September 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.