Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅପରାଧୀ ଓ ଅସାମାଜିକଙ୍କ ଉପରେ କଡ଼ା ନଜର: ୨୧ରୁ ରାଜ୍ୟବ୍ୟାପୀ ‘ଦମନ’ ଅଭିଯାନ
ଆଜିର ଖବର

ଅପରାଧୀ ଓ ଅସାମାଜିକଙ୍କ ଉପରେ କଡ଼ା ନଜର: ୨୧ରୁ ରାଜ୍ୟବ୍ୟାପୀ ‘ଦମନ’ ଅଭିଯାନ

September 19, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଶା ପୋଲିସ
ଅପରାଧୀ ଓ ଅସାମାଜିକଙ୍କ ଉପରେ କଡ଼ା ନଜର: ୨୧ରୁ ରାଜ୍ୟବ୍ୟାପୀ ‘ଦମନ’ ଅଭିଯାନ

ଭୁବନେଶ୍ଵର: ଆଗାମୀ ପାର୍ବଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଶାନ୍ତି ଓ ଶୃଙ୍ଖଳା ବଜାୟ ରଖିବା ସହ ଅପରାଧୀ ଓ ଅସାମାଜିକଙ୍କ ଉପରେ କଡ଼ା ପଦକ୍ଷେପ ନେବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ସ୍ୱତନ୍ତ୍ର ଅଭିଯାନ ‘ଦମନ’ ଆରମ୍ଭ କରାଯାଉଛି।

ଏହି ଅଭିଯାନ ୨୧.୦୯.୨୦୨୬ରୁ ୩୦.୦୯.୨୦୨୬ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଚାଲିବ। ଅଭିଯାନ ସମୟରେ ଅପରାଧୀ ଓ ଅସାମାଜିକଙ୍କ ଗତିବିଧି ଉପରେ କଡ଼ା ନଜର ରଖାଯିବ। ଜାମିନ ବିହୀନ ଗିରଫ ପରୱାନା କାର୍ଯ୍ୟକାରୀ କରିବା ସହ ପ୍ରତିଷେଧମୂଳକ ଆଇନଗତ ପଦକ୍ଷେପ ନିଆଯିବ। ବେଆଇନ କାର୍ଯ୍ୟକଳାପ ବିରୋଧରେ ଚଢ଼ାଉ ଓ ଗିରଫଦାରୀକୁ ମଧ୍ୟ ଗୁରୁତ୍ୱ ଦିଆଯିବ।

ବେଆଇନ ମଦ କାରବାର, ନିଶାଦ୍ରବ୍ୟ ଚାଲାଣ, ବେଆଇନ ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ କାରବାର ଉପରେ ସ୍ୱତନ୍ତ୍ର ନଜର ରଖାଯିବ। ବଳପୂର୍ବକ ଚାନ୍ଦା ଆଦାୟ ଏବଂ ସଂଗଠିତ ଅପରାଧ ବିରୋଧରେ ମଧ୍ୟ କଡ଼ା ଆଇନଗତ ପଦକ୍ଷେପ ନିଆଯିବ।

ଅପରାଧୀଙ୍କ ଗତିବିଧି ରୋକିବା ପାଇଁ ସୀମାନ୍ତ ଅଞ୍ଚଳରେ ବ୍ଲକିଂ ଓ ବର୍ଡର ସିଲିଂ କରାଯିବ। ଜିଲ୍ଲା ପୋଲିସ, ରେଳବାଇ ପୋଲିସ, କମିଶନରେଟ୍ ପୋଲିସ ଓ ସମ୍ପୃକ୍ତ ପୋଲିସ ୟୁନିଟ୍‌ଗୁଡ଼ିକ ପରସ୍ପର ସମନ୍ୱୟରେ ଏହି ଅଭିଯାନକୁ କାର୍ଯ୍ୟକାରୀ କରିବେ।

ପର୍ବପର୍ବାଣୀ ସମୟରେ ରାଜ୍ୟବାସୀଙ୍କ ସୁରକ୍ଷା ଓ ଶାନ୍ତିପୂର୍ଣ୍ଣ ପରିବେଶ ସୁନିଶ୍ଚିତ କରିବା ସହ ଅପରାଧ ନିୟନ୍ତ୍ରଣ ପାଇଁ ଓଡ଼ିଶା ପୋଲିସର ନିରନ୍ତର ପ୍ରୟାସ ଜାରି ରହିବ।

‘ଦମନ’ ଅଭିଯାନ ଅପରାଧୀ ଅସାମାଜିକ ଓଡିଶା ପୋଲିସ
Share. Facebook Twitter LinkedIn Email WhatsApp Copy Link

Related Posts

କୋରାପୁଟ ମେଡିକାଲ୍ କଲେଜରେ ବଢ଼ିବ ୨୫ ଏମ୍‌ବିବିଏସ୍ ସିଟ୍‌

October 31, 2026

ମେଘାଳୟ ରାଜନୀତିରେ ବଡ଼ ଭୂକମ୍ପ! ୧୧ ବିଧାୟକ ଦଳ ଛାଡ଼ିବା ପରେ ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ UDP ମୁଖ୍ୟ

October 31, 2026

ଶ୍ରୀଜଗନ୍ନାଥଙ୍କ ନାମକୁ ଫେରିବ ୪୫୦ କୋଟିର ଜମି

October 31, 2026

ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରଶାସନର ଆଗୁଆ ପ୍ରସ୍ତୁତି, ରବିବାର ଖୋଲା ରହିବ ସରକାରୀ ଅଫିସ୍

October 31, 2026
Latest News

କୋରାପୁଟ ମେଡିକାଲ୍ କଲେଜରେ ବଢ଼ିବ ୨୫ ଏମ୍‌ବିବିଏସ୍ ସିଟ୍‌

October 31, 2026

ମେଘାଳୟ ରାଜନୀତିରେ ବଡ଼ ଭୂକମ୍ପ! ୧୧ ବିଧାୟକ ଦଳ ଛାଡ଼ିବା ପରେ ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ UDP ମୁଖ୍ୟ

October 31, 2026

ଶ୍ରୀଜଗନ୍ନାଥଙ୍କ ନାମକୁ ଫେରିବ ୪୫୦ କୋଟିର ଜମି

October 31, 2026

ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରଶାସନର ଆଗୁଆ ପ୍ରସ୍ତୁତି, ରବିବାର ଖୋଲା ରହିବ ସରକାରୀ ଅଫିସ୍

October 31, 2026

ମା’ଙ୍କ ସହ ଝଗଡ଼ା କରୁଥିଲା ବାପା, ଅଟକାଇବାକୁ ଯାଇ ଜୀବନ ହାରିଲା ପୁଅ! ଛୁରାମାଡ଼ରେ ଚାଲିଗଲା ଜୀବନ

October 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.