Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଫ ସିରଫ ବେପାରୀଙ୍କୁ ଏନକାଉଣ୍ଟର, ପୋଲିସ ଗୁଳିରେ ଜଣେ ଆହତ
ଆଜିର ଖବର

କଫ ସିରଫ ବେପାରୀଙ୍କୁ ଏନକାଉଣ୍ଟର, ପୋଲିସ ଗୁଳିରେ ଜଣେ ଆହତ

September 20, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମ୍ବଲପୁର: କଫ ସିରଫ ଚାଲାଣ ବେଳେ ପୋଲିସ ଓ ବେପାରୀଙ୍କ ମଧ୍ୟରେ ଗୁଳିବିନିମୟ। ସମ୍ବଲପୁର ଜିଲ୍ଲା ରେଙ୍ଗାଲିର ଜଙ୍ଗଲା-ପାଣ୍ଡଲୋଇ ରାସ୍ତାରେ ପୋଲିସର ଏନକାଉଣ୍ଟରରେ କଫ ସିରଫ ବେପାରୀ ପ୍ରୀତମ ବିଶ୍ୱାଳ ଆହତ ହୋଇଛନ୍ତି। ଆହତ ପ୍ରୀତମଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲ ପଠାଯାଇଥିବା ସୂଚନା ମିଳିଛି।

ସୂଚନା ଅନୁସାରେ, ୨ଟି କାରରେ କଫ ସିରଫ ଚାଲାଣ ହେଉଥିବା ବେଳେ ପୋଲିସ ଯାଞ୍ଚ କରିଥିଲା। ଏହି ସମୟରେ ଗାଡ଼ି ଚାଳକ ଓ ପୋଲିସ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ପ୍ରଥମ କାରର ଡ୍ରାଇଭରକୁ ପୋଲିସ ଅଟକ ରଖିଥିବା ବେଳେ ଅନ୍ୟ ଜଣେ ଫେରାର ହୋଇଯାଇଛନ୍ତି। ଗୋଟିଏ ଦେଶୀ ବନ୍ଧୁକ ସହ ବିପୁଳ କଫ ସିରଫ ଜବତ ।

ଅନ୍ୟପଟେ, ନମ୍ବର ବିହୀନ ଦ୍ୱିତୀୟ କାରଟି ରାସ୍ତାକଡ଼ରେ ଥିବା ଗଛରେ ପିଟି ହୋଇଥିଲା। ପୋଲିସ ନିକଟକୁ ଗାଡ଼ି ଚାଳକ ଗୁଳିମାଡ଼ କରିଥିବା ଅଭିଯୋଗ ହୋଇଛି। ଆତ୍ମରକ୍ଷା ପାଇଁ ପୋଲିସ ପାଲଟା ଗୁଳି ଚଳାଇଥିବା ବେଳେ ପ୍ରୀତମ ବିଶ୍ୱାଳ ଆହତ ହୋଇଛନ୍ତି। ଘଟଣାକୁ ନେଇ ପୋଲିସ ପକ୍ଷରୁ ଅଧିକ ତଦନ୍ତ ଜାରି ରହିଛି।

#CoughSyrupSmuggling policeencounter
Share. Facebook Twitter LinkedIn Email WhatsApp Copy Link

Related Posts

ପିଏସ୍‌ୟୁ କର୍ମଚାରୀଙ୍କୁ ଦଶହରା ଭେଟି, ୨% ବଢିଲା ମହଙ୍ଗା ଭତ୍ତା

September 20, 2026

ସ୍ତ୍ରୀଙ୍କୁ ପିଟି ହତ୍ୟା ପରେ ସ୍ୱାମୀଙ୍କ ଆତ୍ମହତ୍ୟା, ଦୁଇ ସନ୍ତାନ ଅନାଥ!

September 20, 2026

ନୂଆଦିଲ୍ଲୀ ଗସ୍ତରୁ ଫେରିଲେ ମୁଖ୍ୟମନ୍ତ୍ରୀ, କ୍ଲିନ୍ ଏନର୍ଜି ଉତ୍ପାଦନ ଦିଗରେ ଓଡ଼ିଶା ଅଗ୍ରସର

September 20, 2026

ଜୀ ସାର୍ଥକ ‘ଦେଖନ୍ତୁ ଲଗାତାର ଜିତନ୍ତୁ କାର’ ମେଗା କଣ୍ଟେଷ୍ଟର ମେଗା ବିଜେତା ହେଲେ “ମମତା ଦାସ”

September 20, 2026
Latest News

କଫ ସିରଫ ବେପାରୀଙ୍କୁ ଏନକାଉଣ୍ଟର, ପୋଲିସ ଗୁଳିରେ ଜଣେ ଆହତ

September 20, 2026

ପିଏସ୍‌ୟୁ କର୍ମଚାରୀଙ୍କୁ ଦଶହରା ଭେଟି, ୨% ବଢିଲା ମହଙ୍ଗା ଭତ୍ତା

September 20, 2026

ସ୍ତ୍ରୀଙ୍କୁ ପିଟି ହତ୍ୟା ପରେ ସ୍ୱାମୀଙ୍କ ଆତ୍ମହତ୍ୟା, ଦୁଇ ସନ୍ତାନ ଅନାଥ!

September 20, 2026

ନୂଆଦିଲ୍ଲୀ ଗସ୍ତରୁ ଫେରିଲେ ମୁଖ୍ୟମନ୍ତ୍ରୀ, କ୍ଲିନ୍ ଏନର୍ଜି ଉତ୍ପାଦନ ଦିଗରେ ଓଡ଼ିଶା ଅଗ୍ରସର

September 20, 2026

Car Overloading Rules: କାରରେ ଓଭରଲୋଡିଂ ପଡ଼ିପାରେ ମହଙ୍ଗା: ଜରିମାନା ସହ ଜୀବନ ପ୍ରତି ବିପଦ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.