Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହଙ୍ଗା ପଡ଼ିଲା ମୋଦିଙ୍କୁ ପ୍ରଶଂସା କରିବା : ଶଶିଙ୍କୁ ସ୍ପଷ୍ଟୀକରଣ ମାଗିଲା କଂଗ୍ରେସ
ଆଜିର ଖବର

ମହଙ୍ଗା ପଡ଼ିଲା ମୋଦିଙ୍କୁ ପ୍ରଶଂସା କରିବା : ଶଶିଙ୍କୁ ସ୍ପଷ୍ଟୀକରଣ ମାଗିଲା କଂଗ୍ରେସ

August 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
କଂଗ୍ରେସ ନେତା ଶଶି ଥରୁର
କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରିବା କଂଗ୍ରେସ ସାଂସଦ ଶଶି ଥରୁରଙ୍କୁ ଭାରି ପଡିଛି । ଦଳୀୟ ନେତାଙ୍କ ସମାଲୋଚନାର ଶିକାର ହେବାକୁ ପଡିଛି ।  ପୂର୍ବରୁ ଦଳର ସାଂସଦମାନେ ଶଶିଙ୍କ ଏହି ବୟାନକୁ ନେଇ ସମାଲୋଚନା କରିଥିଲେ ଏବେ କେରଳ କଂଗ୍ରେସ ତାଙ୍କୁ ଏହା ଉପରେ ସ୍ପଷ୍ଟୀକରଣ ମାଗିଛି । କେରଳ କଂଗ୍ରେସ ଅଧ୍ୟକ୍ଷ ମୁଲାପଲ୍ଲୀ ରାମଚନ୍ଦ୍ର ତାଙ୍କୁ ଏନେ ଜବାବ ମାଗିଛନ୍ତି । କନ୍ନୁରରେ ରାମଚନ୍ଦ୍ର କହିଛନ୍ତି, “ସେ ଥରୁରଙ୍କ ଠାରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କରିବା ଉପରେ ସ୍ପଷ୍ଟୀକରଣ ଚାହାନ୍ତି । ତାଙ୍କ ସ୍ପଷ୍ଟୀକରଣକୁ ଆଧାର କରି ଭବିଷ୍ୟତରେ କାର୍ଯ୍ୟାନୁଷ୍ଠାନ ନିଆଯିବ” ।  ଏହାପରେ ଥରୁର କହିଛନ୍ତି ଯେ, “ମୁଁ ମୋର କଂଗ୍ରେସ ବନ୍ଧୁମାନଙ୍କୁ କହିବାକୁ ଚାହୁଁଛି ଯେ ମୋର ଚିନ୍ତାଧାରାକୁ ସମ୍ମାନ ଦିଅନ୍ତୁ । ଥରୁର୍‌ ଆହୁରି ମଧ୍ୟ କହିଛନ୍ତି ଯେ, ସେ ମୋଦି ସରକାରଙ୍କ ଏକ କଠୋର ସମାଲୋଚକ ।  ଲୋକସଭା ନେତା ଅଧିର ରଞ୍ଜନ ଚୌଧୁରୀ ମଧ୍ୟ ଥରୁରଙ୍କ ବୟାନର କଡା ସମାଲୋଚନା କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଏପ୍ରିଲ ୧୭ ତାରିଖ ଶୁକ୍ରବାର ଦିନ ସାତୋଟି ରାଶିର ଭାଗ୍ୟ ହେବ ଉଜ୍ଜ୍ଵଳ

April 17, 2026

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026
Latest News

ଆଜି ଏପ୍ରିଲ ୧୭ ତାରିଖ ଶୁକ୍ରବାର ଦିନ ସାତୋଟି ରାଶିର ଭାଗ୍ୟ ହେବ ଉଜ୍ଜ୍ଵଳ

April 17, 2026

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.