Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଓବାଦୀ-ସୁରକ୍ଷାବାହିନୀ ମଧ୍ୟରେ ଗୁଳି ବିନିମୟ: ଜଣେ ଯବାନ ଶହୀଦ
ଆଜିର ଖବର

ମାଓବାଦୀ-ସୁରକ୍ଷାବାହିନୀ ମଧ୍ୟରେ ଗୁଳି ବିନିମୟ: ଜଣେ ଯବାନ ଶହୀଦ

August 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଂଚଳ ଓ ବଣ୍ଡାଘାଟି ସୀମାରେ ମାଓବାଦୀ ଏବଂ ସୁରକ୍ଷାବାହିନୀଙ୍କ ମଧ୍ୟରେ ବୁଧବାର ସକାଳୁ ଗୁଳି ବିନିମୟ ହୋଇଛି । ମାଓବାଦୀଙ୍କ ଗୁଳିରେ ଜଣେ ଯବାନ ଶହୀଦ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି । ସୂଚନା ଅନୁଯାୟୀ, ଖଇରପୁଟଠାରୁ ୫ ରୁ ୬ କିଲୋମିଟର ଦୂର ବଣ୍ଡାଘାଟିରେ ଥିବା ଏକ ପାହାଡ଼ରେ ମାଓ ଶିବିର ଥିବା ନେଇ ପୋଲିସକୁ ସୂଚନା ମିଳିଥିଲା । ଏହା ପରେ ସୁରକ୍ଷାବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ୍‌ ଆରମ୍ଭ ହୋଇଥିଲା । ଏସ୍‌ଓଜି ଓ ଡିଭିଏଫ୍‌ ଫୋର୍ସ ମିଳିତ ଭାବେ ବଣ୍ଡାଘାଟିରେ ଅପରେସନ୍‌ ଆରମ୍ଭ କରିଥିଲେ । ଏହି ସମୟରେ ମାଓବାଦୀ ଓ ସୁରକ୍ଷାବାହିନୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏହି ଗୁଳି ବିନିମୟରେ ଜଣେ ଯବାନଙ୍କ ଦେହରେ ଗୁଳି ବାଜିଥିଲା । ଫଳରେ ସେ ଶହୀଦ ହୋଇଯାଇଛନ୍ତି । ଗୁରୁତର ଯବାନଙ୍କୁ ଖଇରପୁଟ ଅଣାଯିବା ପରେ ହେଲିକପ୍ଟରରେ ବିଶାଖାପାଟଣା ସ୍ଥାନାନ୍ତର କରାଯିବାର ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଲୋଇସିଂହାଠାରେ ନମୋ ଯୁବ ଗଣଦୌଡ଼ର ଶୁଭାରମ୍ଭ କଲେ ସ୍ବାସ୍ଥ୍ୟମନ୍ତ୍ରୀ

September 22, 2025

କାର୍ତ୍ତିକ ମାସ ପୂର୍ବରୁ ଛତିଶା ନିଯୋଗ ଓ ନୀତି ସବ୍ କମିଟିର ବୈଠକ

September 22, 2025

ଭୁବନେଶ୍ୱରଠାରେ ଭିଜନ ଓଡିଶା ହେଲଥ୍ କନକ୍ଲେଭ-2025 ଅନୁଷ୍ଠିତ

September 22, 2025

ଦୃଷ୍ଟିହୀନଙ୍କ ପାଇଁ କଲେଜ ଓ ଛାତ୍ରାବାସର ଭିତ୍ତିପ୍ରସ୍ତର କଲେ କେନ୍ଦ୍ର ଗୃହମନ୍ତ୍ରୀ

September 22, 2025
Latest News

ଲୋଇସିଂହାଠାରେ ନମୋ ଯୁବ ଗଣଦୌଡ଼ର ଶୁଭାରମ୍ଭ କଲେ ସ୍ବାସ୍ଥ୍ୟମନ୍ତ୍ରୀ

September 22, 2025

କାର୍ତ୍ତିକ ମାସ ପୂର୍ବରୁ ଛତିଶା ନିଯୋଗ ଓ ନୀତି ସବ୍ କମିଟିର ବୈଠକ

September 22, 2025

ଭୁବନେଶ୍ୱରଠାରେ ଭିଜନ ଓଡିଶା ହେଲଥ୍ କନକ୍ଲେଭ-2025 ଅନୁଷ୍ଠିତ

September 22, 2025

ଦୃଷ୍ଟିହୀନଙ୍କ ପାଇଁ କଲେଜ ଓ ଛାତ୍ରାବାସର ଭିତ୍ତିପ୍ରସ୍ତର କଲେ କେନ୍ଦ୍ର ଗୃହମନ୍ତ୍ରୀ

September 22, 2025

ଆଜି ସେପ୍ଟେମ୍ବର ୨୨ ତାରିଖ ସୋମବାରରେ ନଅଟି ରାଶି ପ୍ରତି ସୂର୍ଯ୍ୟ ଦେବଙ୍କର ରହିଛି ଆଶୀର୍ବାଦ

September 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.