Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଓବାଦୀ-ସୁରକ୍ଷାବାହିନୀ ମଧ୍ୟରେ ଗୁଳି ବିନିମୟ: ଜଣେ ଯବାନ ଶହୀଦ
ଆଜିର ଖବର

ମାଓବାଦୀ-ସୁରକ୍ଷାବାହିନୀ ମଧ୍ୟରେ ଗୁଳି ବିନିମୟ: ଜଣେ ଯବାନ ଶହୀଦ

August 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଂଚଳ ଓ ବଣ୍ଡାଘାଟି ସୀମାରେ ମାଓବାଦୀ ଏବଂ ସୁରକ୍ଷାବାହିନୀଙ୍କ ମଧ୍ୟରେ ବୁଧବାର ସକାଳୁ ଗୁଳି ବିନିମୟ ହୋଇଛି । ମାଓବାଦୀଙ୍କ ଗୁଳିରେ ଜଣେ ଯବାନ ଶହୀଦ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି । ସୂଚନା ଅନୁଯାୟୀ, ଖଇରପୁଟଠାରୁ ୫ ରୁ ୬ କିଲୋମିଟର ଦୂର ବଣ୍ଡାଘାଟିରେ ଥିବା ଏକ ପାହାଡ଼ରେ ମାଓ ଶିବିର ଥିବା ନେଇ ପୋଲିସକୁ ସୂଚନା ମିଳିଥିଲା । ଏହା ପରେ ସୁରକ୍ଷାବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ୍‌ ଆରମ୍ଭ ହୋଇଥିଲା । ଏସ୍‌ଓଜି ଓ ଡିଭିଏଫ୍‌ ଫୋର୍ସ ମିଳିତ ଭାବେ ବଣ୍ଡାଘାଟିରେ ଅପରେସନ୍‌ ଆରମ୍ଭ କରିଥିଲେ । ଏହି ସମୟରେ ମାଓବାଦୀ ଓ ସୁରକ୍ଷାବାହିନୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏହି ଗୁଳି ବିନିମୟରେ ଜଣେ ଯବାନଙ୍କ ଦେହରେ ଗୁଳି ବାଜିଥିଲା । ଫଳରେ ସେ ଶହୀଦ ହୋଇଯାଇଛନ୍ତି । ଗୁରୁତର ଯବାନଙ୍କୁ ଖଇରପୁଟ ଅଣାଯିବା ପରେ ହେଲିକପ୍ଟରରେ ବିଶାଖାପାଟଣା ସ୍ଥାନାନ୍ତର କରାଯିବାର ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ହିଣ୍ଡାଲ୍‌କୋର ମୀନାକ୍ଷୀ କୋଇଲା ଖଣି ପାଇଁ ଜନଶୁଣାଣିରେ ମିଳିଲା ପ୍ରବଳ ଜନ ସମର୍ଥନ

September 11, 2026
Latest News

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.