Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି କେନ୍ଦ୍ର କ୍ୟାବିନେଟ୍‌ରେ ଜାମ୍ମୁ-କଶ୍ମୀର ପାଇଁ ହୋଇପାରେ ବଡ଼ ଘୋଷଣା
ଆଜିର ଖବର

ଆଜି କେନ୍ଦ୍ର କ୍ୟାବିନେଟ୍‌ରେ ଜାମ୍ମୁ-କଶ୍ମୀର ପାଇଁ ହୋଇପାରେ ବଡ଼ ଘୋଷଣା

August 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜି କେନ୍ଦ୍ର କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ । ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ଜାମ୍ମୁ ଓ କାଶ୍ମୀର ପାଇଁ ସରକାର ବଡ଼ ଘୋଷଣା କରିପାରନ୍ତି ବୋଲି ଚର୍ଚ୍ଚା ରହିଛି। ଜମ୍ମୁକାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବା ପରେ ଏଠାରେ ଶାନ୍ତି ତଥା ଏହାର ଉନ୍ନତି ନିମେନ୍ତ ସରକାର ପ୍ରୟାସରତ । ଆଜିର କ୍ୟାବିନେଟ୍‌ ବୈଠକରେ ଜମ୍ମୁକାଶ୍ମୀରର ବିକାଶ ଓ ଲୋକଙ୍କ ଆର୍ଥିକ ବିକାଶ ପାଇଁ ବିଭିନ୍ନ ଯୋଜନା ଘୋଷଣା କରାଯାଇପାରେ । ଧାରା ୩୭୦ ଉଚ୍ଛେଦ ପରେ ପ୍ରଥମ ଥର ପାଇଁ କେନ୍ଦ୍ର ସରକାର ଜାମ୍ମୁ ଓ କଶ୍ମୀର ପ୍ରସଙ୍ଗକୁ ନେଇ ବିସ୍ତୃତ ଆଲୋଚନା କରିବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଏଠାରେ ସ୍ୱତନ୍ତ୍ର ବିକାଶ ପାଇଁ କାମ କରୁଛନ୍ତି। ଯେଉଁଥିରେ କୋଟି କୋଟି ଟଙ୍କା ନିବେଶ କରିବାକୁ ଯୋଜନା ପ୍ରସ୍ତୁତ କରାଯାଉଛି । ଗତ ସପ୍ତାହରେ ମଧ୍ୟରେ ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ ବରିଷ୍ଠ ଅଧିକାରୀଙ୍କ ସହତି ଏ ବାବଦରେ ଆଲୋଚନା କରିଛନ୍ତି ।  ମନ୍ତ୍ରଣାଳୟ ଦ୍ୱାରା ଦିଆଯାଇଥିବା ପ୍ରସ୍ତାବ ଆଧାରରେ ଆଜି ପ୍ୟାକେଜ୍‌ ଘୋଷଣା ହୋଇପାରେ । ଆସନ୍ତା ଅକ୍ଟୋବର ୩୧ ତାରିଖରୁ ସେଠାରେ ୧୦୬ଟି କେନ୍ଦ୍ରୀୟ ଆଇନ ସମ୍ପୂର୍ଣ୍ଣ ଭାବେ ଲାଗୁ ହେବ । ଏହା ପରେ ୩୦ ଅକ୍ଟୋବର ଯାଏଁ ଉଭୟ ରାଜ୍ୟ ଓ କେନ୍ଦ୍ରର ଉଭୟ ଆଇନ ଲାଗୁ ହେବ । ଆଜି ବସିବାକୁ ଥିବା କ୍ୟାବିନେଟ୍‌ ବୈଠକରେ ବିଭିନ୍ନ ପ୍ରସ୍ତାବକୁ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଲୋଇସିଂହାଠାରେ ନମୋ ଯୁବ ଗଣଦୌଡ଼ର ଶୁଭାରମ୍ଭ କଲେ ସ୍ବାସ୍ଥ୍ୟମନ୍ତ୍ରୀ

September 22, 2025

କାର୍ତ୍ତିକ ମାସ ପୂର୍ବରୁ ଛତିଶା ନିଯୋଗ ଓ ନୀତି ସବ୍ କମିଟିର ବୈଠକ

September 22, 2025

ଭୁବନେଶ୍ୱରଠାରେ ଭିଜନ ଓଡିଶା ହେଲଥ୍ କନକ୍ଲେଭ-2025 ଅନୁଷ୍ଠିତ

September 22, 2025

ଦୃଷ୍ଟିହୀନଙ୍କ ପାଇଁ କଲେଜ ଓ ଛାତ୍ରାବାସର ଭିତ୍ତିପ୍ରସ୍ତର କଲେ କେନ୍ଦ୍ର ଗୃହମନ୍ତ୍ରୀ

September 22, 2025
Latest News

ଲୋଇସିଂହାଠାରେ ନମୋ ଯୁବ ଗଣଦୌଡ଼ର ଶୁଭାରମ୍ଭ କଲେ ସ୍ବାସ୍ଥ୍ୟମନ୍ତ୍ରୀ

September 22, 2025

କାର୍ତ୍ତିକ ମାସ ପୂର୍ବରୁ ଛତିଶା ନିଯୋଗ ଓ ନୀତି ସବ୍ କମିଟିର ବୈଠକ

September 22, 2025

ଭୁବନେଶ୍ୱରଠାରେ ଭିଜନ ଓଡିଶା ହେଲଥ୍ କନକ୍ଲେଭ-2025 ଅନୁଷ୍ଠିତ

September 22, 2025

ଦୃଷ୍ଟିହୀନଙ୍କ ପାଇଁ କଲେଜ ଓ ଛାତ୍ରାବାସର ଭିତ୍ତିପ୍ରସ୍ତର କଲେ କେନ୍ଦ୍ର ଗୃହମନ୍ତ୍ରୀ

September 22, 2025

ଆଜି ସେପ୍ଟେମ୍ବର ୨୨ ତାରିଖ ସୋମବାରରେ ନଅଟି ରାଶି ପ୍ରତି ସୂର୍ଯ୍ୟ ଦେବଙ୍କର ରହିଛି ଆଶୀର୍ବାଦ

September 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.