Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧାରା ୩୭୦: ଅକ୍ଟୋବରରେ ହେବ ଶୁଣାଣି
ଆଜିର ଖବର

ଧାରା ୩୭୦: ଅକ୍ଟୋବରରେ ହେବ ଶୁଣାଣି

August 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜମ୍ମୁ-କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ପ୍ରସଙ୍ଗରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । ଜମ୍ମୁକାଶ୍ମୀରର ସ୍ବତନ୍ତ୍ର ଅଧିକାର ଉଚ୍ଛେଦ ନେଇ ସମ୍ବିଧାନ ସଂଶୋଧନ ଉପରେ ସୁପ୍ରିମ୍‌କୋର୍ଟ ଶୁଣାଣି କରି ନୋଟିସ୍‌ ଜାରି କରିଛି। ପାଞ୍ଚଜଣିଆ ସମ୍ବିଧାନ ଖଣ୍ଡପୀଠକୁ ଏହି ମାମଲା ଦିଆଯାଇଛି ।  କୋର୍ଟ ଏହି ମାମଲାରେ କେନ୍ଦ୍ର ସରକାରଙ୍କୁ ନୋଟିସ ପଠାଇଛନ୍ତି । କେନ୍ଦ୍ର ସରକାରଙ୍କୁ ୭ ଦିନ ମଧ୍ୟରେ ଏହାର ଜବାବ ରଖିବାକୁ ହେବ । ଏହାସହ କୋର୍ଟ ଧାରା ୩୭୦କୁ ନେଇ ଦାଏର ହୋଇଥିବା ସମସ୍ତ ଯାଚିକାର ଶୁଣାଣି ଅକ୍ଟୋବର ପ୍ରଥମ ସପ୍ତାହରେ ହେବ ବୋଲି କହିଛନ୍ତି । ସୁପ୍ରିମକୋର୍ଟରେ ଧାରା ୩୭୦ ଉଚ୍ଛେଦକୁ ନେଇ ୧୦ଟି ଯାଚିକା ଦାୟର କରାଯାଇଥିଲା । ଏହା ଉପରେ କୋର୍ଟ ଶୁଣାଣି କରିଥିଲେ । ଆଜି ଏହି ସମସ୍ତ ଯାଚିକାର ଶୁଣାଣି ହୋଇଥିଲା । କିନ୍ତୁ ପ୍ରଧାନ ବିଚାରପତି ଜଷ୍ଟିସ ରଂଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ପାଞ୍ଚଜଣିଆ ଖଣ୍ଡପୀଠ ଏହି ଯାଚିକାଗୁଡିକୁ ଅକ୍ଟୋବରରେ ଶୁଣାଣି କରିବେ ବୋଲି କହିଛନ୍ତି । ସୀତାରାମ ୟେଚୁରୀଙ୍କୁ ଜମ୍ମୁକାଶ୍ମୀରକୁ ସର୍ତ୍ତମୂଳକ ଅନୁମତି ପ୍ରଦାନ କରିଥିବାବେଳେ ଗଣମାଧ୍ୟମର ସ୍ବାଧୀନତା ପ୍ରସଙ୍ଗରେ କେନ୍ଦ୍ରକୁ ନୋଟିସ୍‌ ଜାରି କରିଛନ୍ତି ସର୍ବୋଚ୍ଚ ଅଦାଲତ

Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରଜପାତରେ ଚାଲିଗଲା ଶାଶୁ- ବୋହୁଙ୍କ ଜୀବନ

May 7, 2026

ପୋଖରୀରେ ବୁଡି ୨ ଛାତ୍ର ମୃତ

May 7, 2026

ବାଲିଅନ୍ତା ହତ୍ୟା : ୪ ଅଟକ

May 7, 2026

୪୦ ବର୍ଷ ପୁରୁଣା ଯାତ୍ରୀ ସଂରକ୍ଷଣ ପ୍ରଣାଳୀର ହେବ ଆଧୁନିକୀକରଣ: ସମୀକ୍ଷା କଲେ ରେଳ ମନ୍ତ୍ରୀ

May 7, 2026
Latest News

ଗୁଜରାଟରୁ ଫେରିଲେ ମୁଖ୍ୟମନ୍ତ୍ରୀ: ୭୧ଟି ନିବେଶ ପ୍ରସ୍ତାବ, ୬୭,୮୩୮ ରୁ ଅଧିକ ନିଯୁକ୍ତି ସୁଯୋଗ

May 7, 2026

ବ୍ରଜପାତରେ ଚାଲିଗଲା ଶାଶୁ- ବୋହୁଙ୍କ ଜୀବନ

May 7, 2026

ପୋଖରୀରେ ବୁଡି ୨ ଛାତ୍ର ମୃତ

May 7, 2026

ବାଲିଅନ୍ତା ହତ୍ୟା : ୪ ଅଟକ

May 7, 2026

ଦେଶବ୍ୟାପୀ ମାଗଣା ବାର୍ଷିକ ସ୍ବାସ୍ଥ୍ୟ ପରୀକ୍ଷା କାର୍ଯ୍ୟକ୍ରମର ଉଦ୍‌ଘାଟନ କଲେ କେନ୍ଦ୍ରମନ୍ତ୍ରୀ

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.