Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଘ ଆତଙ୍କ: ଘରେ ପଶିଲା ମହାବଳ, ଭୟଭୀତ ଅବସ୍ଥାରେ ଗ୍ରାମବାସୀ
ଆଜିର ଖବର

ବାଘ ଆତଙ୍କ: ଘରେ ପଶିଲା ମହାବଳ, ଭୟଭୀତ ଅବସ୍ଥାରେ ଗ୍ରାମବାସୀ

September 25, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଘ ଆତଙ୍କ: ଘରେ ପଶିଲା ମହାବଳ, ଭୟଭୀତ ଅବସ୍ଥାରେ ଗ୍ରାମବାସୀ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ଅନ୍ତର୍ଗତ ସାଲେଇବେଡା ପଞ୍ଚାୟତର ଖପରଖାଇ ଗ୍ରାମରେ ମହାବଳ ବାଘକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଆତଙ୍କ ଖେଳିଯାଇଛି। ଗତ ତିନି ଦିନ ହେବ ଅଞ୍ଚଳରେ ବାଘର ଭୟ ରହିଥିବା ବେଳେ, ଗତ ରାତିରେ ଏକ ଘର ଭିତରେ ବାଘ ପଶିଯାଇଥିଲା ।

ସୂଚନାଯୋଗ୍ୟ ଯେ, ରାତିରେ ବାଘଟି ପ୍ରଥମେ ଗାଁର ଜଣେ ବ୍ୟକ୍ତିଙ୍କ ଘର ବାଡ଼ିରେ ବସିଥିବା ପରିବାର ଲୋକେ ଦେଖିବାକୁ ପାଇଥିଲେ। ଏହା ଦେଖି ଭୟଭୀତ ପରିବାର ଲୋକେ ତୁରନ୍ତ ବନ ବିଭାଗକୁ ଖବର ଦେଇଥିଲେ। ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଘରର ଲାଇଟ୍ ଲିଭାଇବା ପରେ ବାଘଟି ସେଠାରୁ ଚାଲିଯାଇଥିଲା।

ମାତ୍ର ସେଠାରୁ ଯାଇ ବାଘଟି ଗାଁର ଅନ୍ୟ ଜଣଙ୍କ ଘର ଭିତରେ ପଶିଯାଇଥିଲା। ବର୍ତ୍ତମାନ ସୁଦ୍ଧା ବାଘଟି ଘର ଭିତରୁ ବାହାରି ନଥିବା ବେଳେ ବନ ବିଭାଗ ଟିମ୍ ସେଠାରେ ଉପସ୍ଥିତ ରହି ତାହାକୁ ନିରାପଦରେ ବାହାର କରିବା ପାଇଁ ଜୋରଦାର କସରତ ଜାରି ରଖିଛି।

ଭୟଭୀତ ମହାବଳ ବାଘ
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନରେ ସ୍କୁଲ ଛାତ ଭୁଶୁଡ଼ି ୨୭ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ମୃତ୍ୟୁ

October 15, 2026

ରାଜନୈତିକ ଦଳ ଘୋଷଣା କଲେ ଦିବ୍ୟା ମିତ୍ତଲ: ଦେଲେ ତିନୋଟି ପ୍ରତିଶ୍ରୁତି

October 15, 2026

ରାଜ୍ୟପାଳ ହେବା ପରେ ବ୍ରଜମୋହନ ରାମଙ୍କ ଦଳୀୟ ପ୍ରେମ?: ନବୀନ ପଟ୍ଟନାୟକଙ୍କ କଡ଼ା ପ୍ରତିକ୍ରିୟା

October 15, 2026

ଭୟଙ୍କର ଦୁର୍ଘଟଣା: ଜଣେ ମୃତ ୧୦ ରୁ ଅଧିକ ଆହତ

October 15, 2026
Latest News

ହିନ୍ଦୁ ମନ୍ଦିରରେ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ, ଜଣେ ଗିରଫ

October 15, 2026

ପାକିସ୍ତାନରେ ସ୍କୁଲ ଛାତ ଭୁଶୁଡ଼ି ୨୭ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ମୃତ୍ୟୁ

October 15, 2026

ଧର୍ମ ପରିବର୍ତ୍ତନ ପରେ ମିଳିବନି ଆରକ୍ଷଣ ସୁବିଧା: ସୁପ୍ରିମକୋର୍ଟ

October 15, 2026

ରାଜନୈତିକ ଦଳ ଘୋଷଣା କଲେ ଦିବ୍ୟା ମିତ୍ତଲ: ଦେଲେ ତିନୋଟି ପ୍ରତିଶ୍ରୁତି

October 15, 2026

ରାଜ୍ୟପାଳ ହେବା ପରେ ବ୍ରଜମୋହନ ରାମଙ୍କ ଦଳୀୟ ପ୍ରେମ?: ନବୀନ ପଟ୍ଟନାୟକଙ୍କ କଡ଼ା ପ୍ରତିକ୍ରିୟା

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.