Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୩୭୦ ଉଚ୍ଛେଦକୁ ନେଇ ଭାରତକୁ ସମର୍ଥନ କଲା ରୁଷ୍‌ : ଏହା ସମ୍ପୂର୍ଣ୍ଣ ରୂପେ ଭାରତର ଆଭ୍ୟନ୍ତରୀଣ ମାମଲା
ଆଜିର ଖବର

୩୭୦ ଉଚ୍ଛେଦକୁ ନେଇ ଭାରତକୁ ସମର୍ଥନ କଲା ରୁଷ୍‌ : ଏହା ସମ୍ପୂର୍ଣ୍ଣ ରୂପେ ଭାରତର ଆଭ୍ୟନ୍ତରୀଣ ମାମଲା

August 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜାମ୍ମୁ ଓ କଶ୍ମୀରରେ ପୁଣି ଥରେ ଧାରା ୩୭୦ ଲାଗୁ କରିବାକୁ ପାକିସ୍ତାନ ସରକାର ଅନ୍ତର୍ଜାତୀୟ ସ୍ତରରେ ସମସ୍ତ ଦେଶର ଦ୍ୱାରସ୍ଥ ହୋଇସାରିଲାଣି । ଏହି ପ୍ରସଙ୍ଗରେ କୌଣସି ବି ଦେଶ ମୁଣ୍ଡ ପୁରାଇବାକୁ ଚାହୁଁନାହାନ୍ତି । ନିକଟରେ ଟ୍ରମ୍ପ୍‌ ମଧ୍ୟ ଏହି ପ୍ରସଙ୍ଗକୁ ଦ୍ବିପାକ୍ଷିକ ବୋଲି ସ୍ବୀକାର କରିଛନ୍ତି । ଏବେ ଏହି ପ୍ରସଙ୍ଗରେ ମୋଦି ସରକାରଙ୍କ ନିଷ୍ପତ୍ତିକୁ ରୁଷ ସମର୍ଥନ କରିଛି । ଭାରତରେ ଅବସ୍ଥାପିତ ରୁଷ୍‌ର ରାଷ୍ଟ୍ରଦୂତ ନିକୋଲେ କୁଦାସେଭ୍‌ କହିଛନ୍ତି ଯେ ଧାରା ୩୭୦ ଉଚ୍ଛେଦ ଭାରତ ସରକାରଙ୍କ ନିଜସ୍ୱ ନିଷ୍ପତ୍ତି । ଏହା ଭାରତ ଆଭ୍ୟନ୍ତରୀଣ ମାମଲା ଅଟେ । ତେଣୁ ଯାହାବି ସମସ୍ୟା ରହିଛି ଉଭୟ ଦେଶ ସିମଲା ଚୁକ୍ତି ଅନୁସାରେ ଆଲୋଚନା କରି ସମାଧାନ କରିବା ଉଚିତ । ସେହିପରି ଭାରତ ଓ ପାକିସ୍ତାନ ବିବାଦ ମଧ୍ୟରେ ରୁଷ୍‌ର କୌଣସି ଭୂମିକା ନାହିଁ ବୋଲି ଋଷିଆ ଦୂତାବାସର ଉପାଧ୍ୟକ୍ଷ ରୋମାନ୍‌ ବବୁସ୍କିନ୍‌ କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

୪୦ ବର୍ଷ ପୁରୁଣା ଯାତ୍ରୀ ସଂରକ୍ଷଣ ପ୍ରଣାଳୀର ହେବ ଆଧୁନିକୀକରଣ: ସମୀକ୍ଷା କଲେ ରେଳ ମନ୍ତ୍ରୀ

May 7, 2026

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026
Latest News

୪୦ ବର୍ଷ ପୁରୁଣା ଯାତ୍ରୀ ସଂରକ୍ଷଣ ପ୍ରଣାଳୀର ହେବ ଆଧୁନିକୀକରଣ: ସମୀକ୍ଷା କଲେ ରେଳ ମନ୍ତ୍ରୀ

May 7, 2026

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026

ପାକିସ୍ତାନ ବିପକ୍ଷରେ ଅଷ୍ଟ୍ରେଲିଆର ଦିନିକିଆ ସିରିଜ: IPL ଛାଡିବେ କି କଙ୍ଗାରୁ ଖେଳାଳି?, ଜାଣନ୍ତୁ ଅପଡେଟ୍

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.